-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ କଂଗ୍ରେସ ଦ୍ୱାରା ସମ୍ବିଧାନ ହତ୍ୟା ଭଳି କଳା ଅଧ୍ୟାୟର ୫୦ବର୍ଷ ପୂର୍ତ୍ତି ପାଳିତ: କଣ୍ଟାମାଳରେ ବିଜେପି ପକ୍ଷରୁ କଳା ଦିବସ ପାଳିତ

26-Jun-2025



କଣ୍ଟାମାଳ(ଜୟ କୁମାର ମହାରଣା): ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ ମାସ ୨୬ ତାରିଖରେ ସାରା ଭାରତବର୍ଷରେ ଜରୁରୀକାଳୀନ ପରିସ୍ଥିତି ଜାରି କରି ଦେଶର ଗଣତନ୍ତ୍ରକୁ କିଭଳି ହତ୍ୟାକରି ଥିଲେ। ଦେଶର ସମସ୍ତ ବିରୋଧୀ ଦଳର ନେତାମାନଙ୍କୁ ବେଆଇନ ଭାବେ ବିଭିନ୍ନ କାରାଗାରରେ ଭର୍ତ୍ତି କରିଥିଲେ । କଂଗ୍ରେସ ର ଏହି ଗଣତନ୍ତ୍ର ବିରୋଧୀ ନିଷ୍ପତି ପ୍ରତିବାଦରେ ଆଜି ଏହି ଦିନଟିକୁ ବିଜେପି ରାଜ୍ୟବ୍ୟାପୀ " କଳା ଦିବସ ଭାବେ" ସମସ୍ତ ନିର୍ବାଚନ

ମଣ୍ଡଳୀରେ ପାଳନ କରିଅଛି। ଏହି ପରିପ୍ରେକ୍ଷୀରେ 
ଭାରତୀୟ ଜନତା ପାର୍ଟି କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ତରଫରୁ ଆଜି କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ ଭାଜପା ବୌଦ୍ଧ ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ୱରେ କଳା ଦିବସ ପାଳନକୁ ନେଇ ଏକ ସଭା ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ସଭାରେ କଣ୍ଟାମାଳ

ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ବରିଷ୍ଠ ଆଇନଜୀବୀ ତଥା ସଂଗ୍ରାମୀ ନେତା ଦୂତିଆ ଚରଣ ସାହୁ, ବରିଷ୍ଠ ବିନେପି ନେତା ନବୀନ ମହାପାତ୍ର,ପୂର୍ବତନ ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତି ପ୍ରମୁଖ ମୁଖ୍ୟ ଆଲୋଚକ ଭାବେ ଯୋଗଦେଇ ୧୯୭୫ମସିହା ଜୁନମାସ ୨୬ତାରିଖରେ କଂଗ୍ରେସ ଦ୍ୱାରା ଅସାମ୍ବିଧାନିକ ଜାରି କରାଯାଇଥିବା ଜରୁରୀ କାଳୀନ ପରିସ୍ଥିତି ତଥା ଆଜିକାର ଦିନଟିକୁ କାହିଁକି କଳା ଦିବସ ରୂପେ ପାଳନ କରା ଯାଇଛି ସେ ବିଷୟ କୁ ନେଇ ସେତେବେଳେ ଗଣତନ୍ତ୍ର କୁ କଂଗ୍ରେସ ସରକାର ହତ୍ୟାକରିବା ସହିତ ଲୋକଙ୍କ ର ସମ୍ବିଧାନ ର ମୌଳିକ ଅଧିକାର କୁ କିପରି ଛଡ଼ାଇ ନେଇଥିଲେ ସେସବୁ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ।
ମଣ୍ଡଳ ସଭାପତି ଅନିଲ କୁମାର ପ୍ରଧାନ ସଭାକୁ ପରିଚାଳନା କରିଥିଲେ l ଏହି ଅବସରରେ ଜରୁରୀକାଳୀନ ପରିସ୍ଥିତି ସମୟରେ ଦୀର୍ଘ ଏଗାର ମାସ କାରାଦଣ୍ଡ ଭୋଗିଥିବା ସଂଗ୍ରାମୀ ବରିଷ୍ଟ ଆଇନଯିବି ଦୂତିଆ ଚରଣ ସାହୁଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ଜରୁରୀକାଳୀନ ପରିସ୍ଥିତି ସମୟରେ କଂଗ୍ରେସର ଅଗଣତାନ୍ତ୍ରିକ ଅସମ୍ବିଧାନ ନୀତିକୁ ବିରୋଧ କରି ଜେଲ ଯାଇଥିବା ସମସ୍ତ ସଂଗ୍ରାମୀ ମାନଙ୍କୁ ମାସକୁ ୨୦ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ସରକାର ଘୋଷଣା କରିଥିବାରୁ ସଂଗ୍ରାମୀ ଦୂତିଆ ସାହୁ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଓ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କୁ ଅଶେଷ ଧନ୍ୟବାଦ ଜଣାଇଥିଲେ   l  ସେହିପରି କଂଗ୍ରେସ କେବଳ ପରିବାରବାଦ ରାଜନୀତି କରୁଥିବାବେଳେ ବିଜେପି ରାଷ୍ଟ୍ରବାଦ ଓ ରାଜ୍ୟବାଦ ତଥା ଦଳ ଗତ କଥା ଚିନ୍ତା କରିଥାଏ ବୋଲି ବିଧାୟକ ଶ୍ରୀ ଡାଙ୍ଗ କହିଥିଲେ l  ପିନାକଧର ରଣାଙ୍କ ଦ୍ୱାରା ଏକ ସାମୁହିକ ସପଥପାଠ କରାଯାଇଥିଲା l  ଅନ୍ୟମାନଙ୍କ ମଧ୍ୟରେ ଘଣ୍ଟାପଡା ମଣ୍ଡଳ ସଭାପତି, କଣ୍ଟାମାଳ ମଣ୍ଡଳ ସଭାପତି ଶୁଭ୍ରାଂଶୁ ଡାଙ୍ଗ, ଯୁବନେତା କେଦାରନାଥ ସାହୁ, କୃଷ୍ଣ ଚନ୍ଦ୍ର କହଁର, ଆଦିବାସୀ ନେତା ଡମ୍ବରୁଧର କହଁର, ପୂର୍ବତନ ମଣ୍ଡଳ ସଭାପତି ପିନାକଧର ରଣା, ରାଜୀବ ମିଶ୍ର ସମେତ ବହୁ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ  l ଶେଷରେ ସୁଦର୍ଶନ ବଘାର ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like