-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ସାଧାରଣ ପରିଷଦ ବୈଠକ, କର୍ମକର୍ତ୍ତା ନିର୍ବାଚନ

26-Jun-2025



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ରାଧାକୃଷ୍ଣ ମନ୍ଦିର, ସଦାଇପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରିଥିଲେ ଇଂ ପ୍ରଫୁଲ୍ଲ କୁମାର ସାହୁ, ପ୍ରଥମରେ ଆମ ମଂଚର ସଦସ୍ୟ ଅନୁପ କୁମାର ମହାନ୍ତିଙ୍କ ର ପରଲୋକ ଗମନ ହେତୁ ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।ସଂପାଦକୀୟ ବିବରଣୀ ପାଠ କରିଥିଲେ ସାଧାରଣ ସଂପାଦକ ଅଶୋକ କୁମାର ଚାନ୍ଦ ଓ ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ । ଆଗାମୀ ଦିନରେ ମଂଚର ସଦସ୍ୟମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର, ଚକ୍ଷୁ ପରୀକ୍ଷା ଶିବିର କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ମାନ୍ୟବର ବିଧାୟକ, ବଲାଙ୍ଗିର ତଥା ଅଧ୍ୟକ୍ଷା ବଲାଙ୍ଗିର ନଗରପାଳଙ୍କ ସହିତ ସାକ୍ଷାତ କରି ମଂଚର କାର୍ଯ୍ୟାଳୟ ପାଇଁ ଏକ ଘର ଯୋଗାଇ ଦେବା ପାଇଁ ଅନୁରୋଧ କରାଯିବ । ଏତଦ୍ ବ୍ୟତିତ ଆଗାମୀ ଦୁଇ ବର୍ଷ ପାଇଁ କର୍ମକର୍ତ୍ତା ମନୋନୟନ ପ୍ରକ୍ରିୟାରେ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ନିର୍ବାଚନ କମିଟି ଅଧ୍ୟକ୍ଷ ଚିତ୍ତ ରଂଜନ ପଟେଲ, ତିନିଜଣ ସଭ୍ୟ ଜୟଚନ୍ଦ୍ର ସାହୁ, ପୀତବାସ ପଣ୍ଡା ଓ ବିଶ୍ୱନାଥ ତ୍ରିପାଠୀ ମନୋନୀତ ହୋଇଥିଲେ । ନିର୍ବାଚନ କମିଟି ବିଭିନ୍ନ ପରାମର୍ଶ କଲା ପରେ ମଂଚର କର୍ମକର୍ତ୍ତାମାନଙ୍କ ନାମ ଘୋଷଣା କରିଥିଲେ । ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀ, ଚାରିଜଣ ଉପଦେଷ୍ଟା ପଦ୍ମଚରଣ ଆଚାର୍ଯ୍ୟ, ଧନଞ୍ଜୟ ମିଶ୍ର, ଦୁର୍ଗା ପ୍ରସାଦ ହୋତା ଓ ଅଶୋକ କୁମାର ମିଶ୍ର(ଓକିଲ), ସଭାପତି ପ୍ରଭାକର ମିଶ୍ର, ଦୁଇ ଜଣ ଉପସଭାପତି ହରେକୃଷ୍ଣ ମେହେର ଓ ଅଶୋକ କୁମାର ଚାନ୍ଦ, ସାଧାରଣ ସଂପାଦକ  କପିଳେଶ୍ୱର ଖମାରୀ, ଅତିରିକ୍ତ ସାଧାରଣ ସଂପାଦକ ସୁନିଲ

ଚନ୍ଦ୍ର ବିଶ୍ୱାଳ, ଯୁଗ୍ମ ସଂପାଦକ ଦୁଇ ଜଣ ଗୌର ଚନ୍ଦ୍ର ପୁରୋହିତ ଓ ପୂର୍ଣ୍ଣଚନ୍ଦ୍ର ମେହେର, ସଂଗଠନ ସଂପାଦକ ବିନୟ କୁମାର ମିଶ୍ର, କାର୍ଯ୍ୟାଳୟ ସଂପାଦକ ନରେନ୍ଦ୍ର କବାଟ, କୋଷାଧ୍ୟକ୍ଷ ଡୁଡେନ୍ଦ୍ର କୁମାର ବେହେରା, ୬ଜଣ କାର୍ଯ୍ୟକାରୀ ସଭ୍ୟ ବିପିନ ବିହାରୀ ପୁରୋହିତ, ପ୍ରମୋଦ କୁମାର ମିଶ୍ର, ଦୟାସାଗର ପଟେଲ, ନବୀନ କୁମାର ନନ୍ଦ, ପ୍ରମୋଦ କୁମାର ଗୁରୁ ଓ ସୁରେନ୍ଦ୍ର ନେଗୀ, ୧୦ ଜଣ ଗୋଷ୍ଠୀ ସଂଗଠକ ଛାୟାକାନ୍ତ ସାହୁ, ପ୍ରଦ୍ୟୁମ୍ନ ଗଡତ୍ୟା, ମଥାମଣି ପଣ୍ଡା, ପ୍ରଦୀପ କୁମାର ଶତପଥୀ, ଗଣେଷ ଚନ୍ଦ୍ର ପାଢୀ, ବ୍ରଜ କିଶୋର ପଣ୍ଡା, ତ୍ରିଲୋଚନ ଦାସ, ଶିବ ନାରାୟଣ ରଥ, କୃଷ୍ଣଚନ୍ଦ୍ର ନାଥ ଓ ବିଜୟ କୁମାର ବାଗ । ନୂତନ ଭାବରେ ସଦସ୍ୟତା ଗ୍ରହଣ କରିଥିବା ବିଷ୍ଣୁ ପ୍ରସାଦ କେଡିଆ, ଭକ୍ତ ପ୍ରସାଦ ମିଶ୍ର ଓ ରାମ ଶଙ୍କର ଶତପଥିଙ୍କୁ ମଂଚ ତରଫରୁ ସ୍ୱାଗତ କରାଯାଇଥିଲା । ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ କପିଳେଶ୍ୱର ଖମାରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like