-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

■ କେନ୍ଦୁକାଠ ଓ ଟ୍ରାକ୍ଟର ଜବତ, ଜଣେ ଗିରଫ

24-Jun-2025



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ): ବଲାଙ୍ଗୀର ବନଖଣ୍ଡ ଖପ୍ରାଖୋଲ ବନାଞ୍ଚଳରେ ଚଳିତ ବର୍ଷ ଅନେକ କାଠଜବତ କରାଯାଇଛି ଏବଂ ମୁଖ୍ୟ ମାଫିଆକୁ ଧରିବାରେ ବିଫଳ ରହୁଥିବା ଦେଖିବାକୁ ମିଳିଥିବା ବେଳେ ଗତକାଲି ରାତିରେ ପୁଣି ଏକ ଟ୍ରାକ୍ଟର ଜବତ କରି ଜଣେ ମାଫିଆକୁ ଗିରଫ କରିଥିବା ଜଣାପଡିଛି।

  ସୂଚନା ଅନୁସାରେ ହରିଶଙ୍କର ବନାଞ୍ଚଳ ହରିଶଙ୍କର ସେକ୍ସନ ତୁର୍ଲା ଗାଁ ରୁ କେନ୍ଦୁକାଠ ଚୋରାଚାଲାଣ ହେବାର ଖବର ପାଇ ହରିଶଙ୍କର ରେଞ୍ଜର ଅରବିନ୍ଦ ନାଏକଙ୍କ ନେତୃତ୍ୱରେ ଖପ୍ରାଖୋଲ ବନପାଳ ସୁଧୀର ଜେନା, ହରିଶଙ୍କର ବନପାଳ ରଞ୍ଜିତ କୁମ୍ଭାର, ରେଙ୍ଗାଲି ବନପାଳ, ଖପ୍ରାଖୋଲ ଫରେଷ୍ଟ ଗାର୍ଡ ଏକ ଟିମ ଗଠନ କରି ୨୩:୦୬:୨୦୨୫ ସୋମବାର ରାତିରେ ତୁର୍ଲା ଗାଁ ରେ ଚଢ଼ାଉ କରିଥିଲେ  ଏବଂ ଏକ କେନ୍ଦୁ ବୋଝେଇ ଟ୍ରାକ୍ଟର ଜବତ କରି ଉକ୍ତ ଗ୍ରାମର ମଣିଲାଲ ଛତରକୁ ଗିରଫ କରି କେଶ ନମ୍ବର ୧୨୭/୨୫-୨୬ ଏକ ମାମଲା ରୁଜୁ କରି ମଙ୍ଗଳବାର ଦିନ ଆସାମୀକୁ ପାଟଣାଗଡ଼ କୋର୍ଟ ଚାଲାଣ କରିଥିବା ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକ ସୂଚନା ଦେଇଛନ୍ତି। ଏହି କାଠମାଫିଆ ସତରେ ଏକା ଏଭଳି କରୁଥିଲା ନାଁ ଏହା ପଛରେ ଅନ୍ୟ କେହି ଜଡିତ ଅଛି ତାହା ସନ୍ଦେହ ଘେରରେ l ଖପ୍ରାଖୋଲ ଅଞ୍ଚଳରେ ଧୀରେଧୀରେ ଜଙ୍ଗଲ ହ୍ରାସ ପାଇବାରେ ଲାଗିଛି ସେଥିପାଇଁ ବନବିଭାଗ ତତ୍ପର ହୋଇ ମୁଖ୍ୟମାଫିଆ ମାନଙ୍କୁ ଗିରଫ କରନ୍ତୁ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like