-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକଙ୍କ ପରଲୋକ

25-Jun-2025



ବିନିକା(ହିମାଂଶୁ ଶେଖର) ବିନିକା ବ୍ଲକ ଶଙ୍କରା ଗ୍ରାମ ତଥା ଶଙ୍କରା ପଞ୍ଚାୟତର ଯୋଗାଣ ସହାୟକ ପ୍ରଜ୍ଞାନଦ କର୍ଣ୍ଣ (୪୦) ଯକୃତ ଜନିତ ରୋଗରେ ପୀଡ଼ିତ ହୋଇ ଗତକାଲି ପରଲୋକ ହୋଇଯାଇଛି l ପ୍ରଜ୍ଞା କିଛି ଦିନ ତଳେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ ପ୍ରଥମେ ସମ୍ବଲପୁର ଓ ପରେ ଭୁବନେଶ୍ବର ଏଏମ୍ସ ହସ୍ପିଟାଲରେ ଭର୍ତ୍ତି କରିଥିଲେ l ସେଠାରୁ ତାଙ୍କୁ ୱାଲ୍ଟିୟର ନେବା ବେଳେ ପରଲୋକ ହୋଇଯାଇଛି l ସ୍ଵର୍ଗତ ପ୍ରଜ୍ଞାଙ୍କ ମରଶରୀର ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା l ସ୍ଥାନୀୟ ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ତାଙ୍କ ବାପା ସୌମିତ୍ରୀ ମୁଖାଗ୍ନୀ ଦେଇଥିଲେ l ଶେଷ ସମୟରେ ତାଙ୍କ ପତ୍ନୀ, ଝିଅ,ପିତାଙ୍କ ସମେତ ପରିବାର ଓ ବନ୍ଧୁବର୍ଗ ଉପସ୍ଥିତ ଥିଲେ l ତାଙ୍କ ମୃତ୍ୟୁରେ ପରିଚିତ ମହଲରେ ଶୋକର ଛାୟା ଖେଳିଯାଇଛି l ଖବର ପାଇ ସରପଞ୍ଚ ଅଶୋକ ପୃଷ୍ଟି ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା ସହ ଶୋକ ସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026

You Might Also Like