-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

ବରୀରେ ଜନ ଅଭିଯୋଗ ଶୁଣାଣି ଶିବିର

24-Jun-2025



ବରୀ(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ): ଯାଜପୁର ଜନଅଭି ଜିଲ୍ଲା ପ୍ରଶ୍ନ ପକ୍ଷରୁ ଯୁଗ୍ମ କାର୍ଯ୍ୟାଳୟ ପରିସର ଭିଯୋଗ ଶୁଣାଣି ଶିବିର ବରା ମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି ଅନ୍ଵେଷା ରେ# ଜନସାଧାରଣଙ୍କ ବିଭିନ୍ନ ଆପରି ହଁ ଅଭିଯୋଗର ଶୁଣାଣି କରିଥିଲେ I ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋ ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ସେମାନଙ୍କର ଯଥାସମ ଜିଲ୍ଲାପାଳ ପ୍ରକାଶ । କରିଥିଲେ | ମୋଟ ୧୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାଯତା ନିମନ୍ତେ ୬୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬୭ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଯପ୍ରତାପ ଶ୍ରୀମାଇ, ଅତିରିକ୍ତ ଜିଲ୍ଲାପାଳ ଯୁଧୂଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧକାରୀ ଅଶୋକ କସାର ଦେହରିଆ ଉପ ଜିଲ୍ଲାପାଳତାପସ ରଞ୍ଜନ ବେହୁରୀ, ମଣ୍ଡଳ ଭନ୍ନୟନ ଅଧିକାରୀ ଅସିତ କୁମାର ମହାନ୍ତି, ତହସିଲଦାର ଦୀପ୍ତିମୟୀ ବେହେରା ଓ ଜିଲ୍ଲାସ୍ତରୀୟ ଅଧୂକାରୀ, କ୍ଷେତ୍ରୀୟ ଅଧୁକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଜିଲ୍ଲାପାଳ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଡାଇରିଆ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ | 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like