-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ବିଧାନ ସଭା ଗୃହ କମିଟି କୁ ଭେଟି ଆଲୋଚନା କଲେ ଓ ଦାବୀ ପତ୍ର ପ୍ରଦାନ କଲେ ସୋନପୁର କଲେଜ ଆଲୁମିନୀ ଏସୋସିଏସନ* -

24-Jun-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା କୁ ବିଧାନସଭା ଗୃହ କମିଟି ଗସ୍ତ ଅବସରରେ ସୋନପୁର ମହାବିଦ୍ୟାଳୟ ଆଲୁମିନୀ ଆସୋସିଏସନ ପକ୍ଷରୁ କଲେଜ କୁ ସରକାରୀ ମାନ୍ୟତା ପ୍ରଦାନ ଦାବିରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଆସୋସିଏସନ ର ଉପ ସଭାପତି ଗତିକୃଷ୍ଣ ମିଶ୍ର ଙ୍କ ନେତୃତ୍ୱରେ ସଂପାଦକ ଭାରତ ଭୁଷଣ ଦାଶ, ରାମ ଶଙ୍କର ଭୋଇ, ସୁଧୀର କୁମାର ପଣ୍ଡା, ମିଡିଆ ସେଲର ରାଜ କିଶୋର ତ୍ରିପାଠୀ, ମହାଦେବ ମଲ୍ଲିକ, ସ୍ୱରୂପ ପାତ୍ର ପ୍ରମୁଖ ଏକ ପ୍ରତିନିଧି ଦଳ ଏ ନେଇ ସର୍କିଟ ହାଉସ ଠାରେ କମିଟିକୁ ଦାବୀପତ୍ର ପ୍ରଦାନ କରିଥିଲେ। ଗୃହ କମିଟି ସହ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମଧ୍ଯ ଉପସ୍ଥିତ ଥିଲେ ଏବଂ ସେ କଲେଜର ସମସ୍ୟା ବିଷୟ ନିଶ୍ଚୟ ଗୃହ କମିଟି କୁ ଜଣାଇବେ ବୋଲି କହିଥିଲେ। ପ୍ରକାଶ ଯୋଗ୍ୟ ଯେ ସୋନପୁର ମହାବିଦ୍ୟାଳୟ ୧୯୬୪ ମସିହାରୁ ସ୍ଥାପିତ ହୋଇଥିଲେ ସୁଦ୍ଧା ଅଦ୍ୟାବଧି ସରକାରୀ ମାନ୍ୟତା ପାଇ ପାରିନାହିଁ। ଜିଲ୍ଲାର ସର୍ବପୁରାତନ ସୋନପୁର ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦୃଷ୍ଟି ଆଢୁଆଳରେ  ରହିଯାଇଛି । ବର୍ତ୍ତମାନ ମହା ବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ପର୍ଯ୍ୟନ୍ତ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ମୋଟ ୨୩୦୦ ଜଣ ଛାତ୍ରୀ/ ଛାତ୍ର ଅଧ୍ୟୟନରତ ଅଛନ୍ତି । ମହାନଦୀ କୂଳସ୍ଥିତ ଏକ ସବୁଜିମା ମନୋରମ ପରିବେଶରେ ୧୯୬୪ ମସିହାରେ ସ୍ଥାପିତ ହୋଇ ମହାବିଦ୍ୟାଳୟଟି ଜିଲ୍ଲା ତଥା ପଡ଼ୋଶୀ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ନିରନ୍ତର ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଆସୁଅଛି ।  ଅନେକ ପ୍ରଶାସନିକ ଅଧିକାରୀ, ବୈଜ୍ଞାନିକ, ଡାକ୍ତର,  ଯନ୍ତ୍ରୀ, ଲୋକ ପ୍ରତିନିଧି ଓ ମେଧାବୀ ସୃଷ୍ଟି ସହ କ୍ରୀଡ଼ା,କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ମଧ୍ୟ ପ୍ରତିଭା ସୃଷ୍ଟି କରି ଓ ଭଲ ମଣିଷ ଗଢ଼ି ରାଜ୍ୟ ତଥା ଦେଶ ରେ ଖ୍ୟାତି ଲାଭ କରିଛି ସୋନପୁର କଲେଜ l  ପ୍ରକାଶ ଥାଉ କି ଯେ ୨୦୧୬ ମସିହା “ ରାଷ୍ଟ୍ରିୟ ମୂଲ୍ୟାଙ୍କନ ଏବଂ ପ୍ରତ୍ୟାୟନ ପରିଷଦ” ଅନୁସାରେ ମହାବିଦ୍ୟାଳୟଟି ବି ଗ୍ରେଡ଼୍ ମାନ୍ୟତା ଲାଭ କରିଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like