-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ବୋର୍ଡ ସାର୍ଟିଫିକେଟ ବଣ୍ଟନ

25-Jun-2025



ଡୁଙ୍ଗୁରିପାଲି, ତା.୨୫/୬(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ୨୦୨୪-୨୫ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ବୋର୍ଡ ସାର୍ଟିଫିକେଟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।   ସଭାରେ ଶିକ୍ଷାବିତ୍ ତଥା ମାୟା ବର୍ହା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପରିଚାଳନା କମିଟିର ସକ୍ରିୟ ସଦସ୍ୟ  ଭକ୍ତ ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବିଦ୍ୟାଳୟ ଶିକ୍ଷା ଜୀବନର ଅମୂଲ୍ୟ ସ୍ମୃତି ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଜୀବନରେ ସ୍କୁଲ ଶିକ୍ଷାର ମହତ୍ତ୍ଵ ଅତି ଅଧିକ ବୋଲି ମତ  ପ୍ରଦାନ କରିଥିଲେ।
 ସଭାର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀ ସିମି ନାୟକ, କରିସ୍ମା,ଅନୀମା , ଅନୁପମା କାଣ୍ଡ  ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ।

ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଜନାନିକା ନାୟକ , ଅର୍ଚ୍ଚିତା ପ୍ରଧାନ, ରେଖା ବଗର୍ତ୍ତୀ, ଆଭା ସାହୁ  ନିଜ ନିଜ ମତ ପ୍ରଦାନ    କରିଥିବାବେଳେ ଖେଳ ଶିକ୍ଷକ   ଚିନ୍ମୟ ଦାସ ଧନ୍ୟବାଦ୍ ପ୍ରଦାନ କରିଥିଲେ ।  କାର୍ଯକ୍ରମକୁ ନନ୍ଦିଘୋଷ ବାରିକ,ରାଜୁ ମେହେର, କିରଣ କୁମାର ପଟେଲ,ସ୍ନିଗ୍ଧା ପ୍ରଧାନ, ସଞ୍ଜୀବ ପୂଜାରୀ,  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ବିକାଶ, କିଶୋର ପଟେଲ,   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like