-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

*ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତ୍ତି*- *୧୪ ଜୁଲାଇ ରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ*-

25-Jun-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ସୁବର୍ଣ୍ଣପୁର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରିଥିଲେI ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର  ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ଯଦି ରାଜ୍ୟ ସରକାର ଆଗାମୀ ୧୫ ଦିନ ମଧ୍ୟରେ ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ସଂଘ ଆଗାମୀ ଜୁଲାଇ ୦୭ ତାରିଖ ଠାରୁ ଜୁଲାଇ ୧୧ ତାରିଖ ଯାଏଁ କଳା ବ୍ୟାଜ୍ ପରିଧାନ କରିବ | ଏବଂ ତା ସତ୍ଵେ ଯଦି ରାଜ୍ୟ ସରକାର ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତେବେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ ସହଦେବ ମେହେର, କାର୍ଯ୍ୟକାରୀ ସଭାପତି ଶିତେଶ ପୂଜାହାରୀ,ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଥିଲେ | ଏହି ଅବସରରେ ଜିଲ୍ଲା ସଭାପତୀ ଜ୍ୟୋତୀ ରଞ୍ଜନ ଦାନୀ, କୋଷାଧ୍ୟକ୍ଷ ଜିତେନ୍ଦ୍ରିୟ ଦୀପ, ଯୁଗ୍ମ ସମ୍ପାଦକ ପ୍ରେମାନନ୍ଦ କୁଅଁର, ମୁଖ୍ୟ ଉପଦେଷ୍ଟା ଅଶୋକ କୁମାର ମିଶ୍ର, ଜିଲ୍ଲା କାର୍ଯ୍ୟପରିଷଦ ସଭ୍ୟ ଶିବଦତ୍ତ ଦାସ, ଦୁଖୀଶ୍ୟାମ ସେଠୀ, ସଞ୍ଜୁକ୍ତା କାଣ୍ଡ, ମଛିନ୍ଦ୍ର ସୁନା, ଶିବାନନ୍ଦ ବାଘ, ବିରେନ୍ଦ୍ର ରଥ, ନିମାଇ ଚରଣ ବେହେରା,ଛନ୍ଦାଚରଣ ମିଶ୍ର, ଗୋବିନ୍ଦ ଚନ୍ଦ୍ର ବଢେଇ, ଜ୍ୟୋତ୍ସ୍ନାରାଣୀ ମେହେର, ନିଶିକାନ୍ତ ଦୋରା, ସ୍ଵପ୍ନା ଦୋରା, ରୀତା ଶତପଥୀ, ମମତା ଦୀପ, ମୋନାଲିଶା ନାୟକ, ସୁରେଶ ଶର୍ମା, ରବୀନ୍ଦ୍ର ଶତପଥୀ, ଜୟଦ୍ରଥ ଜଗଦଲା, ରମେଶ ନାଗ, କପିଳ ତ୍ରିପାଠୀ, ସ୍ଵରୂପ ରଞ୍ଜନ ପୂଜହାରୀ, ବିଶ୍ଵରଞ୍ଜନ ମହାପାତ୍ର, ଦିନେଶ ମିଶ୍ର, ମିନି ପଣ୍ଡା, ଅରବିନ୍ଦ ବାରିକ,ଜିତେନ୍ଦ୍ରିୟ ପାଠୀ, ସୂର୍ଯ୍ୟନାରାୟଣ ପୁରୋହିତ, ବାବୁଲାଲ ଦାସ, କଲ୍ୟାଣୀ ନାଗ, ପୀତବାସ ମେହେର, ମେଘନାଦ ମନହିରା, ନିତୁରାଣୀ ମେହେର, ପ୍ରତିଭାରାଣୀ ବାରିକ, ବାଳକୃଷ୍ଣ ଭୋଇ, ଦେୱାନ ପୁଟୁଲିଆ,  ପ୍ରମୁଖଙ୍କ ସହ ଜିଲ୍ଲାର ସମସ୍ତ କାର୍ଯ୍ୟ।ଳୟ ଅମଲା, ଉପବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like