-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ରାଜ୍ୟ

ଆଟଗାଁ ପଂଚାୟତ ରେ ତିନି ଦିନିଆ ସମର କ୍ୟାମ୍ପ

24-Jun-2025




ବଲାଙ୍ଗିର- ୱଇସିଡିଏ ବଲାଙ୍ଗିର ତରଫରୁ ଆଟଗାଁ ପଂଚାୟତ ରେ ତିନି ଦିନିଆ ସମର କ୍ୟାମ୍ପ ଆୟୋଜିତ କରାଯାଇଥିଲା । ଯେଉଁଥିରେ ପୁଇଁନ୍ତଲା ବ୍ଲକର ଛତାପିପଲ, ଭାଲେର, ଦଶପୁର, ମହିମୁଣ୍ଡା ଏବଂ ଆଟଗାଁ ପଂଚାୟତ ରୁ ଶିଶୁମାନେ ଆସି ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପିଲାମାନେ ତାଙ୍କ ସୃଜନଶୀଳତା କୁ ପରିପ୍ରକାଶ କିପରି କରିପାରିବେ ଏବଂ ତାଙ୍କର ମନୋରଞ୍ଜନ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇଥିଲା । ଦକ୍ଷତା ବୃଦ୍ଧି ଉପରେ ଅଧିବେଶନ, ଆର୍ଟ କ୍ରାଫ୍ଟ, କ୍ଲେ ମେକିଂ, ରୋଲ ପ୍ଲେ ଇତ୍ୟାଦି କାର୍ଯ୍ୟକ୍ରମ କରାଯାଇଥିଲା । ପ୍ରଥମ ଦିନରେ ପିଲାମାନଙ୍କ ସୃଜନଶୀଳତା କୁ ଧ୍ୟାନରେ ରଖି ବିଭିନ୍ନ ପ୍ରକାର ଆର୍ଟ କ୍ରାଫ୍ଟ କାର୍ଯ୍ୟକ୍ରମ କରାଯାଇଥିଲା ।

ପ୍ରୋଗ୍ରାମ ମ୍ୟାନେଜର ଜ୍ୟୋତି କୁମାର ରଥ ମୁଲ୍ୟବୋଧ ଏବଂ ନୈତିକତା ଉପରେ ଅଧିବେଶନ ପରିଚାଳନା କରିଥିଲେ ଯେଉଁଥିରେ ପିଲାମାନେ ଦୈନନ୍ଦିନ ଜୀବନରେ ମୁଲ୍ୟବୋଧ ଓ ନୈତିକତା ବୁଝିପାରିବେ । ଦ୍ୱିତୀୟ ଦିନରେ ପ୍ରୋଗ୍ରାମ ମ୍ୟାନେଜର ଗଣେଶ ସାହୁ ନେତୃତ୍ୱ ଶୈଳୀ ଉପରେ ଅଧିବେଶନ ପରିଚାଳନା କରିଥିଲେ । ଦଳରେ କାମ କରିବାର ଶୈଳୀ ଉପରେ ନିକିତା ଦାଶ ଶିଶୁ ମାନଙ୍କୁ ଖେଳ ଖେଳେଇ ଥିଲେ ।

ତୃତୀୟ ଦିନ ଶିଶୁ ନେତାମାନେ କିପରି ନିଜର ଅଂଚଳରେ ବିଭିନ୍ନ ସମସ୍ୟା କୁ ନେଇ ସମସ୍ୟାର ସମାଧାନ ଯୋଜନା କରି କାମ କରିବେ ସେହି ଉପରେ ଆନନ୍ଦିନୀ ରଥ ଅଧିବେଶନ ପରିଚାଳନା କରିଥିଲେ । ଏହା ସହିତ ଶିଶୁମାନେ ରଙ୍ଗୀନ କାଗଜ ବ୍ୟବହାର କରି ବିଭିନ୍ନ ପ୍ରକାର ସାମଗ୍ରୀ ତିଆରି କରିଥିଲେ । ଗୃପ ଡାନ୍ସ ସଙ୍ଗୀତ ଗାନ ଏବଂ ଡ୍ରାମା ଶିଶୁମାନଙ୍କ ଦ୍ୱାରା ପରିବେଷିତ ହୋଇଥିଲା । ଦେଶାଇ ଫାଉଣ୍ଡେସନ ଟ୍ରଷ୍ଟ ଏବଂ ଏସ୍‌.କେ.ଏନ୍ ମିଳିତ ସହଯୋଗ ରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ୱାଇସିଡିଏ ର ସମସ୍ତ ସଦସ୍ୟମାନେ କାର୍ଯ୍ୟକ୍ରମ ସଫଳ ହେବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like