-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||     

HOME   ଜିଲ୍ଲା

ଡାବୁଗାଁରେ ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି ପାଳିତ ହେଲା ରଥଯାତ୍ରା

27-Jun-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
-ଡାବୁଗାଁ ରେ ଅପରାହ୍ନ 4ଘଣ୍ଟା ସମୟରେ ରଥାରୂଢ଼ ହେଲେ ଶ୍ରୀ ଜିହୁ । ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଲା ଡାବୁଗାଁ। ଛେରାପହଁରା କଲେ ମନ୍ଦିରରେ ଉପସଭାପତି ଜି.ପାନ୍ତୁଲୁ ରାଓ । ଆଜି ରଥଯାତ୍ରାରେ ଯୋଗଦେଇ ରଥ ଟାଣିଲେ ସ୍ଥାନୀୟ ବାସିନ୍ଦା ମାନଙ୍କ ସହ ପୂର୍ବତନ ସଂସଦ ପ୍ରତିନିଧି ଆପ୍ପା ରାଓ, କେଲିଆ ମନ୍ଦିର ପରିଚାଳନା କମିଟି ସଂପାଦକ ଦେବରାଜ ପାତ୍ର, , ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର, ବିଜେଡ଼ି ବ୍ଲକ ସଭାପତି ସୁରେନ୍ଦ୍ର ମିଶ୍ର, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ ,ମନ୍ଦିର ଉପସଭାପତି ଜି ପାନ୍ତୁଲୁ ରାଓ, ଜିଲ୍ଲା ୱେବମିଡିଆ ସମ୍ପାଦକ ମିହିର ଶଙ୍କର ପାତ୍ର, ସୂର୍ଯ୍ୟ ସୁବୁଦ୍ଧି,ଭାଗବନ ଖୁଣ୍ଟିଆ,କୁନୁ ପାତ୍ର, ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଧୁମଧାମରେ ପାଳିତ ହେଲା ରଥଯାତ୍ରା। ଡାବୁଗାଁ ବ୍ଲକ ତଥା ପାପଡାହାଣ୍ଡି ଓ ଝରିଗାଁ ବ୍ଲକ ରୁ ମଧ୍ୟ ଭକ୍ତ ଓ ଶ୍ରଦ୍ଧାଳୁମାନେ ଆସି ଭଗବାନ ବଳଭଦ୍ର,ଜଗନ୍ନାଥ ଓ ମାଁ ସୁଭଦ୍ରା ଙ୍କୁ ଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026

You Might Also Like