-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଡେଲାଙ୍ଗରେ ଶ୍ରୀ ଶ୍ରୀ ପତିତପାବନ ଜିଉଙ୍କ ରଥଯାତ୍ରା

28-Jun-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁକରଣରେ ଡେଲାଙ୍ଗ ବ୍ଲକର ପୁରପଲ୍ଲୀରେ ଆଜି ଅନୁଷ୍ଠିତ ହୋଇଯାଇଛି ପବିତ୍ର ରଥଯାତ୍ରା । ପୁରୀ ଜିଲ୍ଲାର ସର୍ବବବୃହତମ ଗ୍ରାମ ଘୋରଡିଆର ପତିତପାବନ ମନ୍ଦିରରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସୁସଜିତ ରଥରେ ଘଂଟଘଂଟା, କାହାଳୀ, ଶଙ୍ଖ, ମୃଦଙ୍ଗ, ବାଜା,ନଦିଆ ସଂକିର୍ତନ ଆଦି ବାଦ୍ୟ ଧ୍ୱନି ମଧ୍ୟରେ ପହଣ୍ଡି ହୋଇ ରଥାରୁଢ   କରାଯାଇଥିଲା  ! ସେଠାରେ ମନ୍ଦିର ପୂଜକ, ପୁରୋହିତ ଏବଂ ସେବାୟତ ମାନେ ନୀତିକାନ୍ତି ଅନୁଯାୟୀ ଛେରାପଂହାର ଓ ପୂଜାର୍ଚ୍ଚନା ପରେ ରଥ ଟଣା  ଗ୍ରାମଦାଣ୍ଡରେ ରଥଟଣା ଯାଇ ଶ୍ରୀରାଧାମୋହନ ଦେବ ମଠସ୍ଥିତ କଳ୍ପିତ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ପହଞ୍ଚିବେ । ସମଗ୍ର ଅଚଂଳରେ ଭକ୍ତ, ଶ୍ରଦ୍ଧାଳୁ ଓ ଗ୍ରାମବାସୀ ମଧ୍ୟରେ ଆନନ୍ଦ, ଉତ୍ସାହ ସହ ଆଧ୍ୟତ୍ମିକ ପରିବେଶ  ମଧ୍ୟରେ ଘୋଷଯାତ୍ରା ଅନୁଷ୍ଠିତ ହୋଇଥିଲା । ଶ୍ରୀ ଶ୍ରୀ  ପତିତପାବନ ଦେବ ବିଜେ ରଥଯାତ୍ରା  କମିଟିର ଅଧକ୍ଷ ବିଜୟ କୁମାର ମିଶ୍ରଙ୍କ ପ୍ରତେକ୍ଷ ତତ୍ୱାବଧାନରେ ରଥଯାତ୍ରା ପରିଚାଳନା  ହୋଇଥିବା ବେଳେ, ଶିକ୍ଷା ବିଭାଗର ପ୍ରଶାସନିକ ଅଧିକାରୀ ତଥା ବରିଷ୍ଠ ଆର୍ଟିଷ୍ଟ  ଜୀବନ  ପଣ୍ଡା  ରଥରେ ଛେରାପହଁରା କରୁଥିବା ଦେଖିବାକୁ ମିଳିଥିଲା । ବରିଷ୍ଠ ସେବାୟତ ବାସୁଦେବ ମିଶ୍ର, ରାମଚନ୍ଦ୍ର ଦାଶ, ମଦନ ମିଶ୍ର, ବିରେନ ମିଶ୍ର, ବିକ୍ରମ କେଶରୀ ମିଶ୍ର, ସୁନିଲ ମିଶ୍ର,ରାମଚନ୍ଦ୍ର ମିଶ୍ର, ମନୋଜ ମିଶ୍ର ଏବଂ କଲ୍ୟାଣୀ ମିଶ୍ର ଏଥିରେ ସହଯୋଗ କରିଥିଲେ । ମନ୍ଦିରର ପୂଜକ ଅମିତ କୁମାର ପଣ୍ଡା, ନାରାୟଣ ମିଶ୍ର   ପୂଜାର୍ଚ୍ଚନା କରିଥିଲେ ।ରଥ ନିର୍ମାଣ ରେ ପୀତବାସ ମହାରଣା, ସୁବାଷ ମହାରଣା, ବଗୁଲା ମହାରଣା, ବିରାଟ ଧାଉଡ଼ିଆ, ସନ୍ତୋଷ ମହାରଣା ପ୍ରମୁଖ ସହଯୋଗୀ ଥିଲେ! ଚଳିତ ବର୍ଷ ରଥଯାତ୍ରା ଦେଖିବା ପାଇଁ ବିଭିନ୍ନ ଗ୍ରାମର ସହସ୍ରାଧିକ ଭକ୍ତ, ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ଡେଲାଙ୍ଗ ଥାନା ପକ୍ଷ୍ୟରୁ ପୋଲିସ୍‌ ମୁତୟନ କରାଯାଇଥିଲା । ବିଦ୍ୟୁତ ଅଘଟଣ ରୁ ସୁରକ୍ଷା ପାଇଁ ଡେଲାଙ୍ଗ ବିଦ୍ୟୁତ ବିଭାଗ ଅଧିକାରୀ ଓ ଷ୍ଟାପ ଉପସ୍ଥିତ  ରହିଥିଲେ ! ସେହିପରି ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରୀଜିଉଙ୍କ ପବିତ୍ର ଘୋଷଯାତ୍ରା ଯୋରକଣୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ଅକ୍ଷୟ ପରିଡାଙ୍କ ତତ୍ୱାବଧନରେ ରଥଯାତ୍ରା ପରିଚାଳନା ହୋଇଥିବା ବେଳେ ଶିକ୍ଷାବିତ୍‌ ରମେଶ ଚନ୍ଦ୍ର ସ୍ୱାଇଁ ସୁନ୍ଦର ଭାବେ ରଥଯାତ୍ରା ଓ ଶ୍ରୀଜିଉଙ୍କ ଉପରେ ଧାରାବିବରଣୀ ପ୍ରଦାନ କାରିଥିଲେ । ଅକ୍ଷୟ ପରିଡା ରଥ ଛେରାପଂହାର କରିଥିଲେ  ! ସେହିପରି ଡେଲାଙ୍ଗ-କଣାସ ସଡକ, ଖୋର୍ଦ୍ଧା-ଡେଲାଙ୍ଗ-ପଟ୍ଟନାୟକିଆ ସଡକ, ଡେଲାଙ୍ଗ-ବ୍ରହ୍ମଗିରି ସଡକ, ପିପିଲି-ଡେଲାଙ୍ଗ ସଡକରେ ଶିଶୁମାନେ ଶତାଧିକ ଛୋଟଛୋଟ ରଥରେ ଚତୁର୍ଦ୍ଧାମୂତ୍ତିଙ୍କୁ ଆସୀନ କରାଇ ରଥ ଟାଣିବା ଦେଖାଯାଇଥିଲା ବେଳେ ବିଭିନ୍ନ ଗାଁ ଦାଣ୍ଡରେ ମଧ୍ୟ ଅନୁରୂପ ଦୃଶ୍ୟ ଦେଖାଯାଇଥିଲା । ବହୁ ସଂଖ୍ୟାରେ ଭକ୍ତ, ଶ୍ରଦ୍ଧାଳୁ ଓ ଅଚଂଳବାସୀଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk