-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ମନମୁଣ୍ଡା ଷ୍ଟେଟ ବ୍ୟାଙ୍କ ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ*- *୬୩ ୟୁନିଟ ରକ୍ତ ସଂଗ୍ରହ*-

24-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ୭୦ ତମ ପ୍ରତିଷ୍ଠା ଦିବସ ଅବସର ରେ ଆଜି ମନମୁଣ୍ଡା ଷ୍ଟେଟ ବ୍ୟାଙ୍କ  ପକ୍ଷରୁ ଆଜି ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି l ଏହି ଶିବିର କୁ ମୁଖ୍ୟ ଅତିଥି ଭାବରେ  ଷ୍ଟେଟ ବ୍ୟାଙ୍କ ରିଜିଓନାଲ ମ୍ୟାନେଜର ପ୍ରକାଶ ଗ୍ରହଚାର୍ଯ୍ୟ  ଶୁଭ ଉଦ୍ଘାଟନ କରି ରକ୍ତ ଦାତା ଙ୍କୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରି ଥିଲେ l ଓ ଗ୍ରାହକ ସେବା ସହ ବ୍ୟାଙ୍କ ର ଏ ଅନେକ ସାମାଜିକ କାର୍ଯ୍ୟ କୁ ଭୂୟସୀ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥି ଭାବରେ ଷ୍ଟେଟ୍ ବ୍ୟାଙ୍କ ମ୍ୟାନେଜର ବାଳ ଗୋପାଳ ନାୟକ, ଆସିଷ୍ଟାଣ୍ଟ ମ୍ୟାନେଜର ତାପସ କୁମାର ବେହେରା, ସରପଞ୍ଚ ରଞ୍ଜୁ ବେହେରା, ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ସାୟଦ ଅଲିମୂଲ୍ ଇସଲାମ, ଉପଦେଷ୍ଟା ପ୍ରମୋଦ କୁମାର ସାହୁ, କୋଡ଼ିନେଟର ମନୋରଂଜନ ତ୍ରୀପାଠୀ, ରାଜ୍ୟ ରକ୍ତ ଦାତା ସଂଘ ଉଦ୍ୟୋକ୍ତା ମନୋଜ୍ ପଣ୍ଡା, ବ୍ୟାଙ୍କ କର୍ମଚାରୀ ଦୂର୍ବାଦଳ ମେହେର ଯୋଗ ଦେଇ ରକ୍ତ ଦାତା ଙ୍କୁ ପ୍ରେରଣା ପ୍ରଦାନ କରିଥିଲେ l ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସା ଲୟ ରକ୍ତ କେନ୍ଦ୍ର ପକ୍ଷରୁ ଡ଼ା ଚିତ୍ତ ରଞ୍ଜନ ତ୍ରୀପାଠୀ, ଟେକ୍ନି ସିଆନ୍ ଜଗତ ଦରୁଆନ, ଟିଟୁ ଭୋଇ, ଯୁଧିଷ୍ଟିର ନାଏକ ଯୋଗ ଦେଇ ପ୍ରାଥମିକ ଚିକିତ୍ସା ଓ ରକ୍ତ ସଂଗ୍ରହ କାର୍ଯ୍ଯ କୁ ପରିଚାଳନା କରିଥିଲେ l ସୋନପୁର ମନମୁଣ୍ଡା ସ୍ବଚ୍ଛ ଭାରତ ସଙ୍ଗଠନ, ମନମୁଣ୍ଡା ତ୍ରିରଙ୍ଗା କ୍ଲବ, ୟଙ୍ଗ ଷ୍ଟାର ଆସୋସିଏସନ୍, ଜୱାନ କ୍ଲବ, ଡ଼୍ରାଇଭର ଆସୋସିଏସନ୍ ପ୍ରମୁଖ ସ୍ୱେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା ଯୋଗ ଦେଇ ରକ୍ତ ଦାନ ସହ ସମସ୍ତ ସହଯୋଗ କରିଥିଲେ l ସମୁଦାୟ ୬୩  ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ଏଥି ମଧ୍ୟରୁ ତିନି ଜଣ ମହିଳା ସଲମା ଖାତୁନ, ମଲ୍ କାଏ ତବସୁମ, ଓ ସ୍ୱାଗତିକା ପାଣିଗ୍ରାହୀ ଓ ଷ୍ଟେଟ୍ ବ୍ୟାଙ୍କ ଶାଖା ମ୍ୟାନେଜର ଶ୍ରୀ ନାୟକ ଓ ସମସ୍ତ କର୍ମଚାରୀ ରକ୍ତ ଦାନ କରି ଯୁବ ପିଢୀ, ମହିଳା ଓ ସମଗ୍ର ସମାଜ ପାଇଁ  ପ୍ରେରଣା ପ୍ରଦାନ କରିଥିଲେ l ସାଇନିଙ୍ଗ ଷ୍ଟାର କ୍ଲବ ସଦସ୍ୟ ସୟଦ ରିଆଜୁଲ ଇସଲାମ, ଚିଣ୍ଟୁ ସେନାପତି ଙ୍କ ସମେତ ସମସ୍ତ କ୍ଲବ ର  ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like