-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

ସିନାପାଲିକୁ ଏନଏସି ଘୋଷଣା ଦାବି‐ ସ୍ଥିତି ଜାଣିବାକୁ ଜିଲ୍ଲାପାଳଙ୍କୁ ଭେଟିଲା ପରେ ବିଭାଗୀୟ ମନ୍ତ୍ରୀଙ୍କୁ ସାକ୍ଷାତ ନେଇ ପ୍ରସ୍ତୁତି

27-Jun-2025



ନୂଆପଡ଼ା/ସିନାପାଲି(ପରମେଶ୍ଵର ମେହେର):  ସିନାପାଲି ଅଂଚଳର ବହୁ ପ୍ରତୀକ୍ଷିତ ସିନାପାଲି ସହରକୁ ଏନଏସି ଘୋଷଣା ନେଇ ଗତ କିଛିଦିନ ହେଲା ଅଂଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଏନେଇ ନାନା ଆଶାଆଶଙ୍କା ପ୍ରକାଶ ପାଇଛି l ବିଶେଷ ସୂତ୍ର ଅନୁଯାୟୀ ବିଜେପି ସରକାରଙ୍କ ପ୍ରଥମ ପର୍ଯ୍ଯାୟ ଏନଏସି ତାଳିକା ଖୁବଶୀଘ୍ର ପ୍ରକାଶ ପାଇବାକୁ ଥିବା ବେଳେ ଏଥିରେ ସିନାପାଲିର ନାଁକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପରେ ସ୍ଥାନୀୟ ନାଗରିକ କମିଟୀ ତରଫରୁ ଏନେଇ ଏକ ବୈଠକ କରାଯାଇଥିଲା l ବୈଠକର ନିଷ୍ପତ୍ତି କ୍ରମେ କମିଟୀର ଏକ ପ୍ରତିନିଧି ଦଳ ନିକଟରେ ନୂଆପଡ଼ା ଜିଲ୍ଲାପାଳଙ୍କୁ ସାକ୍ଷାତ କରି ସବିଶେଷ ତଥ୍ଯ ନେବା ସହ ସିନାପାଲି ଏନଏସି ସମ୍ବନ୍ଧିତ ଆବଶ୍ଯକ ଜରୁରୀ ତଥ୍ଯ ତୁରନ୍ତ ବିଭାଗକୁ ପ୍ରେରଣ କରିବାକୁ ଅନୁରୋଧ କରିଥିଲେ ା ଏହି ପ୍ରତିନିଧି ଦଳରେ ଡ. ଅରିଗଞ୍ଜନ ଯୋଷୀ, ଶଶିଭୂଷଣ ମାଝୀ, ଲିଙ୍ଗରାଜ ଘିଭେଲା, ସୁବ୍ରତ ଠାକୁର, ନନ୍ଦକୁମାର ପାତ୍ର, ତ୍ରିନାଥ ମେହେର, ମନିଷ ପଟେଲ, ମଧୁସୂଦନ ମାଝୀ ରହିଥିବା ବେଳେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଉପସ୍ଥିତ ଥିଲେ ା ଏହାପରେ ନାଗରିକ କମିଟୀର ଅଧ୍ୟକ୍ଷ ଡମ୍ବରୁଧର ମେହେରଙ୍କ ସଭାପତିତ୍ବରେ ଗୁରୁବାର ପୁଣି ଏକ ସଭା କରାଯାଇ ଖୁବଶୀଘ୍ର ବିଭାଗୀୟ ମଂତ୍ରୀ ଓ ସଚିବଙ୍କୁ ଏନେଇ ସାକ୍ଷାତ କରିବାକୁ ସ୍ଥିର କରାଯାଇଛି l ସଭାରେ ବୈଶମ୍ପାୟନ ମେହେର, ନୀଳମଣି ମେହେର, ଶଶିଭୂଷଣ ମାଝୀ, ନାରାୟଣ ପାତ୍ର, ସୁବ୍ରତ ଠାକୁର, ଲିଙ୍ଗରାଜ ଘିଭେଲା, ନନ୍ଦକୁମାର ପାତ୍ର, ମନିଷ ପଟେଲ, ତ୍ରିନାଥ ମେହେର, ମଧୁସୂଦନ ମାଝୀ, ବୈଷ୍ଣବ ମେହେର, ଲମ୍ବୋଦର ମାଝୀ, କୈଲାସ ଜଗତ, ଚଂଦ୍ରଶେଖର ମେହେର, ପିତାମ୍ବର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ l ଏଠାରେ ସୂଚନାଯୋଗ୍ଯ ଯେ ବହୁ ବର୍ଷ ହେଲା ଅନେକ ଅନୁଷ୍ଠାନ ଦ୍ୱାରା ବିଭିନ୍ନ ମାଧ୍ଯମରେ ସିନାପାଲିକୁ ଏନଏସି ପାଇଁ ଦାବି କରାଯାଉ ଥିବା ବେଳେ ଗତ ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ବିଜେଡ଼ି ସରକାର ରାଜ୍ଯର ଅନ୍ଯାନ୍ଯ ସହର ସମେତ ସିନାପାଲିକୁ ଏନଏସି କରାଯିବାର ଏକ ତାଳିକା ଘୋଷଣା କରିଥିଲେ l ଉକ୍ତ ଯୋଗ୍ଯତା ଅନୁଯାୟୀ ବର୍ତ୍ତମାନର ସରକାର ପ୍ରଥମ ପର୍ଯ୍ଯାୟ ରେ ସିନାପାଲିକୁ ଏନଏସି ମାନ୍ଯତା ଦେବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like