-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବରିଷ୍ଟ ନାଗରିକ ସଙ୍ଘ ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

26-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ବୀରମହାରାଜପୁର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ  ଆନୁକୂଲ୍ୟରେ ଜୁନ୍ ୨୬ ତାରିଖ ଗୁରୁବାର ସକାଳ ୧୦ ଘଣ୍ଟା ସମୟରେ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ସହିତ ବିଶ୍ବ ନିଶା ନିବାରଣ ଦିବସ  ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ସମାବେଶରେ ଅନୁଷ୍ଠାନ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ସ୍ବାସ୍ଥ୍ୟ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ମାନସ କୁମାର ନାୟକ,ଫରମାସିଷ୍ଟ  ଗଦାଧର ସୁରୁଜାଲ,ଏ ଏନ୍ ଏମ୍ ଭାମାବତୀ ହାତୀ,ମହାନଦୀ ନେତ୍ର ଚିକିତ୍ସାଳୟ ର ଚକ୍ଷୁ ବିଶେଷଜ୍ଞ ପ୍ରଶାନ୍ତ କୁମାର ଦାଶ, ସହଯୋଗୀ ମାନସ ଦଣ୍ଡସେନା, ସୌମ୍ୟରଞ୍ଜନ ଭୋଇ ପ୍ରମୁଖ ଯୋଗଦାନ କରିଥିଲେ । ବୟସ୍କଙ୍କ ସ୍ବାସ୍ଥ୍ୟ ର ଯତ୍ନ, ବେଆଇନ ନିଶା କାରବାର ରୋକିବା,ଦୈନିକ ଜୀବନ ଚର୍ଯ୍ୟା,ଆହାର, ନିଦ୍ରା,ତପ, ସ୍ୱାଧ୍ୟାୟ, ବ୍ରହ୍ମଚର୍ଯ୍ୟ,ଯୋଗ, ପ୍ରାଣାୟମ ଆଦି ସମ୍ପର୍କରେ ଆଲୋଚନା କରା ଯାଇଥିଲା। ଅନୁଷ୍ଠାନ ର ଉପ ସଭାପତି ସୌମିତ୍ରୀ ମେହେର ସ୍ବାଗତ, ପୂର୍ବତନ ସଭାପତି ଭଗବାନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିଲେ ।ପରେ ପରେ ନିଃଶୁଳ୍କ ଭାବରେ ରକ୍ତଚାପ, ଚକ୍ଷୁ,ବ୍ଲଡ ସୁଗର ଆଦି ପରୀକ୍ଷା କରା ଯାଇଥିଲା।ଏହି କାର୍ଯ୍ୟକ୍ରମରେ ନାରାୟଣ ପ୍ରସାଦ ନାୟକ,ଧର୍ମଦତ୍ତ ପାଢୀ, ସନ୍ତୋଷ ଷଡ଼ଙ୍ଗୀ, ନିତ୍ୟାନନ୍ଦ ତ୍ରିପାଠୀ,ଅକ୍ରୂର ଦନ୍ତା, ତ୍ରିନାଥ ମିଶ୍ର,ଦିଲ୍ଲିପ ମିଶ୍ର,ଚମରା ମହାକୁର, ଜୟଦେବ ସାହୁ,ଶ୍ୟମ ସୁନ୍ଦର ସେଠୀ, ବାସୁଦେବ ପଣ୍ଡା, ଭୀମସେନ ବାରିକ, ନିରଞ୍ଜନ ସେଠୀ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ବଳରାମ କାଣ୍ଡ, ପ୍ରଶାନ୍ତ ସେଠ୍,ସୁରୁ ସାହୁ,ଗୋଲକ ବିହାରୀ ଦେହୁରୀ, ରତ୍ନାକର  ମହାକୁର, ଜ୍ଞାନେନ୍ଦ୍ର ତ୍ରିପାଠୀ, ଭୂଷଣ ପାତ୍ର, ଅକ୍ଷୟ କୁମାର ମିଶ୍ର, ରାଧେଶ୍ୟାମ ରାଏ, କୃଷ୍ଣଚନ୍ଦ୍ର ପାଢୀ, ଦୟାନିଧି ହୋତା, ଧନୁର୍ଦ୍ଧର ମିର୍ଦ୍ଧା ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like