-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଡା.ଶ୍ଯାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

23-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଆଜି ମାଲକାନଗିରି ସଦରମହକୁମା ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଡା.ଶ୍ଯାମା ପ୍ରସାଦ ମୁଖାର୍ଜୀଙ୍କ ୭୩ ତମ ବଳିଦାନ ଦିବସ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ କେଶବ ଚନ୍ଦ୍ର ନାୟକ, ସମ୍ମାନିତ ବକ୍ତା ଭାବେ ମାଣିକ ଲାଲ ଚାକ୍ରବର୍ତ୍ତୀ, ମଣ୍ଡଳ ସଭାପତି ଦିଲ୍ଲୀପ ଦଣ୍ଡପାଟ, ପୂର୍ବତନ ମଣ୍ଡଳ ସଭାପତି ବାଲାଜୀ ପଡାଲ, ପୂର୍ବତନ ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ଦୁଲି ମାଢି ପ୍ରମୁଖ ମଞ୍ଚାସୀନ ଥିଲେ। ମୁଖ୍ୟବକ୍ତା କେଶବ ଚନ୍ଦ୍ର ନାୟକ କହିଲେ ଯେ ଗାଁ. ପ୍ରସାଦ ମୁଖାର୍ଜୀ ସଦାସର୍ବଦା ଅଖଣ୍ଡ ଭାରତର ପକ୍ଷଧାର ଥିଲେ। ସେ ଖଣ୍ଡିତ ଭାରତକୁ ବିରୋଧ କରୁଥିଲେ । ଏଣୁ ତାଙ୍କର ଜାତୀୟ କଂଗ୍ରେସ ଦଳର ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ସହ ମତପାର୍ଥକ୍ୟ କରି ଆସୁଥିଲା ଏବଂ ସେ କଂଗ୍ରେସ ଦଳର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ବ୍ୟତିତ ୩୭୦ ଧାରାକୁ ବିରୋଧ କରି ଆନ୍ଦୋଳନ ଜାରୀ ରଖିଲେ। ଜାମ୍ମୁ ଏବଂ କାଶ୍ମୀର ଭାରତର ଅଭିଛେଦ୍ଯ ଅଙ୍ଗ। ଗୋଟିଏ ଦେଶରେ ଦୁଇଟା ପ୍ରଧାନମନ୍ତ୍ରୀ, ଦୁଇଟା ଜାତୀୟ ପତାକା ଏବଂ ଜାମ୍ମୁ ଏବଂ କାଶ୍ମୀରକୁ ଯିବା ପାଇଁ ଭିସାର ଆବଶ୍ୟକତା ଘୋର ବିରୋଧ କରୁଥିଲେ। ଜାମ୍ମୁ ଓ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପାଇଁ ସେ ଅହରହ ସଂଗ୍ରାମ କରି ଆସୁ ଥିଲେ । ଏଥି ପାଇଁ ସେ ୧୯୫୩ ମସିହାରେ ମଇ ୧୧ ତାରିଖ ରେ ଜାମ୍ମୁ କାଶ୍ମୀରରେ ପହଞ୍ଚି ଥିଲେ। ମାତ୍ର ତାଙ୍କୁ ଗିରଫ କରାଯାଇ ଶ୍ରୀନଗରର କେନ୍ଦ୍ରୀୟ ଜେଲ୍ ବନ୍ଦୀ କରା ଯାଇ ଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ଶ୍ରୀନଗର ସହରର କିଛି ଦୂରରେ ଏକ ଘରେ ନଜର ବନ୍ଦୀରେ ରଖା ଯାଇଥିଲା। ଜୁନ୍ ୨୦ ତାରିଖ ତାଙ୍କ ସ୍ବାସ୍ଥ୍ୟ ଖରାପ ହେଲା। ୨୨ ତାରିଖ ଦିନ ଡାକ୍ତର ଏବଂ ନର୍ସିଂ ଭୁଲ୍ ଇଞ୍ଜେକ୍ସନ ଦେବା ଫଳରେ ତାଙ୍କ ସ୍ବାସ୍ଥ୍ୟ ଅତ୍ୟଧିକ ଖରାପ ହେଲା। ଶେଷରେ ୨୩ ଜୁନ୍ ବ୍ରହ୍ମ ମୁହୂର୍ତ୍ତ ଡାକ୍ତର ଶ୍ବାମାପ୍ରସାଦ ମୁଖାର୍ଜୀଙ୍କ ହୃଦ୍ ଗାତରେ ମୃତ୍ୟୁ ବୋଲି ଘୋଷଣା କରା ଗଲା। ଏହି ରହସ୍ୟଜନକ ମୃତ୍ୟୁକୁ ନେଇ ତାଙ୍କ ମା ଯୋଗମାୟା ଦେବୀ ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ନିକଟରେ ତଦନ୍ତ ଦାବି କରିଥିଲେ ମଧ୍ୟ ଏଥିପାଇଁ କର୍ଣ୍ଣପାତ କରାଯାଇ ନଥିଲା। ଡା.ମୁଖାର୍ଜୀ ଜୁଲାଇ ୬ ତାରିଖ ୧୯୦୧ ରେ କଲିକତାରେ ଜନ୍ମଗ୍ରହଣ କରିଥିଲେ। ୧୯୨୩ରେ  ଏମ୍ ଏ,୧୯୨୪ରେ ବାରିଷ୍ଠର ପାଶ କରିଥିଲେ।୧୯୪୩ ରେ ମାତ୍ର ୩୩ ବର୍ଷ ବୟସରେ ସର୍ବକନିଷ୍ଠ କଲିକତା ବିଶ୍ଵବିଦ୍ୟାଳୟ କୁଳପତି ହୋଇଥିଲେ।ସୈ ଶିକ୍ଷା ରଜରେ ବହୁ ସଂସ୍କାର ଆଣିବା ସହ ହୀନ୍ଦୁ ବିଚାର ଧାରାକୁ ବିଶେଷ ପ୍ରଧାନ୍ଯ ଦେଉଥିଲେ।୧୯୫୧, ଅକ୍ଟୋବର ୨୧ରେ ଭାରତୀୟ ଜନ ସଂଘ ପାର୍ଟି ସ୍ଥାପନ କରି ଥିଲେ। ୧୯୮୦ ମସିହାରେ ଏହା ଭାରତୀୟ ଜନତା ପାର୍ଟିରେ ଭାବେ ଆତ୍ମ ପ୍ରକାଶ କଲା। ଯାହା କି ପରବର୍ତ୍ତୀ ସମୟରେ ଭାରତ ବଡ ରାଜନୈତିକ ଦଳ ଭାବେ ବିଶ୍ବ ପ୍ରସିଦ୍ଧି ଲାଭ କରିଛି। ଏବଂ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଚେଷ୍ଟାରେ ଜାମ୍ମୁ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ହୋଇଛି। ଯାହାକି ଡ଼ା. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ସ୍ବରୂପ ଏହା ତାଙ୍କ ସ୍ବପ୍ନକୁ ଶାକାର କରି ବୋଲି ମୁଖ୍ୟ ବକ୍ତା ଶ୍ରୀ ନାୟକ ମତବ୍ୟକ୍ତ କରିଥିଲେ। ଅନ୍ୟାୟ ବକ୍ତା ମାନେ ମଧ୍ୟ ଡା ଶ୍ଯାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନ ଦର୍ଶନ ଓ ରାଜନୈତିକ ପୃଷ୍ଠଭୂମି ଉପରେ ଆଲୋକପାତ କରିଥିଲେ। ଶେଷରେ ଦିଲ୍ଲୀପ ଦଣ୍ଡପାଟ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like