-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

"ଆମ ସଙ୍କଳ୍ପ ନିଶା ନୁହେଁ ଜୀବନ" 

23-Jun-2025



କଣ୍ଟାବାଞ୍ଜି (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ରେ ମିନି ମାରାଥନ ଅବକାରୀ ବିଭାଗ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗୀର ଆନୁକୂଲ୍ୟରେ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି  ପଡିଆ ଠାରେ ଏକ ସଚେତନତା ସଭା ଆୟୋଜନ କରାଯାଇଥିଲା l ଏହି ସଭାରେ ମୁଖ୍ୟ ଅତିଥି ଭାବେ ପୁରନ୍ଦର ବାଗ,ସମ୍ମାନିୟ ଅତିଥି ବେଦବ୍ୟାସ ନାଗ, ଅବକାରୀ ବିଭାଗ ବଲାଙ୍ଗୀର ଜିଲ୍ଲା ଆରକ୍ଷୀ ଅଧିକାରୀ  ସୀତାକାନ୍ତ ମୁଦୁଲି, ଡ଼ିଏସ୍ଇ ହରିହର ଦଳ,ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର,ଇନ୍ସ୍ ପେକ୍ଟର ସଚିନ ବେହେରା, ସବ ଇନିସପେକ୍ଟର ପ୍ରବୀଣ କୁମାର ସାହୁ,ସୁମିତ କୁମାର ସାହୁ,ବରିଷ୍ଠ ସାମ୍ବାଦିକ ମୋହନ ସୋନି,ଏଏସଆଇ ଈଶ୍ୱର ଚନ୍ଦ୍ର ଭୋଇ,ହିଙ୍ଗୁଳା ଦାଶ,କନେଷ୍ଟବଳ ପ୍ରଫୁଲ୍ଲ ନାଗ,ରଞ୍ଜନ ମିଶ୍ର, ଆଶିଷ ପଟେଲ, ଚନ୍ଦନ ପଟେଲ, ସମସ୍ତ ବିଭାଗୀୟ ଅଧିକାରୀ,ତୁରେକେଲା ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗବନ୍ଧୁ ମାଝୀ, ତୁରେକେଲା ଆଞ୍ଚଲିକ ସାଧନ ସଂଯୋଜକ ବିରଞ୍ଚି ନାରାୟଣ ଦାଶ, ସିନ୍ଧେକେଲା କଲେଜ ଶିକ୍ଷା ବିଭାଗ ଅଧ୍ୟାପକ ଚିନ୍ମୟ ଯୋଶୀ, ଅଧ୍ୟାପକ ଦେବେନ୍ଦ୍ର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ l ଏହି ପରିପ୍ରେକ୍ଷୀରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ଠାରୁ କଦଳୀପାଳି ଛକ ପର୍ଯ୍ୟନ୍ତ ମିନି ମାରାଥନ ଅନୁଷ୍ଠିତ ହୋଇଥିଲା l ମିନି ମାରାଥନ ପରେ ସମସ୍ତେ ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ପାଇଁ ଶପଥ ଗ୍ରହଣ କରିଥିଲେ l ମିନି ମାରାଥନରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା lଶାରୀରିକ ଶିକ୍ଷା ଶିକ୍ଷକ ଶୁଭେନ୍ଦ୍ର କୁମାର ମହାନ୍ତି (ଟୁକୁ ),ବିନୋଦ ମହାପାତ୍ର,ମନୋଜ ମହାପାତ୍ର,ସୌମ୍ୟ ରଞ୍ଜନ ପାଣିଗ୍ରାହୀ,କୃଷ୍ଣଚନ୍ଦ୍ର ବାରିକ,ରାଜେନ୍ଦ୍ର ଧରୁଆ,ରାଜେନ୍ଦ୍ର ସେଠ,ଡିଙ୍ଗର ମାଝୀ,ଉପେନ୍ଦ୍ର ଚନ୍ଦନ,ଅନିଲ ଦାଶ,ହରିବନ୍ଧୁ ମେହେର,ଡୋଲେଶ୍ୱରୀ ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l ପରବର୍ତୀ କାର୍ଯ୍ୟକ୍ରମରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜଗବନ୍ଧୁ ମାଝୀ , ବିରଞ୍ଚି ନାରାୟଣ ଦାଶ, ଦୀନେଶ ମହାନନ୍ଦ, ପ୍ରେମରାଜ ପାଣିଗ୍ରାହୀ, ବିଭୁଦତ୍ତ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ରଚନା ଏବଂ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା lଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଅବକାରୀ ବିଭାଗର ସମସ୍ତ କର୍ମଚାରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୂଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like