-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

୭ଦିନ ପୁରିଲା,ଦାବୀ ପୂରଣ ହେଲା ନାହି । ୨୬ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

24-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏଏସିରେ ବର୍ଷେ ରୁ ଅଧିକ ହେଲା କନିଷ୍ଠ ଯନ୍ତ୍ରୀ ନଥିବାରୁ ଉନ୍ନୟନ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ।ସେଥିପାଇଁ ଗତ ଚଳିତ ମାସ ୧୬ତାରିଖରେ ଏନଏଏସି ଉପାଧ୍ୟକ୍ଷା ତପସ୍ଵିନୀ ମେହେରଙ୍କ ନେତୃତ୍ୱରେ ଏକ ଦାବିପତ୍ର ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇ ୭ଦିନ ଭିତରେ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପାଇଁ ଅନୁରୋଧ କରାଯାଇଥିଲା ।ହେଲେ ୭ଦିନ ପୂରି ଯାଇଛି।ନୂତନ କନିଷ୍ଠ ଯନ୍ତ୍ରୀଙ୍କ ଦେଖାନାହିଁ ।ତେଣୁ ବାଧ୍ୟ ହୋଇ ଯନ୍ତ୍ରୀ ନଆସିବା ଯାଏ କାର୍ଯ୍ୟାଳୟକୁ ତାଲା ପକାଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖାଯିବ ବୋଲି ଜନପ୍ରତିନିଧି ମାନେ ନିଷ୍ପତି ନେଇଥିବା ଜଣାପଡିଛି ।ମିଳିଥିବା ସୂଚନା ଅନୁସାରେ ୭ଦିନ ବିତିଯିବା ପରେ ସମସ୍ୟାର ସମାଧାନ ନହେବାରୁ ଉପାଧ୍ୟକ୍ଷା ତପସ୍ଵିନୀ ମେହେର, କାଉନସିଲର ଆଶାରାଣୀ ପଣ୍ଡା,ରେଣୁକା ବରାଇ,ବୈଜୟନ୍ତୀ କଟୁଆଳ,କଳ୍ପନା ଦୀପ,କୁନି ଚିରଗୁନି,ବୈରାଗୀ ପ୍ରଧାନ,ଗୋପାଳ କୃଷ୍ଣ ମହାଳିଂ,ବିଜୟ ବରାଇ,ପ୍ରଦୀପ ସେଠୀ,ଜିତେନ୍ଦ୍ର ମଲ୍ଲିକ ପ୍ରମୁଖ ୱାର୍ଡ ପ୍ରତିନିଧି ମାନେ ପୁନର୍ବାର ଏକ ଦାବିପତ୍ର ପ୍ରଦାନ କରି ୨୬ତାରିଖରୁ କାର୍ଯ୍ୟାଳୟ ସମ୍ଭୂଖ ମୁଖ୍ୟ ଫାଟକ ତାଲା ପକାଇ ଧାରଣା ଦେବେ ବୋଲି ପ୍ରଶାସନକୁ ଜଣାଇଛନ୍ତି। ସେମାନେ କହିଛନ୍ତି ଯେ କନିଷ୍ଠ ଯନ୍ତ୍ରୀ ନଥିବାରୁ ଦୀର୍ଘ ବର୍ଷ ହେଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନସ୍ତ ବିଭିନ୍ନ ୱାର୍ଡରେ ଉନ୍ନୟନ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି।ଏପରିକି କେତେକ କାର୍ଯ୍ୟର ଟେଣ୍ଡର ଓପନ ହୋଇଥିଲେ ମଧ୍ୟ ତାହା ବି ହୋଇପାରୁନାହିଁ ।ଯାହା ଫଳରେ ଜନସାଧାରଣଙ୍କ ଠାରୁ ଲୋକହସା ହେବାକୁ ପଡୁଛି ।ତେଣୁ କନିଷ୍ଠ ଯନ୍ତ୍ରୀ ପଦବୀ ତୁରନ୍ତ ପୂରଣ ନହେବା ପର୍ଯ୍ୟନ୍ତ ପରିଷଦ ବାସୀଙ୍କ ସାମୁହିକ ସ୍ବାର୍ଥ ସକାଶେ ୨୬ତାରିଖରୁ ତାଲା ପକାଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବିକ୍ଷୋଭ ପ୍ରଦର୍ଶନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି।ଯଦି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୁଏ ତେବେ ପ୍ରଶାସନ ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ସେମାନେ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like