-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ବିଶେଷ

କାଠ କାମରୁ କବିତା ଲେଖା: ଅଖ୍ୟାତ ଗ୍ରାମୀଣ କବି କାଳୁ ଚରଣ ପ୍ରଧାନ ପାଇବେ ‘ସାହିତ୍ୟ ଚର୍ଚ୍ଚା ସମ୍ମାନ’

24-Jan-2021



ଗଞ୍ଜାମ (ପ୍ରେରଣା ଖବର) : ଓଡ଼ିଶାର ଗାଁ ଗହଳିରେ ଲେଖା ଏବଂ କବିତା ପ୍ରତି ରୁଚି ରଖୁଥିବା ଏବଂ ଲେଖୁଥିବା ଲୋକଙ୍କୁ ପ୍ରୋତ୍ସାହିତ ଦେବା ପାଇଁ ସାହିତ୍ୟ ଚର୍ଚ୍ଚା ଇ-ପତ୍ରିକା ପକ୍ଷରୁ ଅଭିନବ ପ୍ରୟାସ। ଉକ୍ତ ପତ୍ରିକା ପକ୍ଷରୁ ଚଳିତ ବର୍ଷ ଦିଆଯାଉଥିବା ‘ସାହିତ୍ୟ ଚର୍ଚ୍ଚା ସମ୍ମାନ’ ପାଇବେ ଗଞ୍ଜାମ ଜିଲ୍ଲା ଗୁଣ୍ଠପଡା ଗ୍ରାମର ଅନାଲୋଚିତ କବି ଶ୍ରୀ କାଳୁ ଚଳଣ ପ୍ରଧାନ। ସାହିତ୍ୟ ଚର୍ଚ୍ଚା ଇ-ପତ୍ରିକା ପକ୍ଷରୁ ଶନିବାର ଏହି ଘୋଷଣା କରାଯାଇଛି।

ଶ୍ରୀ କାଳୁ ଚରଣ ପ୍ରଧାନ ବୃତ୍ତିରେ ଜଣେ ବଢେଇ ଏବଂ ତା’ଙ୍କର ଆର୍ଥିକ ଅବସ୍ଥା ସେତେଟା ସ୍ଵଚ୍ଛଳ ନୁହେଁ। ସେ ଅଦ୍ୟାବଧି  ସାତଟି ଉଚ୍ଚକୋଟିର କାବ୍ୟ ତଥା  ତିନି ହଜାରରୁ ଉର୍ଦ୍ଧ୍ବ  କବିତା ଲେଖିସାରିଛନ୍ତି। ‘କ’ ଅନୁପ୍ରାସରେ ତାଙ୍କ ଦ୍ଵାରା ରଚିତ ‘କର୍ଦ୍ଦମ କନ୍ୟା’ ଏକ ମନୋରମ କାବ୍ୟ ବେଶ ସମୃଦ୍ଧ ରହିଛି। ଏ ଲେଖା ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ। ଏହା ବ୍ୟତୀତ ଜୀବନ ତତ୍ତ୍ଵ ସଂପର୍କରେ ସେ ଦୁଇଟି ପ୍ରବନ୍ଧ ରଚନା କରିଛନ୍ତି।
ପୁରସ୍କାର ଭାବେ ତାଙ୍କୁ ଏକ ମାନପତ୍ର ଓ ଦଶ ହଜାର ଟଙ୍କାର ସମ୍ମାନ ରାଶି ପ୍ରଦାନ କରାଯିବ।  ଏହି ପୁରସ୍କାରଟି ଆସନ୍ତା ଫେବୃଆରୀ ମାସରେ ଆୟୋଜିତ ହେବାକୁ ଥିବା ଏକ ଅନଲାଇନ୍ ସମାରୋହରେ ଶ୍ରୀ ପ୍ରଧାନଙ୍କୁ ପ୍ରଦାନ କରାଯିବ। ଉଲ୍ଲେଖଯୋଗ୍ୟ ଯେ ଗତ ବର୍ଷ  ଯାଜପୁର ଜିଲ୍ଲା କୋରାବନ୍ଦି ଗ୍ରାମର ଶ୍ରୀ କୈଳାସ ଚନ୍ଦ୍ର ପାତ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ସେ  ରିକ୍ସା ଚଳାଇ ଜୀବନଯାପନ କରୁଛନ୍ତି। ହେଲେ ସେ ଛଅ ହଜାରରୁ ଅଧିକ କବିତା ରଚନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like