-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଶ୍ରୀଚୈତନ୍ୟ ସଂକିର୍ତ୍ତନ ମହାସଂଘ କଲ୍ୟାଣ ଟ୍ରଷ୍ଟ ପଞ୍ଜିକୃତ

24-Jun-2025



ବଲାଙ୍ଗିର- ବଲାଙ୍ଗିର ଜିଲ୍ଲା ବିଭିନ୍ନ ଗ୍ରାମର ୧୧୨ ଟି ସଂକିର୍ତ୍ତନ ଦଳ ଦୀର୍ଘ ଦିନ ହେଲା ତାଙ୍କ ମହାସଂଘର ଗୋଟିଏ କଲ୍ୟାଣ ଟ୍ରଷ୍ଟ ପଞ୍ଜିକୃତ କରି ସଂକିର୍ତ୍ତନ କଳାକୁ ଆଗେଇ ନେବା ପାଇଁ ଇଛାପ୍ରକାଶ କରିଥିଲେ। ସମାଜସେବୀ ଶ୍ରୀକର ମିଶ୍ରଙ୍କ ପ୍ରେରଣା ପାଇ ଏକ ୨୯ଜଣିଆ କାର୍ଯ୍ୟକାରୀ କମିଟୀ ଗଠନ କରାଯାଇଛି। ଏଥିରେ ସଭାପତି ଭାବରେ କୁଟେନପାଲି ଗ୍ରାମର ରାମଚନ୍ଦ୍ର ନନ୍ଦ, ଉପସଭାପତି ଭାବରେ ସିଲେଟପଡା ର ବରୁଣ ବାଗ, ସମ୍ପାଦକ ଗଇଁନ୍ତଲା ଗ୍ରାମର ପ୍ରେମଲାଲ ହରପାଲ, ସହସମ୍ପାଦକ ରିନବଚନର ମେଘନାଦ ବାରିକ ଓ କୋଷଧ୍ୟକ୍ଷ ଭାବରେ ଖଇରପାଲି ଗ୍ରାମର ବିଘ୍ନରାଜ ତାଣ୍ଡି ମନୋନୀତ ହୋଇଛନ୍ତି। ଆଜି ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟ କୁ ଯାଇ ଶ୍ରୀଚୈତନ୍ୟ ସଂକିର୍ତ୍ତନ ମହାସଂଘ କଲ୍ୟାଣ ଟ୍ରଷ୍ଟ ପଞ୍ଜିକୃତ କରିଛନ୍ତି। ଏହି ସମୟରେ ଉପରୋକ୍ତ କାର୍ଯ୍ୟକର୍ତ୍ତାଙ୍କ ସହ ଅନ୍ୟାନ୍ୟ ସଭ୍ୟ/ସଭ୍ୟା ଦିଲିପ ତାଣ୍ଡି, ମଦନ କୁମ୍ଭାର, ଗଜପତି ନନ୍ଦ, ଧର୍ମୁ କୁମ୍ଭାର, ସୀତାକାନ୍ତ ବାଗ, ସୁଶିଳା କୁମ୍ଭାର, ରିତା ତାଣ୍ଡି, ଶିବାନୀ ବୁଡେକ, ରୁକୁଣୀ ବାଗ, ବିକ୍ରମ ବାଗ, ସନ୍ତୋଷ ସୁନା, ଗୌରୀ ନନ୍ଦ, ଉମେଶ ଚନ୍ଦ୍ର ଭେସରା, ସୁରେନ୍ଦ୍ର ଛତ୍ରିଆ, ଯୋଗେଶ୍ୱର ବାରିକ, ପବିତ୍ର ନାଗ, ମନରଂଜନ କୁମ୍ଭାର, ତୁଫାନ ବାଗ, ଅଞ୍ଜନା ବାଗ, ସଞ୍ଜୁ ତାଣ୍ଡି, ହିରାଲାଲ ମହାନନ୍ଦ, ଉଦ୍ଧବ ବାରିକ, ହୃଷିକେଶ ବାରିକ, ଧନେଶ୍ୱର ଛତ୍ରିଆ ତଥା ଆନନ୍ଦ ବାରିକ ପଞ୍ଜିକୃତ ଦଲିଲରେ ସ୍ୱାକ୍ଷର କରିଥିଲେ। ଟ୍ରଷ୍ଟ ପଞ୍ଜିକୃତ ପରେ ସମସ୍ତେ ଶ୍ରୀ ମିଶ୍ରଙ୍କ ଆଶିର୍ବାଦ ନେଇଥିଲେ ଏବଂ ବଲାଙ୍ଗିର ଜିଲ୍ଲାରେ ସଂକିର୍ତ୍ତନକୁ ଅଶ୍ଲିଳମୁକ୍ତ କରି ଗୋଟିଏ ସୁସ୍ଥ ବାତାବରଣ ସୃଷ୍ଟିିକରିବା ପାଇଁ ଶପଥ ଗ୍ରହଣ କରିଥିଲେ। ପୁନଶ୍ଚ ମହାସଂଘର ଏହି ଟ୍ରଷ୍ଟ ତରଫରୁ ଗରିବ ମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like