-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ବନ୍ଧ ରେ ପାହାଚ ନିର୍ମାଣ ପାଇଁ ଦଳିତ ପଡାବାସୀ ଙ୍କ ଜନ ଶୁଣାଣୀ ଶିବିର ରେ ଅଭିଯୋଗ

25-Jun-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ସଭାଗୃହ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା  l ଏହି ଶିବିର ରେ ଗ୍ରାମ ର ଦଳିତ୍ ବସ୍ତି ର ମହିଳା ଓ ପୁରୁଷ ମାନେ ଗାଧୋଇବା ପାଇଁ ପାହାଚ ନିର୍ମାଣ ପାଇଁ ଲିଖିତ ଅଭିଯୋଗ କରିଥିଲେ ।ସୂଚନା ଥାଉ କି ଖଜୁରୀ କଣ୍ଟା ରେ ଉଭୟ ପୁରୁଷ ମହିଳା ଙ୍କ ପାଇଁ ଗୋଟିଏ ଘାଟ ବହୁ ଦିନରୁ ରହିଆସିଛି l ଉଭୟ ପୁରୁଷ ଓ ମହିଳା ମାନଙ୍କ ପାଇଁ ଗୋଟିଏ ଘାଟ ଥିବାରୁ ତାଙ୍କୁ ଗାଧୋଇବାରେ ବହୁତ ଅସୁବିଧା ହେଉଛି। ଘାଟରେ ମହିଳା ଗାଧୋଉଥିଲେ ପୁରୁଷଙ୍କୁ ଘଣ୍ଟା ଘଣ୍ଟା ଛିଡ଼ା ହେବାକୁ ପଡୁଛି l ଫଳରେ ଅସୁବିଧା ର ସମ୍ଭୁଖିନ ହେବାକୁ ପଡୁଛି ବୋଲି ୱାର୍ଡ ସଭ୍ୟ ପ୍ରଶାନ୍ତ ବାଗ ଓ ମହିଳା ମାନେ ଅଭିଯୋଗ କରିଛନ୍ତି l ଏ ବିଷୟରେ ବାରମ୍ବାର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବଳରାମ ଧରୁଆ ଙ୍କୁ ଲିଖିତ ଅଭିଯୋଗ କରିଥିଲେ କିଛି ସୁଫଳ ମିଳି ନଥିବା ପଡା ବାସି ଅଭିଯୋଗ କରିଛନ୍ତି। କାର୍ଯ୍ୟନିର୍ବାହୀ ଅଧିକାରୀ ତାଙ୍କୁ ଅଣଦେଖା କରୁଥିବାର ସେମାନେ ଅଭିଯୋଗ କରିଛନ୍ତି। ସରପଞ୍ଚ ଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କିଛି କାମ ହୋଇନାହିଁ l

ପଡା ର ମହିଳା ଓ ପୁରୁଷ ମାନେ ପି ଇ ଓ ଙ୍କ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି l ଏ ନେଇ ଦଳିତ ପଡା ର  ବିତ୍ରଲେଖା ସୁନା , ବଣ୍ଟି ଦୀପ , ସୁକେଶିନି ବାଗ , ଲୋଚନ। ସୁନା , କମଳା ସୁନା , ସେବତୀ ନନ୍ଦ , ଶିବ ସୁନା , ଶାନ୍ତନୁ ନନ୍ଦ , ବେଲାର ବାରିକ , କବିରାଜ ବାରିକ ପ୍ରମୁଖ ନୂତନ ଗାଧୁଆ ଘାଟ ନିର୍ମାଣ ପାଇଁ ଦାବି କରିଛନ୍ତି । ନଚେତ୍ ଆଗାମୀ ଦିନରେ ବ୍ଲକ ସମ୍ବୁଖ ରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି । ସେହିପରି ଗାଈ ଗୁହାଳ ନିର୍ମାଣ କରିଥିଲେ ହେ 2022 -2023 ର ବିଲ ପାଇବାରୁ ବଞ୍ଚିତ ହୋଇଥିବା ଗ୍ରାମ ର ଭୂମି ସାହୁ , ବାସ ପୁଟେଲ , ଜୟକୁମାରି ସାହୁ , ଲକ୍ଷ୍ମୀ ସାହୁ ଅଭିଯୋଗ କରି ଛନ୍ତି । ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ  ବିଲ ପାଇ ପାରୁ ନାହିଁ ବୋଲି କହିବା ସହିତ ସେମାନେ ଲିଖିତ ଅଭିଯୋଗ କରିଥିବା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like