-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂସ୍କୃତ ସମ୍ଭାଷଣ ଉଦଯାପିତ    (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଏବିଭିପି ପଦ୍ମପୁର ଦ୍ୱାରା ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ ।।

27-Jun-2025



ବରପାଲି, (ମନୋରଞ୍ଜନ ତ୍ରିପାଠୀ)
ପଦ୍ମପୁରର ରାଜାଜୀ ଟାଉନ ହଲ ଠାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ ଦଶମ, ଦ୍ୱାଦଶ ଓ ସ୍ନାତକ ଶ୍ରେଣୀର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଏକ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁର ନଗରର ବିଭିନ୍ନ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ମାନଙ୍କରେ ପଢ଼ୁଥିବା ଛାତ୍ରଛାତ୍ରୀ ତଥା ତାଙ୍କର ଅଭିଭାବକ ଓ ଶିକ୍ଷକମାନେ ଉପସ୍ଥିତ ଥିଲେ। ୨୦୨୪-୨୫ ଶିକ୍ଷାବର୍ଷରେ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୯୦% ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବା ବିଦ୍ୟାର୍ଥୀ, ଦ୍ୱାଦଶ ଶ୍ରେଣୀରେ କଳା, ବାଣିଜ୍ୟ ଓ ବିଜ୍ଞାନ ରେ ଶ୍ରେଷ୍ଠ ତିନି ଜଣ ଲେଖାଏଁ ଛାତ୍ରଛାତ୍ରୀ ତଥା ସ୍ନାତକରେ ସମ୍ବଲପୁର ବିଶ୍ଵବିଦ୍ୟାଳୟ ସ୍ତରରେ ଶ୍ରେଷ୍ଠ ଦଶ ଜଣଙ୍କ ଭିତରେ ସ୍ଥାନ ପାଇଥିବା ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବରଗଡ଼ ଲୋକସଭା କ୍ଷେତ୍ରର ଲୋକପ୍ରିୟ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ବରଗଡ଼ ଜିଲ୍ଲାର ମାନନୀୟ ସଙ୍ଘଚାଳକ ଶ୍ରୀ ରୋହିତ କୁମାର ମେହେର ସମ୍ମାନିତ ଅତିଥି ଓ ଏବିଭିପିର ଓଡ଼ିଶା ପଶ୍ଚିମ ପ୍ରାନ୍ତର ଉପସଭାପତି ତଥା ନୂଆପଡା ସ୍ଥିତ ନେସନାଲ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶ୍ରୀ ଶିବ ପ୍ରସାଦ ସା ମୁଖ୍ୟ ବକ୍ତା ଭାବରେ ଉପସ୍ଥିତ ଥିଲେ। ତାଙ୍କ ସହ  ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ନେଇ ଗଠିତ ସମ୍ବଲପୁର ବିଭାଗର ସଂଗଠନ ସମ୍ପାଦକ ଶ୍ରୀ ବିଜୟ କଲତା ଓ ବିଭାଗ ସଂଯୋଜକ ଶ୍ରୀ ସଂକେତ ସାହୁ ମଧ୍ୟ ମଞ୍ଚାସିନ ହୋଇ ନିଜର ଉଦବୋଧନ ରଖିଥିଲେ। ନଗର ଉପସଭାପତି ଶ୍ରୀ ଅକ୍ଷୟ ବାରିକ ଉଦ୍ଦେଶ୍ୟ କଥନ କରିଥିବା ବେଳେ ନଗର ସମ୍ପାଦକ ଶ୍ରୀ ପ୍ରତ୍ୟୁଷ କୁମାର ଦାସ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରଦ୍ବୟ ତଥା ନଗର ସହସମ୍ପାଦକ ଶ୍ରୀ କିରଣ କୁମାର ବାଗ ଓ କଲେଜ ଶାଖାର ସଭାପତି ଶ୍ରୀ ଆଦିତ୍ୟ ବନଛୋର ମଞ୍ଚ ପରିଚାଳନା କରିଥିଲେ ଓ ମୁକେଶ ଯାଦବ ସମ୍ବର୍ଦ୍ଧନା ସଭାକୁ ସଂଯୋଜନା କରିଥିଲେ। ଏବିଭିପିର ପୂର୍ବତନ କାର୍ଯ୍ୟକର୍ତ୍ତା ତଥା ବର୍ତ୍ତମାନର ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସହ ଜିଲ୍ଲା ପ୍ରଚାର ପ୍ରମୁଖ ଶ୍ରୀ ରୀତେଶ ରଂଜନ ମେହେରଙ୍କ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବାଦଲ ମେହେର, ଅଭିଷେକ ଡନସନା ଆଦି କାର୍ଯ୍ୟକର୍ତ୍ତା ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଏଥିରେ ପଦ୍ମପୁରର ଅନେକ ସାମାଜିକ ସଂଗଠନର କର୍ମକର୍ତ୍ତା, ବିଭିନ୍ନ ଗଣ୍ୟମାନ୍ୟ ବ୍ୟକ୍ତି, ଶିକ୍ଷାବିତ, ସମ୍ବର୍ଦ୍ଧନା ପାଇଁ ଆସିଥିବା ଛାତ୍ରଛାତ୍ରୀ, ତାଙ୍କର ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଅଭିଭାବିକା ତଥା ଏବିଭିପିର କାର୍ଯ୍ୟକର୍ତ୍ତା ଓ ଅନେକ ସଂଖ୍ୟାରେ କଲେଜ ବିଦ୍ୟାର୍ଥୀ ଉପସ୍ଥିତ ରହିଥିଲେ। ଏହା ଛଡ଼ା ମନୀଷା ସାହୁ, ରେଣୁକା ମାଝୀ, ନିରୂପମା ଭଗତ, ଲିପ୍ସା ଛତର, ଚୈତନ୍ୟ ପଣ୍ଡା, ଶୁଭମ କୁମାର ବାରିକ, ସୌମ୍ୟରଂଜନ ସାହୁ ଆଦି କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂସ୍କୃତ ସମ୍ଭାଷଣ ଉଦଯାପିତ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like