-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଦିତ୍ୟନାଥଙ୍କ କୁଶପୁତ୍ତଳିକା ଦାହ

24-Jan-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା): ନବ ନିର୍ମାଣ କୃଷକ ସଂଘ ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି | ଦିଲ୍ଲୀ ଯାଉଥିବା କୃଷକ ମାନଙ୍କୁ ଆଦିତ୍ୟ ନାଥ ପୋଲିସ ଲଗାଇ ଅଟକାଉ ଥିବା ଏବଂ ସେମାନଙ୍କ ପ୍ରତି କରୁଥିବା ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ କୃଷକ ମାନଙ୍କ ତରଫରୁ ପ୍ରତିବାଦ ସଭା ଏବଂ କୁଶପୁତ୍ତଳିକା ଦାହ କରାଯାଇଛି | ଉକ୍ତ ପ୍ରତିବାଦ ସଭାରେ ଓଡିଶା ନବ ନିର୍ମାଣ କୃଷକ ସଂଗଠନର ନୟାଗଡ଼ ଜିଲ୍ଲା ସଂଯୋଜକ ମହେଶ୍ୱର ଜେନା, ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ, କୃଷକ ନେତା ତଥା ବିଧାୟକ ପ୍ରାର୍ଥୀ ମନୋଜ ସାହୁ, ଓଡଗାଁ ବ୍ଳକ ସଂଯୋଜକ ବସନ୍ତ କୁମାର କର ପ୍ରମୁଖ ଯୋଗ ଦେଇଥିଲେ | ଏହି ସଭାରେ ବକ୍ତା ମାନେ କେନ୍ଦ୍ର ସରକାର ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ କୃଷକ ମାରଣ ନୀତିକୁ ସମର୍ଥନ କରୁଥିବାରୁ ତାଙ୍କୁ ନିନ୍ଦା କରିବା ସହିତ ଆଗକୁ ପ୍ରତିବାଦର ସ୍ୱର ଆହୁରି ତୀବ୍ରତର  ହେବ ବୋଲି ଚେତାବନୀ ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like