-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଭାଷଣ ରେ ନୁହେଁ , ଆଚରଣ ରେ ମହିଳା ମାନଙ୍କୁ ସମ୍ମାନ ଦିଅ [ମହିଲା ବିରୋଧୀ ହିଂସା ସାମାଜିକ ନୈତିକତା ର ପ୍ରତିବନ୍ଧକ]

25-Jun-2025



ଅତାବିରା(ଆକାଶ ମିଶ୍ର): ମହିଳା ମାନଙ୍କ ପ୍ରତି ହିଂସା ଆଚରଣ ବିରୁଦ୍ଧରେ ସ୍ୱରଉତ୍ତୋଳନ କଲେ  ଛାତ୍ରଛାତ୍ରୀ ।ଗୋପାଳପୁରରେ ଜଣେ  ଛାତ୍ରୀ ପ୍ରତି ହୋଇଥିବା ଗଣଦୁଷ୍କର୍ମର ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବ ପରେ ତାର  ପ୍ରତିବାଦରେ ଆଜି ଅତାବିରା ମହାବିଦ୍ୟାଳୟରେ  ଛାତ୍ରଛାତ୍ରୀ ମାନେ  କଳା ଫିତା  ବାନ୍ଧି ଏକ ଜନସଚେତନତା ରାଲିରେ ରାସ୍ତାକୁ ଓହ୍ଲାଇ ଥିଲେ ।  ଗଣଦୁଷ୍କର୍ମ ରେ ସାମିଲ ଥିବା ବ୍ୟକ୍ତି ଙ୍କୁ ଫାଶୀ ମିଳୁ, ଛାତ୍ରୀଙ୍କୁ ନ୍ୟାୟ ମିଳୁ ବୋଲି  ନlରା ଦେଇ ଥିଲେ । ନାରୀ ର ସୁରକ୍ଷା  ସମସ୍ତଙ୍କ  ଦାୟିତ୍ଵ ହେବା ଉଚିତ୍  ବୋଲି ସେମାନେ  ଜନ ସାଧାରଣଙ୍କୁ ସଚେତନ କରିଥିଲେ। ମହିଳା ବିରୋଧୀ ହିଂସା  ବିରୁଦ୍ଧରେ ଆମ ସମ୍ବିଧାନରେ ଅନେକ ନୀତିନିୟମ  ପ୍ରଣୟନ ହୋଇଥିଲେ ସୁଦ୍ଧା  ଦେଶ ସ୍ବାଧୀନତାର  ଦୀର୍ଘ ବର୍ଷ ପରେ ବି ମହିଳା ମାନେ ସୁରକ୍ଷିତ ନୁହନ୍ତି । ପ୍ରତିଦିନ ମହିଳାଙ୍କ ସହ ଗଣଦୁଷ୍କର୍ମ , ନିର୍ଯାତନା, ହତ୍ୟା ଆଦି ଘଟଣା କୋଣଅନୁକୋଣରେ ଘଟି ଚାଲିଛି । ସମଗ୍ର ପୃଥିବୀରେ ମହିଳାମାନେ ସମ୍ମୁଖୀନ ହେଉଥିବା ହିଂସା ସମ୍ପର୍କରେ ସଚେତନା ସୃଷ୍ଟି କରିବା ଏବଂ ତାହାକୁ ଶେଷ କରିବା ପାଇଁ ଉପାୟ ଖୋଜିବା ସହ ହିଂସା ଭୋଗୁଥିବା ଲୋକଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ    ଆନ୍ତର୍ଜାତିକ ମହିଳା ବିରୋଧୀ ହିଂସା ନିବାରଣ ଦିବସ ପାଳନ କରାଯାଉଛି । ତଥାପି ହିଂସା କମୁନାହି,ଦିନକୁ ଦିନ ବଢି ଚାଲିଛି । ଗତ ୧୫ ତାରିଖରେ  ରଜ ସମୟରେ  ପୁରୁଷ ବନ୍ଧୁ ଙ୍କ ସହ ଜଣେ ଛାତ୍ରୀ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଯାଇଥିବା ସମୟରେ   ତା ସହ ଗଣଦୁଷ୍କର୍ମ କରାଯାଇଥିବା  ଘଟଣା  ଆଜି ସବୁଆଡେ ଚର୍ଚ୍ଚା ଚାଲିଛି । ବଡ  ପରିତାପ ର ବିଷୟ ଯେ ସେଥିରେ ପୁଣି ନାବାଳକ ମାନେ ମଧ୍ୟ ସଂଶ୍ଳିଷ୍ଟ ଅଛନ୍ତି ।
ସାରା ବିଶ୍ବରେ ମହିଳାମାନଙ୍କ ପ୍ରତି ହେଉଥିବା ଅତ୍ୟାଚାର ଏକ ବଡ଼ ସମସ୍ୟା। ଘରୋଇ ହିଂସା ଅବା ଯୌନ ହିଂସା ଅବା ହତ୍ୟା, ସବୁଠି ମହିଳାମାନେ ଉତ୍ପୀଡ଼ନ ଓ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ୧୯୭୯ ମସିହାରେ ମିଳିତ ଜାତିସଂଘର ସାଧାରଣ ପରିଷଦରେ ମହିଳାଙ୍କ ପ୍ରତି ସମସ୍ତ ପ୍ରକାର ବୈଷମ୍ୟ ଦୂରୀକରଣ ଚୁକ୍ତି ଗୃହୀତ ହୋଇଥିଲା। ତଥାପି ମହିଳାମାନଙ୍କ ପ୍ରତି ହିଂସା  କେତେ ଦୂର ଯଥାର୍ଥ ? 
 ତେଣୁ ଆଜି  ଛାତ୍ର ଛାତ୍ରୀ ମାନେ ଏହା କୁ ବିରୋଧ କରି ମହିଳା ଙ୍କ ସୁରକ୍ଷା  ପାଇଁ  ନାରା ଦେଇଥିଲେ ।ଏହି ସଚେତନ ରାଳି ରେ ଏନ୍ ଏ  ସି ବିଜେଡି ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡା, ଟଙ୍କ, କୃଷ୍ନ, ଏକାଦଶିଆ, ସନାତନ, ମନୋଜ ,ଶଙ୍କର, ପ୍ରଦୀପ, ଅମିତ୍ ଆଦି ବିଜେଡି କର୍ମୀ  ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like