-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

୧୮ ବର୍ଷ ରୁ କମ୍ ଓଡ଼ିଶା କୱାଡି ଟିମ ରେ ସୁବର୍ଣ୍ଣପୁର ଝିଅ ସିରିନ୍ ପାତ୍ର* - ସର୍ବ ଭାରତୀୟ କ୍ରୀଡା ରେ ଭାଗ ନେବେ ସିରିନ -

26-Jun-2025



ସୋନପୁର - (ମନୋରଞ୍ଜନ ତ୍ରିପାଠୀ)
୧୮ ବର୍ଷ ରୁ କମ୍ ପ୍ରଥମ ଅଲ୍ ଇଣ୍ଡିଆ କୱାଡ଼ି ପ୍ରତିଯୋଗୀତା କୁ ସୁବର୍ଣ୍ଣପୁର ଜିଲ୍ଲାର ଝିଅ ସିରୀନ ପାତ୍ର ପ୍ରଥମ ଥର ମନୋନୀତ ହୋଇଥିବା ବେଳେ ତାଙ୍କୁ ଜିଲ୍ଲା ପ୍ରଶାସନ ଓ କ୍ରୀଡ଼ା ସଂଘ ପକ୍ଷରୁ ଶୁଭେଚ୍ଛା ସୁଅ ଛୁଟିଛି l ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜି ଗାଁ ର ପିତା ଇୟାଦ ପାତ୍ର ଓ ମାତା ପଦ୍ମା ପାତ୍ର ଙ୍କ ସୁକନ୍ୟା ଅଟନ୍ତି ସିରିନ l ଚଳିତ ମାସ କଟକ ବାରବାଟୀ ରେ ଅଠର ବର୍ଷ ରୁ କମ୍ ବାଳିକା ସିଲେକ୍ସନ୍ ଟ୍ରାଏଲ ରେ ରାଜ୍ୟ ର ସମସ୍ତ ଜିଲ୍ଲା ରୁ ଚାରି ଜଣ ଲେଖାଏଁ ବାଳିକା ସମୁଦାୟ ୧୨୦ ଜଣ ଏହି କାୱାଡ଼ି ପ୍ରତିଯୋଗୀତା ରେ ଭାଗ ନେଇ ଥିବା ବେଳେ ଏଥିରୁ ପ୍ରଥମେ ଓଡ଼ିଶା ର ୨୪ ଜଣ ମନୋନୀତ ହୋଇଥିବା ଜଣା ଯାଇଛି l ଏହି ୨୪ ଜଣ ରୁ ଅଲ୍ ଇଣ୍ଡିଆ କୱାଡି ପାଇଁ ପୁଣି ୧୪ ଜଣ ବାଳିକା ମନୋନୀତ ହୋଇଥିବା ଓ ଓଡ଼ିଶା କୱାଡି ବାଳିକା ଟିମ ମ୍ୟାନେଜର ପୂଜା ଲାକ୍ରା ଓ କୋଚ୍ ହରିପ୍ରୀୟା ମହାପାତ୍ର ଙ୍କ ନେତୃତ୍ଵ ରେ ଏ ୧୪ ଜଣ ବାଳିକା ଉତ୍ତରାଖଣ୍ଡ ହରିଦ୍ଵାର ଅଭିମୁଖେ ଯାତ୍ରା କରିଥିବା ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ସୂଚନା ମିଳିଛି l ଏଇ ୧୪ ଜଣିଆ ସର୍ବ ଭାରତୀୟ କୱାଡି ରେ ଭାଗ ନେବାକୁ ଓଡ଼ିଶା ଟିମ ରେ ସୋନପୁର ଜିଲ୍ଲାର ର ଝିଅ ସିରିନ ଜିଲ୍ଲା ତଥା ଓଡ଼ିଶା ରୁ ପ୍ରତିନିଧିତ୍ଵ କରିଥିବାରୁ କୃତୀ ଖେଳାଳି ଶିରିନ କୁ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ବିଭାଗ ଓ କ୍ରୀଡ଼ା ସଂଘ ପକ୍ଷରୁ ସଫଳତା କାମନା ପାଇଁ ଶୁଭେଚ୍ଛା ଜ୍ଞାପନ କରା ଯାଇଛି l  କ୍ରୀଡ଼ା ଇତିହାସ ରେ ଏ ଜିଲ୍ଲା ପାଈଁ ଏହା ପ୍ରଥମ ଖେଳାଳି ହୋଇ ଥିବାରୁ ଜିଲ୍ଲା ଓ ରାଜ୍ୟ ପାଈଁ ସେ ଗୌରବ ବୃଦ୍ଧି କରିଛନ୍ତି l ଏ ସଫଳତା ରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, କ୍ରୀଡ଼ା ସଂଘ ସମ୍ପାଦକ ପୀୟୂଷ ପଣ୍ଡା, ଉପ ସଭାପତି ଚିତ୍ତ ରଞ୍ଜନ ତରା ସିଆ , ସହ ସଂପାଦକ ନନ୍ଦ କିଶୋର ତ୍ରୀପାଠୀ, ଉପଦେଷ୍ଟା ଗୌରୀ ଶ୍ୟାମ ପଣ୍ଡା, କଇରୁ ସ୍ବାଇଁ, ଦିଲ୍ଲିପ ଗୁରୁ, ଭୁକୁଲୁ ବକ୍ସି, ବରିଷ୍ଟ ସଦସ୍ୟ ଗୋପାଳ ବରାଇ, ଜିତେନ୍ଦ୍ର କୁମାର ସାହୁ, ବଳରାମ ପଟ୍ଟନାୟକ, ଗତି କୃଷ୍ଣ ମିଶ୍ର, ବିକାଶ ପଣ୍ଡା,କମଳା କାନ୍ତ ସାହୁ, ବି ସତ୍ୟ ନାରାୟଣ ରାଓ, ଦିଗାମ୍ବର ଶତପଥି, କୃଷ୍ନ ବାଗ, ସୁଦର୍ଶନ ପଣ୍ଡା, କଲିମ୍ ମହମ୍ମଦ, ଭଲିବଲ୍ ସଂପାଦକ ପୁରୋଷୋତ୍ତମ୍  ପାଣିଗ୍ରାହୀ, ଫୁଟବଲ୍ ସଂପାଦକ ରାଜୀବ ସାହୁ ଙ୍କ ସମେତ ସଂଘ ର ସମସ୍ତ କର୍ମକର୍ତା କ୍ରୀଡ଼ା ବିଦ୍ ସିରିନ୍ ଙ୍କୁ ଶୁଭେଛା ଅଭିନନ୍ଦନ ଜଣାଇ ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like