-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଆନ୍ଦୋଳନକୁ ଓହ୍ଲାଇଲେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଓ ସଭ୍ୟ/ସଭ୍ୟା

24-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟରେ ଶାସନଗାଦି ବଦଳିଲା । ଲୋକଙ୍କୁ ବିକାଶର ସ୍ୱପ୍ନ ଦେଖାଗଲା । କିନ୍ତୁ ବଲାଙ୍ଗୀର ଭଳି ଆକାଂକ୍ଷୀ ଜିଲ୍ଲାରେ ବର୍ଷେହେଲା ବିକାଶ ଠପ୍ ହୋଇଯାଇଛି । କେବିକେ ଭଳି ଜିଲ୍ଲାରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷପଦ ଖାଲି ପଡିଛି । ତେଣୁ କୌଣସି ପ୍ରସ୍ତାବ ଅନୁମୋଦନ ହେଉନାହିଁ । ଠିକ ସେହିପରି ପଶ୍ଚିମଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ନିଯକ୍ତି ହେଉନାହିଁ କି ଅନୁଦାନ ଆସୁନାହିଁ । କେବିକେ ଅନୁଦାନ ମଧ୍ୟ ଗତ ଦୁଇବର୍ଷ ହେଲା ବଲାଙ୍ଗୀର ଜିଲ୍ଲାକୁ ଆସୁନାହିଁ । ସେପଟେ ଜିଲ୍ଲାପାଳ ନିର୍ବାଚିତ ପ୍ରତିନିଧିମାନଙ୍କ କଥା ଶୁଣୁନାହାଁନ୍ତି । ଏହି ସବୁ ଅଭିଯୋଗ ଉଠାଇ ଆଜି ବଲାଙ୍ଗୀର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁଙ୍କ ସହ ଅନ୍ୟ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଜିଲ୍ଲାର ସମସ୍ୟା ତଥା ଜିଲ୍ଲାପାଳଙ୍କ ଅଣଦେଖାକୁ ନେଇ ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ ଓ ମୁଖ୍ୟଶାସନ ସଚିବଙ୍କୁ ପାଖକୁ ଅଭିଯୋଗପତ୍ର ପଠାଇବା ପରେ ମଧ୍ୟ ସେପଟୁ କିଛି ଉତ୍ତର ନଆସିବାରୁ ଶେଷରେ ଆନ୍ଦୋଳନକୁ ଓହ୍ଲାଇଛୁ ବୋଲି ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଗଣମାଧ୍ୟମକୁ କହିଛନ୍ତି । ଆଜି ଦିନ ୧୦ଟାରୁ ଅଧ୍ୟକ୍ଷା ଦେବକୀ ସାହୁ ସମେତ ଅନ୍ୟାନ୍ୟ ବିଜେଡି ଜିଲ୍ଲାପରିଷଦ ସଭ୍ୟ/ସଭ୍ୟାମାନେ ଜିଲ୍ଲାପରିଷଦ କାର୍ଯ୍ୟାଳୟରେ ତାଲା ପକାଇ

ଧାରଣାରେ ବସିଛନ୍ତି । ଫଳରେ ଜିଲ୍ଲାପରିଷଦର ମୁଖ୍ୟ ନିର୍ବାହୀଅଧିକାରୀଙ୍କ ସହ ଅନ୍ୟାନ୍ୟ କର୍ମଚାରୀମାନେ କାର୍ଯ୍ୟାଳୟକୁ ଯାଇ ନପାରି ଫେରିଯାଇଥିବା ଦେଖାଯାଇଥିଲା । ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କେହି ମଧ୍ୟ ଆଲୋଚନାକୁ ଆସିନଥିବାରୁ କାର୍ଯ୍ୟାଳୟରେ ତାଲା ପଡିଛି ଓ ଜିଲ୍ଲାପରିଷଦମାନେ ଧାରଣାରେ ବସିରହିଛନ୍ତି । ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁ ଅଭିଯୋଗ କରିଛନ୍ତି ଯେ,ଗତ ଗୋଟିଏ ବର୍ଷରୁ ଅଧିକ ସମୟ ହେଲା ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ଖାଲି ପଡିଛି । ଫଳରେ ଜିଲ୍ଲାର

ଉନ୍ନୟନପ୍ରସ୍ତାବଗୁଡିକ ଅନୁମୋଦିତ ହେଉନାହିଁ । ସରକାରଙ୍କ ଅପାରଗତା କାରଣରୁ ବର୍ଷେହେଲା ଜିଲ୍ଲାର ବିକାଶ ଠପ୍ ହୋଇଯାଇଛି । ଜିଲ୍ଲାକୁ କେବିକେ ତଥା ଅନ୍ୟାନ୍ୟ ଯୋଜନା ରେ ଅନୁଦାନ ଆସୁନାହିଁ ସରକାର ନିଜେ ସମସ୍ୟା ସୃଷ୍ଟି କରିଚାଲିଛନ୍ତି ବୋଲି ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ଅଭିଯୋଗ କରିଛନ୍ତି ଓ ଏହି ସମସ୍ୟାର ସମାଧାନ ନହେଲେ ଆଗକୁ ଆହୁରି ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like