-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ବରୀରେ ଜଣ୍ଡିସ ଭୟ: ୬୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ

25-Jun-2025



ଜଣଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗର ଚେତା ପଶିଲା

ବରୀ(ରଞ୍ଜିତ ମହାନ୍ତି) ଯାଜପୁର ଜିଲ୍ଲାରେ ଡାଇରିଆ ଭୟ ସମ୍ପୂର୍ଣ୍ଣ ଯାଇନି | ଏବେ ଜଣ୍ଡିସ ଭୟ ଘାରିଲାଣି| ବରୀ ବ୍ଲକ ଅଧୀନସ୍ଥ ବୋଦୁଅ । ପଞ୍ଚାଯତ ୧୬ ନମ୍ବର ୱାର୍ଡ ଦଳିତ ସାହିରେ ଜଣ୍ଡିସରେ ଜଣେ ମୃତ୍ର ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । କିଛିଦିନ ତଳେ ଗାଁର ଭୀମସେନ ମଲ୍ଲିକଙ୍କ ୧୨ ବର୍ଷର ଝିଅ ତୁଳସୀ ମଲ୍ଲିକ ଜଣ୍ଡିସ୍‌ରେଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି | ତୁଳସୀଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ପରିବାର ଲୋକ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ | ସେଠାରେ ତାଙ୍କୁ ଜଣ୍ଡିସ ହୋଇଥିବା
ଜଣାପଡ଼ିବା ପରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲ ଓ ପରେ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଖବର ଅନୁଯାୟୀ ବୋଦୁଅର ସେହି ୧୬ ନମ୍ବର ୱାର୍ଡର ଦଳିତସାହିରେ ୬୦ରୁ ଅଧ‌ିକ ଜଣ୍ଡିସ୍ ଆକ୍ରାନ୍ତ ଥିବା ଅନୁମାନ କରାଯାଉଛି I କାରଣ ପ୍ରତିଦିନ ବହୁ ସଂଖ୍ୟକ ବ୍ୟକ୍ତି ଦେଶୀ ଝଡ଼ା ଫୁଙ୍କା କରାଉଥିବା ଖବର ମିଳିଥିଲା | ଉକ୍ତ ଖବର ପାଇ ବରୀ ବ୍ଳକର ଏବିଡିଓ ମହେଶ୍ବର ସେଠୀ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଟିମ ସହିତ ପହଞ୍ଚି ରକ୍ତ ଓ ଜଳ ନମୁନା ସଂଗ୍ରହ କରି ପରୀକ୍ଷଣ ପାଇଁ ପଠାଇବା ସହିତ ସଚେତନ କରାଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like