-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

*ସି.ଆର.ସି.ସି. ତରଫରୁ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ*

28-Jun-2025



(ମିହିର ଶଙ୍କର ପାତ୍ର,)
ପାପଡ଼ା ହାଣ୍ଡି ବ୍ଲକର ସେମଳା ଆଞ୍ଚଳିକ ସାଧନ କେନ୍ଦ୍ରରେ ସି.ଆର.ସି.ସି. ବାବୁଲାଲ ସାଗର ଅଧ୍ୟକ୍ଷତାରେ ସି.ଆର.ଏମ. ବୈଠକ ଅନୁଷ୍ଠିତ ହୋଇଥିଲା।ଵି. ଆର .ଏମ .ବୈଠକରେ  ଆଲୋଚ୍ୟ ବିଦ୍ୟାଳୟ ନିରାପତ୍ତା କାର୍ଯ୍ୟକ୍ରମ କୁ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଆଲୋଚନାରେ ନଅ ପୃଷ୍ଠା ସମ୍ବଳିତ ତଥ୍ୟ ପ୍ରିଣ୍ଟ ସହ ବିଦ୍ୟାଳୟରେ ପାଳନ ସହ ସାଟିଫିକେଟ ପ୍ରଦାନ ପାଇଁ ଆଲୋଚନା ହୋଇଥିଲା।ଷୋଷାକ ଓ ଜୋତା ଗାଇଡଲାଇନ ଆଧାରରେ କାମ କରିବା ସହ ଶିକ୍ଷା ର ଏକଟିଭିଟି କ୍ୟାଲେଣ୍ଡର ପ୍ରମୁଖ ରେ ପ୍ରଧାନ ଶିକ୍ଷକର ମୁଖ୍ୟ ଭୂମିକା ରେ ବିଦ୍ୟାଳୟ ଶ୍ରେଣୀ ଶିକ୍ଷାଦାନ ପରି ଚ଼ାଳନା, ପିରିୟଡ଼ ସହ ବିଷୟ ପହଚାଳନା, ପ୍ରତିଦିନ ର ଲେସନ ନୋଟ ନିଶ୍ଚିତ ରେ ପ୍ରଧାନ ଶିକ୍ଷକ ସହକାରୀ ଶିକ୍ଷକର ଶିକ୍ଷାଦାନ ସମୀକ୍ଷା କରି ମତ ମନ୍ତବ୍ୟ   ମାଧ୍ୟମରେ ପିଲାଙ୍କୁ ଶିକ୍ଷା ର ଅଗ୍ରଗତି ପାଇଁ ପ୍ରୟାସ କରିବା ସତ୍ତ୍ବେ ପିଲାର ଶୈକ୍ଷିକ ଉନ୍ନତି ନ ହେଲେ ଲିଖିତ ଭାବେ ସି.ଆର.ସି.ସି.କୁ ଅବଗତ କଲେ ସି.ଆର.ସି.ସି . ତରଫରୁ ବିଦ୍ୟାଳୟରେ   ଶୈକ୍ଷିକ ସହାୟତା ବାବଦରେ ଆଲୋଚନା ହୋଇଥିଲା।ୟୁ .ଏ .ଏସ  . ଆପ ରେ ଶିକ୍ଷକ ତରଫରୁ ୧୦ ଟାରେ ଇନ ଓ କ୍ଳକ ଏବଂ ୪ ଟା ଆଉଟ ଓ କ୍ଳକ ବାବଦରେ ଅବଗତ କରାଯାଇଥିଲା l ପି.ଏମ .ପୋଷଣ .ର କାର୍ଯ୍ୟକାରି ଠିକ ଭାବରେ କାର୍ଯ୍ୟ କରିବାକୁ ପ୍ରଧାନ ଶିକ୍ଷକ ମତ ନେଇଥିଲେ।ଗଣଶିକ୍ଷା ବିଭାଗର ପତ୍ର ଆଧାରରେ କାର୍ଯ୍ୟ କରିବା ଆମ ସମସ୍ତଙ୍କର ଦାୟିତ୍ୱ ଅଟେ।ଵୈଠକରେ ପ୍ରଧାନ ଶିକ୍ଷକ ପରମେଶ୍ବର ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ବୈଠକ ସମାପ୍ତ ଘୋଷଣା କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like