-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ମନୋରଞ୍ଜନ

ୱେଡିଂ ଭେନ୍ୟୁରେ ପହଞ୍ଚିବା ପୂର୍ବରୁ ବରୁଣଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

24-Jan-2021



ମୁମ୍ବାଇ: (ପ୍ରେରଣା ଖବର ବ୍ୟୁରୋ) ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ବରୁଣ ଧୱନ। ଗର୍ଲଫ୍ରେଣ୍ଡ୍‌ ନତାଶା ଦଲାଲ୍‌ଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଥିବା ବରୁଣ ଆଜି ବିବାହ କରିବେ ବୋଲି ସୂଚନା ମିଳିଛି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ତାଙ୍କର ସମସ୍ତ ଫଟୋ ସୋସିଆଲ୍‌ ମିଡିଆରେ ଟ୍ରେଣ୍ଡ୍‌ କରୁଛି। ଅଲିବାଗ୍‌ରେ ଏହି ଭବ୍ୟ ବିବାହର ଆୟୋଜନ ହୋଇଛି। ବିବାହ ଉତ୍ସବରେ ସାମିଲ ହେବାକୁ ଥିବା ଗେଷ୍ଟଙ୍କ ପାଇଁ ଅଲିବାଗ୍‌ରେ ଲକ୍ସୁରିଅସ୍‌ ଭିଲ୍ଲା, ମାନ୍‌ସନ୍‌ ହାଉସ୍‌ ବୁକ୍‌ କରାଯାଇଛି।

ୱେଡିଂ ସେଲିବ୍ରେସନ୍‌ରେ ଯୋଗଦେବା ପାଇଁ ଉଭୟ ପରିବାରର ସଦସ୍ୟ ଜାନୁଆରୀ ୨୨ରୁ ଅଲିବାଗ୍‌ ଅଭିମୁଖେ ବାହାରି ଯାଇଥିବା ବେଳେ ବିବାହ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ଏସବୁ ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ, ୱେଡିଂ ଭେନ୍ୟୁକୁ ଯିବା ପୂର୍ବରୁ ବରୁଣଙ୍କ ସାଙ୍ଗମାନେ ଏକ ପାର୍ଟିର ଆୟୋଜନ କରିଥିଲେ। ଶୁକ୍ରବାର ଜୁହୁରୁ ଅଲିବାଗ୍‌ ଯିବା ବାଟରେ ବରୁଣଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହା ଏକ ଛୋଟ ଦୁର୍ଘଟଣା ଥିଲା। ସୌଭାଗ୍ୟବଶତଃ, ଦୁର୍ଘଟଣାରେ କାର୍ କିମ୍ବା‌ କାର୍‌ ଭିତରେ ଥିବା ଲୋକଙ୍କ କୌଣସି କ୍ଷୟକ୍ଷତି ହୋଇନାହିଁ। ବରୁଣ ମଧ୍ୟ ପୂରାପୂରି ସୁରକ୍ଷିତ ଅଛନ୍ତି। ଶୁକ୍ରବାର ବରୁଣ ଅନ୍ୟ ଏକ ସ୍ଥାନରେ ରହିବା ପରେ ଗତକାଲି ଅପରାହ୍ଣରେ ୱେଡିଂ ଭେନ୍ୟୁରେ ପହଞ୍ଚିଥିଲେ।

ବିବାହ ଉତ୍ସବରେ ବରୁଣ-ନତାଶାଙ୍କ ଅତି ଘନିଷ୍ଠ ସାଙ୍ଗମାନେ ଯୋଗଦେବେ ବୋଲି ଜଣାପଡ଼ିଛି। ଅଲିବାଗ୍‌ ସ୍ଥିତ The Mansion House ରେ ଆଜି ବିବାହ ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ଜାନୁଆରୀ ୨୬ରେ ରିସେପସନ୍‌ ପାର୍ଟିର ଆୟୋଜନ କରାଯାଇଛି।

ବରୁଣ ଓ ନତାଶା ଉଭୟ ଛୋଟବେଳର ସାଙ୍ଗ। ଗତବର୍ଷ ସେମାନେ ବିବାହ ପାଇଁ ଯୋଜନା କରିଥିଲେ। ହେଲେ କରୋନା ଓ ଲକ୍‌ଡାଉନ୍‌ ଯୋଗୁ ବିବାହକୁ ସ୍ଥଗିତ ରଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm