-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ପତିଆଲ ପଡା ରେ ଶ୍ରଦ୍ଧାଳୁଙ୍କ ଭିଡରେ ମହାପ୍ରଭୁ ଗଲେ "ମାଉସି ମା ଘର "

28-Jun-2025



ସିନାପାଲି  (ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ପତିଆଳ ପଡା  ଗ୍ରାମ ଉଦନ୍ତୀ ତଟ ନିକଟରେ ଅବସ୍ଥିତ  l ପତିଆଲପଡା ଠାରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି  l  ଶୁକ୍ରବାର ଦିନ ସକାଳୁ ପ୍ରଥମେ ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ନବଯୌବନ ବେଶ ଅନୁଷ୍ଠିତ ହୋଇଥିଲା  l  ଶୁକ୍ରବାର ଦିନ ମନ୍ଦିର ପରିସରରେ ହଜାର ହଜାର ଭକ୍ତଙ୍କ ସମାଗମରେ ସକାଳୁ ପୂଜାର୍ଚନା ଠାରେ ଘୋଷ ଯାତ୍ରା ନୀତି ଆରମ୍ଭ କରାଯାଇଥିଲା  l ଅପରାହ୍ନରେ ଶ୍ରୀ ଜିଉଙ୍କ ପହଣ୍ଡି  ବିଜେ ପରେ ମୁଖ୍ୟ ସେବକ ଶ୍ରୀଯୁକ୍ତ  କର ଙ୍କ  ଦ୍ୱାରା ରଥରେ ଛେରା ପହରା କରାଯାଇ ରଥଟଣା ଆରମ୍ଭ ହୋଇଥିଲା  l ତିନି ଠାକୁର ରଥରେ ବିରାଜମାନ କରି  ପତିଆଳପଡା ଗ୍ରାମ ପରିକ୍ରମା କରି  ମାଉସୀ ମନ୍ଦିର ଅଭିମୁଖେ  ଯାତ୍ରା କରିଥିଲେ  l ରଥଯାତ୍ରାରେ ପାରମ୍ପରିକ ସଂକିର୍ତନ ଦଳ, ଘଣ୍ଟ ବାଦ୍ୟ, ଆଦି ସାମିଲ ହୋଇଥିବା ବେଳେ  ଶ୍ରଦ୍ଧାଳୁଙ୍କ ହରିବୋଲ  ହୁଳହୁଳି ରେ  ସମଗ୍ର ପରିବେଶ  ଜଗନ୍ନାଥମୟ ହୋଇଥିଲା  l  ଏଠିକାର ପରମ୍ପରା ଅନୁସାରେ ମା ସୁଭଦ୍ରାଙ୍କ ଦେବଦଳନ ରଥକୁ  ଟାଣିବାକୁ  ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା  l  ଏଥି ସହ  ଏହି ବ୍ଲକ ଅନ୍ତର୍ଗତ  ପତିଆଳ ପଡା, ବ୍ରାହ୍ମଣ ପଡା, ସାଗୁନଭାଡି, ହାତିବନ୍ଧା, ସିଙ୍ଗଝର, କେନ୍ଦୁମୁଣ୍ଡା, ଚଳନା, ଟିମନପୁର, ଜାମଗାଁ,, ଗଣ୍ଡାବାହାଳୀ, ବରଗାଁ,ଗମ୍ଭାରୀଗୁଡା, ଅରଶାପଡା ଆଦି ଗ୍ରାମରେ ମଧ୍ୟ ଶୃଙ୍ଖଳା ର ସହ  ରଥଯାତ୍ରା ସମ୍ପନ୍ନ ହୋଇଥିବା ଜଣା ପଡିଛି ,ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର  ସଭାପତି  ଶ୍ରୀଯୁକ୍ତ ଲଛମନ ବଞ୍ଜରା, ସମ୍ପାଦକ ଶ୍ରୀଯୁକ୍ତ ଜଗନ୍ନାଥ ନାଗ, କୋଷାଧକ୍ଷ ଶ୍ରୀଯୁକ୍ତ  ଟଙ୍କଧର ବନ୍ଧିଛୋର, ଶ୍ୟାମ ସୁନ୍ଦର ମାଝୀ, ସମାଜ ସେବୀ ଚନ୍ଦ୍ରକାନ୍ତ ମାଝୀ, ପୂର୍ବତନ ଜିଲ୍ଲା ପରିଷଦ  ଶ୍ରୀଯୁକ୍ତ  ଗିରିରାଜ ମାଝୀ, ଜୟସିଂ ମାଝୀ, ଚନ୍ଦ୍ରଧ୍ୱଜ ମାଝୀ, ଚତୁର୍ଭୁଜ ମାଝୀ, ସୁନା କାଣ୍ଡ ଓ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ରହି ରଥଟଣା ରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk