-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ନେତ୍ର ଉତ୍ସବ ପାଳନ

26-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)ପ୍ରଭୂ ଙ୍କ ଦୀର୍ଘ ୧୫ ଦିନ ର ଅଣସର ଲୀଳା ପରେ ଆଜି ଶ୍ରୀ ଜଗନ୍ନାଥ ମହାପ୍ରଭୁ ଙ୍କ ନେତ୍ର ଉତ୍ସବ ଓ ନବ ଯୌବନ ବେଶ ପାଇଁ ଶ୍ରୀ ଜଗନ୍ନାଥ ମନ୍ଦିର , ଶ୍ରୀ ଦଧି ବାମନ ମନ୍ଦିର ଓ ଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ଭକ୍ତ ଙ୍କ ସମାଗମ ରେ ଚଳ ଚଞ୍ଚଳ ହୋଇ ଉଠିଛି l ରାଜା ରାଜୁଡ଼ା ଅମଳ ରୁ ସ୍ୱର୍ଗତ ଭାଗିରଥି ମହାରଣା ଙ୍କ ସୁପୁତ୍ର ବାଗ୍ଚି ମହାରଣା ପରମ୍ପରା ଅନୁସାରେ ଆଜି ଦିନ କ ପାଇଁ ନେତ୍ର ଉତ୍ସବ ରେ ରାଜା ଭୂମିକା ର ଦାୟିତ୍ବ ତୁଲାଇ ଛନ୍ତି l ସହର ର ସମସ୍ତ ଜଗନ୍ନାଥ ମନ୍ଦିର ରେ ପ୍ରଭୁ ଙ୍କ ରିତି ନୀତି ଆଜି ପଞ୍ଚ ମୂଳ ଦଶ ମୂଳ ଅର୍ପଣ କରଯାଇଛି l ଏବଂ ସୁନ୍ଦରାକଣ୍ଡ ସହ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ଯ କ୍ରମ ସହ ନେତ୍ର ଉତ୍ସବ ରେ ପ୍ରଭୂ ଙ୍କ ନବ ଯୌବନ ବେଶ ଦର୍ଶନ ପାଇଁ ଆଜି ସବୁଠି ଭକ୍ତ ଙ୍କ ସମାଗମ ଦେଖିବାକୁ ମିଳିଛି l  ଜଗନ୍ନାଥ, ଦଧିବାମନ ଓ ବୃନ୍ଦାବନ ବିହାରୀ ମନ୍ଦିର ରେ ପୂଜକ ରାମ ଗୋପାଳ ପୁଝାରୀ , ଦେବେଶ ମିଶ୍ର, ପଣ୍ତିତ ରାଜେନ୍ଦ୍ର ମହାପାତ୍ର ରିତୀ କାନ୍ତି ସହ ଆଜି ପୂଜାର୍ଚ୍ଚନା କରିଥିବା ବେଳେ ଦେବୋତ୍ତାର କମିଟି ପକ୍ଷରୁ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି ଙ୍କ ସମେତ ସମସ୍ତ ସଦସ୍ୟ ଓ ମନ୍ଦିର ସେବାୟତ ଉତ୍ସବ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like