-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ, ଗୋଟିଏ ଶ୍ରେଣୀ ଗୃହ ରେ ପଢୁଛନ୍ତି ଦୁଇଟି ଶ୍ରେଣୀର ଛାତ୍ରଛାତ୍ରୀ

24-Jun-2025



ଲୋଇସିଂହା, (ବିନୋଦ ଦୀପ) ସ୍କୁଲରେ ନାଁ ଆବଶ୍ୟକୀୟ ଶିକ୍ଷକ ଅଛନ୍ତି ନା ଆବଶ୍ୟକ ଶ୍ରେଣୀଗୃହ । ଅବ୍ୟବସ୍ଥାରେ ଚାଲିଛି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ା ।  ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଉପାନ୍ତ ରେ ଥିବା ତାଳଜୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଅବସ୍ଥା ଏପରି । ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଆବଶ୍ୟକ ଶ୍ରେଣୀଗୃହ, ଶିକ୍ଷକ ଓ ଡିଜିଟାଲ ଶ୍ରେଣୀ ଗୃହ ନିର୍ମାଣ କରାଯାଉଛି ବୋଲି ଡିମ ଡିମ ପିଟୁଛନ୍ତି । ମାତ୍ର ତାଳଜୁରୀ ସରକାରୀ ଉଚ୍ଚ ପ୍ରାଥମିକ  ବିଦ୍ୟାଳୟରେ ଆବଶ୍ୟକୀୟ ଶିକ୍ଷକ ଓ ଶିକ୍ଷୟତ୍ରୀ ନଥିବା ବେଳେ ଆବଶ୍ୟକୀୟ ଶ୍ରେଣୀଗୃହ ଅଭାବ ରୁ ଗୋଟିଏ ଶ୍ରେଣୀ ଗୃହ ରେ ଦୁଇଟି ଶ୍ରେଣୀ ର ଛାତ୍ରଛାତ୍ରୀ ପଢୁଛନ୍ତି । ଯାହାଫଳରେ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କୁ ବହୁତ ଅସୁବିଧା ର ସମ୍ମୁଖୀନ ହେବାକୁ ପଡୁଛି।ଏଭଳି ଅବ୍ୟବସ୍ଥା ନେଇ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ ଠାରେ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ତାଳଜୁରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ରେ ପ୍ରଥମ ରୁ ଅଷ୍ଟମ  ଶ୍ରେଣୀରେ ପ୍ରାୟ ୧୫୧ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି ।

ସ୍କୁଲ ରେ ବର୍ତମାନ ୧୦ ଜଣ ଶିକ୍ଷକ ଥିଲେ ମଧ୍ୟ ପାଞ୍ଚ ଜଣ ଶିକ୍ଷକ ଡେପୁଟେସନ ରେ ଯାଇ ବର୍ଷ ବର୍ଷ ଧରି ଅନ୍ୟ ସ୍କୁଲ ରେ ପାଠ ପଢ଼ାଉଛନ୍ତି।ସ୍କୁଲ ର ପ୍ରଧାନ ଶିକ୍ଷକ ସରକାରୀ କାମ ରେ ବ୍ୟସ୍ତ ରହୁଛନ୍ତି। ଫଳରେ ୪ ଜଣ ଶିକ୍ଷକ ରେ ପାଠ ପଢେଇବା ଅସମ୍ଭବ ହୋଇପଡୁଛି। ପୁଣି ତାଳଜୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଓ ଶ୍ରେଣୀ ଗୃହ ର ଅଭାବ ରୁ ଗୋଟିଏ ଶ୍ରେଣୀ ଗୃହ ରେ ୨ ଟି ଲେଖାଏଁ କ୍ଲାସ ହେଉଥିବା ବେଳେ ୨ ଟି କ୍ଲାସ ରେ ଜଣେ ଶିକ୍ଷକ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଉଥିବା ନେଇ ବିଦ୍ୟାଳୟ କମିଟି ତରଫରୁ ବିଇଓ ଙ୍କ ଠାରେ ଲିଖିତ ଅଭିଯୋଗ ହୋଇଛି। ବିଇଓ ଙ୍କ ଅନୁପସ୍ଥିତ ରେ ଏବିଇଓ ଟଙ୍କଧର ଭୋଇ ବିଦ୍ୟାଳୟ କମିଟି ର ସଦସ୍ୟ ଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସରକାର ଙ୍କ ଗାଇଡ଼ ଲାଇନ ଅନୁଯାୟୀ ଯଥାଶୀଘ୍ର ସମସ୍ୟା ର ସମାଧାନ କରାଯିବ ବୋଲି କହିଥିଲେ।


News Comment




Photo in News

Advertisment
Lastest News
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like