-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ବିଧାନସଭାର ଗୃହ କମିଟି କଣ୍ଟାମାଳ ବ୍ଳକର ବିଭିନ୍ନ ସ୍ଥାନ ପରିଦର୍ଶନ

24-Jun-2025



କଣ୍ଟାମାଳ(ଜୟ କୁମାର ମହାରଣା): ଓଡ଼ିଶା ବିଧାନସଭାର ଗୃହ କମିଟୀ ସଦସ୍ୟଙ୍କ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ୍ ର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଗୃହ କମିଟୀର ଚ୍ୟାୟାରମେନ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଘଙ୍କ ନେତୃତ୍ୱରେ ଏକ ୯ ଜଣିଆ ଟିମକୁ ମନମୁଣ୍ଡା, ପଲସାଗୋରା, କଣ୍ଟାମାଳ ଆଦି ବିଭିନ୍ନ ସ୍ଥାନରେ ବିଜେପି କର୍ମୀଙ୍କ ତରଫରୁ ଭବ୍ୟ ସ୍ୱାଗତ କରିବା ସହ  ବିଭିନ୍ ପ୍ରସଙ୍ଗରେ ଆଲୋଚନା

କରିଥିଲେ   l  ପରେ ଘଣ୍ଟାପଡ଼ା ତେଲ ନଦୀ ଖଣ୍ଡିରେ ଥିବା ପର୍ଯ୍ୟଟନସ୍ଥଳ ମାନ୍ୟତା ମାଁ ସମଲେଶ୍ଵରୀଙ୍କ ଦର୍ଶନ କରିବାପରେ ସଚେତନ ନାଗରିକଙ୍କ ସହ ମନ୍ଦିରର ରକ୍ଷଣାବେକ୍ଷଣ, ପାଚେରୀ ନିର୍ମାଣ, ଏହାକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଓ ଦେଲ ନଦୀ ଖଣ୍ଡରେ ପଥର ସୋଲିଙ୍ଗ ଆଦି ବିଷୟରେ ଆଲୋଚନା କରିଥିଲେ।ପରେ ସିଧାସଳଖ ଉମା ପଞ୍ଚାୟତର ରେଘାମୁଣ୍ଡାସ୍ଥିତ ଧବଳେଶ୍ଵର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ ପରେ ପାହାଡ଼ରେ ଶୋଭା ପାଉଥିବା ଭାଇବୋହୁ-ଦେଢ଼ଶୁର ପର୍ଯ୍ୟଟନସ୍ଥଳ ପରିଦର୍ଶନ କରିଥିଲେ ଏବଂ ଏହାକୁ ଆହୁରି ଆକୃଷ୍ଟ କରିବାପାଇଁ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ଗୃହ କମିଟୀ ଟିମରେ ଚ୍ୟାୟାରମେନ ଶ୍ରୀ ବାଘଙ୍କ ସହ ସଦସ୍ୟ କଣ୍ଟାମାଳ ବିଧାୟକ କହ୍ନେଇଁ ଚ଼ରଣ ଡାଙ୍ଗ ,ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ଫୁଲବାଣୀ ବିଧାୟକ ଉମା ଚ଼ରଣ ମଲିକ, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ମୋହନା ବିଧାୟକ ଦାଶରଥି ଗମାଙ୍ଗୋ ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ପରିଦର୍ଶନ କରିଥିଲେ। ସେହିପରି ଜିଲ୍ଲା

ପ୍ରଶାସନ ତରଫରୁ ଉପଜିଲ୍ଲାପାଳ ପ୍ରବୀଣ ବାଣୁଆ ,ବ୍ଲକ ପ୍ରଶାସନ ପକ୍ଷରୁ ତହସିଲଦାର ଶ୍ରୀମତୀ ଶ୍ଵେତପଦ୍ମା ଯୋଶୀ, ଭାରପ୍ରାପ୍ତ ବିଡିଓ ତଥା ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ, ପିଡବ୍ଲୁଡିର କନିଷ୍ଟ ଯନ୍ତ୍ରୀ ରବିନ୍ଦ୍ର ଆଚାରୀ,ଘଣ୍ଟାପଡ଼ା ଥାନାଧିକାରୀ ମାଧବ ଚନ୍ଦ୍ର ଟାକ୍ରି ଓ ଅନ୍ୟାନ କର୍ମଚାରୀ ଉପସ୍ଥିତ ଥିଲେ। ବିଜେପି ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ପୂର୍ବତନ ମଣ୍ଡଳ ସଭାପତି ପିନାକଧର ରଣା, ଜିଲ୍ଲା ଉପସଭାପତି ଚିତ୍ତରଞ୍ଜନ ପାତ୍ର,ପୂର୍ବତନ ସଭାପତି ବିପ୍ରଚ଼ରଣ ମହାନ୍ତି, ଜିଲ୍ଲା ଯୁବସଭାପତି ଅଟଳ ପ୍ରଧାନ, ଘଣ୍ଟାପଡ଼ାମଣ୍ଡଳ ସଭାପତି ଗୋପୀନାଥ କଅଁର,ଜିଲ୍ଲା ପରିଷଦ ସଦସ୍ୟା ପଦ୍ମାଳୟା ପ୍ରଧାନ, ଆଦିବାସୀ ନେତା ଡମ୍ବରୁ କହଁର, ସତ୍ୟନାରାୟଣ ମାଝୀ ଆଦି ବହୁ ବିଜେପି କର୍ମୀ ଉପସ୍ଥିତ ରହିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like