-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ବଜ୍ରପାତ ଓ ସାପ କାମୁଡା ପ୍ରତି ସତର୍କ ଓ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

27-Jun-2025



ଅତାବିରା(ଆକାଶ ମିଶ୍ର): ବର୍ତ୍ତମାନ ଋତୁଚକ୍ରର  ଦ୍ଵିତୀୟ ଋତୁ କ୍ରମେ ବର୍ଷା ଋତୁର ଆଗମନ ହୋଇ ସାରିଛି। ବର୍ଷା ଯୋଗୁଁ  ସାପ ମାନେ ସକ୍ରିୟ ହୋଇଛନ୍ତି।ଏହା ବ୍ୟତୀତ ବର୍ଷା ସହ ବିଜୁଳି ଘଡ଼ଘଡି ଯୋଗୁଁ ବଜ୍ରପାତର ଅଧିକ ସମ୍ଭାବନା ଜୀବନ ପ୍ରତି ବିପଦ ସlଜିଥାଏ। ପ୍ରତିଦିନ ବିଭିନ୍ନ  ଖବର ମାଧ୍ୟମରେ ଅନେକ ମୂଲ୍ୟବାନ ଜୀବନ ବଜ୍ରପାତ ଓ ସାପ କାମୁଡ଼ାରେ ଚାଲି ଯାଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲାପାଳ ଏକ ଅଭିନବ ପ୍ରୟାସ  କରି ଛାତ୍ରଛାତ୍ରୀ ମାନଙ୍କୁ ଏଥିପ୍ରତି ସତର୍କ ରହିବା ପାଇଁ ସଚେତନ  କରିବାର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ପ୍ରତି ବ୍ଲକର କ୍ରୀଡା ସମ୍ପାଦକ ମାନଙ୍କୁ ଏଥିପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ନିଜ ନିଜ ବ୍ଲକ ଅଧିନସ୍ଥ ସମସ୍ତ ଉଚ୍ଚ ବିଦ୍ୟାଳୟ ମାନଙ୍କରେ ଛାତ୍ର ଛାତ୍ରୀ ମାନଙ୍କୁ ସଚେତନ କରିବା ପାଇଁ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆଜି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଟୋପ ଏବଂ ପାହାର ଶ୍ରିଗିଡ଼ା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ  ମାନଙ୍କୁ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବରାଜ ବେହେରା ଓ ଗୋପବନ୍ଧୁ ମେହେରଙ୍କ ଅଧ୍ୟକ୍ଷତାରେ  ସାପ କାମୁଡ଼ା ଏବଂ ବଜ୍ରାଘାତ ସମ୍ବନ୍ଧରେ ସଚେତନ‌ତା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା। ଅତାବିରା ବ୍ଲକ କ୍ରୀଡା ସମ୍ପାଦକ ସୁଦୀପ୍ତ ସାହୁ ଏହି ଦୁଇଟି ବିଷୟ ଉପରେ  ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରିଥିଲେ। ବିଭିନ୍ନ ସମୟରେ ସାପ କାମୁଡ଼ାରେ ଆହତ ବ୍ୟକ୍ତିଙ୍କୁ ଲୋକ ମାନେ ସ୍ଥାନୀୟ ଚିକିତ୍ସାଳୟକୁ ନେବା ବଦଳରେ ଗୁଣି ଗାରେଡ଼ି ଜରିଆରେ ଚିକିତ୍ସା କରନ୍ତି। ଯଦ୍ବାରା ବ୍ୟକ୍ତି ମୃତ୍ୟୁମୁଖର ସମ୍ମୁଖୀନ ହୁଅନ୍ତି। ସାପ କାମୁଡ଼ିବା ସମୟରେ ତୁରନ୍ତ ଚିକିତ୍ସାଳୟ ଏବଂ ଉପଯୁକ୍ତ ପ୍ରାଥମିକ ଚିକିତ୍ସାର ନିର୍ଦ୍ଦେଶାବଳୀ ଅନୁସରଣ କରିବା ଏବଂ ବିପଦପୂର୍ଣ୍ଣ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବା ପାଇଁ ଶ୍ରୀ ସାହୁ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରି ଥିଲେ। ସେହିପରି, ବଜ୍ରାଘାତ ଏକ ସ୍ଥାନୀୟ ପ୍ରାକୃତିକ ବିପର୍ଯ୍ୟୟ ଘଟଣା। ଯାହା ଦୃତ ଗତିରେ ଜଳବାୟୁ ପରିବର୍ତ୍ତନ ର କାରଣ ଯୋଗୁଁ ବଢିଚାଲିଛି। ବଜ୍ରପାତ ପ୍ରତି ସତର୍କ ଓ ସୁରକ୍ଷା ବ୍ୟବସ୍ଥା ଦ୍ବାରା ନିଜକୁ ଏବଂ ନିଜର ପ୍ରିୟ ଲୋକଙ୍କୁ  ବଜ୍ରାଘାତ ଜନିତ ମୃତ୍ୟୁର ରକ୍ଷା  କରିବାରେ ସାହାଯ୍ୟ କରି ପାରେ ବୋଲି ଉପସ୍ଥିତ ଥୂବା ସମସ୍ତଙ୍କୁ ସୂଚନା ପ୍ରଦାନ କରି ଥିଲେ I ଏହି କାର୍ଯ୍ୟକ୍ରମରେ ଅତାବିରା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରବି ଗୁପ୍ତା ଓ  ଉଭୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like