-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଧାନ କ୍ଷୟ କ୍ଷତି ଦାବୀରେ ଓଦା ଧାନ ବସ୍ତା ସହ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ସାମ୍ନାରେ ଦେଲେ ଧାରଣା ଚାଷୀ*-

23-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ନବନିର୍ମାଣ କୃଷକ ସଂଗଠନ ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ପାଢ଼ୀ ଙ୍କ ନେତୃତ୍ୱ ରେ ସଂଗଠନ  ପକ୍ଷରୁ ଶତାଧିକ ଚାଷୀ ରବି ଧାନ ନ ଉଠିବା ଓ ମଣ୍ଡି ରେ ଧାନ ପଡ଼ି ବର୍ଷା ଜନିତ କ୍ଷୟକ୍ଷତି ରେ ଧାନ ଗଜା ହୋଇଯିବା ପ୍ରତିବାଦ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣୀ ରେ ପ୍ରତିବାଦ କରିଛନ୍ତି। ସାରା ଜିଲ୍ଲା ରେ ମଧ୍ୟ ଏ ସ୍ଥିତି ସମାନ । ଉଲୁଣ୍ଡା ରେ ପରିସ୍ଥିତି ଅସମ୍ଭାଳ। ସେପରି ଉଲୁଣ୍ଡା ବ୍ଲକ୍ କୋଟସମଲେଇ ମଣ୍ଡି ରେ ଦଶ ହଜାର  ରୁ ଉର୍ଦ୍ଧ୍ବ  ଧାନ ବସ୍ତା ପଡ଼ି ବର୍ଷା ରେ ଭିଜି ଗଜା ହେଇଗଲାଣି। ଆହୁରି ଚାଷୀ ମାନେ ବର୍ଷା ଭୟ ରେ ଧାନ ସବୁ ନିଜ ଘରେ ଓ ଖଳା ରେ ପକାଇଛନ୍ତି। ବାରମ୍ବାର ପ୍ରଶାସନ କୁ କହିଲେ ମଧ୍ୟ ମଣ୍ଡି ରେ ଗାଡିର ଦେଖା ନାହିଁ। ଚାଷୀ ମାନେ ଅଭିଯୋଗ କରିଛନ୍ତି ମଣ୍ଡି ରେ ପଡ଼ି ଧାନ ଯଦି କ୍ଷତି ହେବ ତାର ଭରଣା କିଏ ଦେବ ? ୫୦ ଜଣ ମିଲର୍ସ ଙ୍କ ସ୍ୱାର୍ଥ ଦେଖି ପ୍ରଶାସନ ହଜାର ହଜାର ଚାଷୀ ଙ୍କ ଭାଗ୍ୟ କୁ ବଳି ପକାଉଛି ବୋଲି ଅନେକ ଚାଷୀ ଅଭିଯୋଗ କରିଥିଲେ। ୩୧୦୦ ଧାନ କ୍ଵିଣ୍ଟାଲ ଦେଲେ କଣ ୧୦ କେଜି କଟନି ଓ ଧାନ ଗଜା ହେବା ସ୍ଵୀକାର କରିବାକୁ ପଡ଼ିବ କି  ବୋଲି ସେମାନେ ପ୍ରଶ୍ନ କରିଛନ୍ତି। କେବେ ସୁଦ୍ଧା ଧାନ ଉଠିବ ଲିଖିତ ହିସାବ ରେ ନ ଜଣାଇଲେ ଚାଷୀ ମାନେ ସବୁ ଧାନ ସି ଏସ ଓ ଅଫିସ ଓ କଲେକ୍ଟର ଅଫିସ ରେ ଗଦାଇବା ସହ ରାଜ ରାସ୍ତା ରେ ପକାଇ ବିକ୍ଷୋଭ କରିବା ହିଁ ଶେଷ ରାସ୍ତା ବୋଲି ଆଜି ଚେତାବନୀ ଦେଇଛନ୍ତି। ଧାନ ମଣ୍ଡି ପାଇଁ ଭିତ୍ତିଭୂମି ନ ଥିବାରୁ ଲୋକ ସବୁ ରାସ୍ତା ରେ ଧାନ ଜମା କରିଛନ୍ତି । ଆଗକୁ ପାତାଳୀ ଶ୍ରୀକ୍ଷେତ୍ର ରଥଯାତ୍ରା ଆସୁଥିବାରୁ ଏହି ଧାନ ଶୀଘ୍ର ନ ଉଠିଲେ ଗମ୍ଭୀର ଟ୍ରାଫିକ ଓ ପାର୍କିଂ ଅସୁବିଧା ଦେଖାଯିବ । ଏହା ସତ୍ତ୍ୱେ କେହି ସମ୍ବେଦନଶୀଳ ନ ହେବା ରୁ ପ୍ରଶାସନ ମିଲର୍ସ ଓ ବେପାରୀ ମାନଙ୍କ ମଧୁଚନ୍ଦ୍ରିକା ବୋଲି ସେମାନେ ଅଭିଯୋଗ କରିଛନ୍ତି। ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ ପାଢ଼ୀ ରଥଯାତ୍ରା ପୂର୍ବରୁ ଧାନ ଉଠେଇ ନେବା ପାଇଁ ଦାବୀ ରଖିଥିଲେ।ଆରକ୍ଷୀ ଅଧିକ୍ଷକ ଓ ଅତିରିକ୍ତ ଜିଲ୍ଲାପାଳ ଙ୍କ ଉପସ୍ଥିତି ରେ ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ସାଏ ୨୬ ତାରିଖ ମଧ୍ୟରେ ଧାନ ଉଠେଇ ନେବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଲା ପରେ ଚାଷୀ ମାନେ ବୁଝିଥିଲେ। ଏଥିରେ ଖିଲାପି ହେଲେ ବାଧ୍ୟହୋଇ  ଚାଷୀ ରାଜରାସ୍ତାକୁ ଓହ୍ଲାଇବେ  ବୋଲି ସଂଗଠନ ର ଚାଷୀ ମାନେ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like