-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ଏଡଭୋକେଟ ମାନଙ୍କ ସ୍ଥିତି,ଭୂମିକା ଓ ଦାୟିତ୍ୱ’ ଶୀର୍ଷକ ବିଷୟବସ୍ତୁ ଉପରେ ସେମିନାର 

28-Jun-2025



ବଲାଙ୍ଗୀର, ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଆୟୋଜନ ରେ  ସ୍ଥାନୀୟ ସିଭିଲ କୋର୍ଟ  ବାର୍ ହଲ୍ ଠାରେ ଏଡଭୋକେଟ ମାନଙ୍କ ‘ସ୍ଥିତି, ଭୂମିକା ଓ ଦାୟିତ୍ୱ‘ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ସରଗର୍ଭକ ସେନମିନାର ଅନୁଷ୍ଠିତ ହୋଇଥିଲା। ସଂଘର ସଭାପତି ବାସୁଦେବ ରଥଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ସେମିନାରରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଦୌରା ଜଜ୍ ଡ. ପବିତ୍ର ମୋହନ ସାମଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଫେମିଲି ଜଜ୍ ବିକ୍ରମକେଶରୀ ପଟ୍ଟନାୟକ ଓ ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ଏଡ୍‌ଭୋକେଟ ଗୌରୀଶ୍ୟାମ ପଣ୍ଡା ଯୋଗ ଦେଇ ଏକ ନ୍ୟାୟିକ ପ୍ରକ୍ରିୟାରେ ସମ୍ବିଧାନର ବିଧିବ୍ୟବସ୍ଥାକୁ ପାଳନ ପୂର୍ବକ ନିଜ ମହକିଲକୁ ନ୍ୟାୟ ପ୍ରଦାନ କରିବା ଦିଗରେ ଆଇନଜୀବୀ ମାନଙ୍କ ଏକ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ। କୋର୍ଟରେ ମୁକଦ୍ଦମା ଲଢ଼ିବା କେବଳ ଜଣେ ଓକିଲର ଦାୟିତ୍ୱ ନୁହେଁ ସତ୍ୟକୁ ଉଜାଗର କରିବା, ନିଜ ମହକିଲର ଅଧିକାରକୁ ସୁରକ୍ଷିତ ରଖିବା ଓ ସ୍ୱଚ୍ଛତା ଅବଲମ୍ବନ କରିବା ମଧ୍ୟ ଜଣେ ଓକିଲର ଦାୟିତ୍ୱ ହେବା ଉଚିତ। କୋର୍ଟର ଅଫିସର ଭାବରେ ଜଣେ ଏଡଭୋକେଟ ସ୍ୱରହୀନଙ୍କ ସ୍ୱର ହେବା ସହ ଏହି ମହତ୍ ବୃତ୍ତିକୁ ସମାଜର ହିତ ଉଦ୍ଦେଶ୍ୟରେ ବ୍ୟବହାର କରିବା ଉଚିତ। କୋର୍ଟକୁ ବିଭ୍ରାନ୍ତ ନ କରି ସତ୍ୟ ଓ ନ୍ୟାୟର ଉପସ୍ଥାପନା କରିବା ଜଣେ ଦାୟିତ୍ୱସଂପନ୍ନ ଆଇନଜୀବୀଙ୍କ ପ୍ରଥମ ଦାୟିତ୍ୱ ଅଟେ ବୋଲି ମୁଖ୍ୟବକ୍ତା ଶ୍ରୀ ପଣ୍ଡା କହିଥିଲେ। ସେମିନାରକୁ ବରିଷ୍ଠ ଏଡଭୋକେଟ୍ ଜୟକୃଷ୍ଣ ସାହୁ ସଂଯୋଜନା କରିଥିବା ବେଳେ ଚନ୍ଦ୍ରଶେଖର ମିଶ୍ର ସଭା ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଏଡଭୋକେଟ୍ ଅମରେନ୍ଦ୍ର ମିଶ୍ର, ଭବାନୀ ଶଙ୍କର ଶତପଥୀ, ଅନନ୍ତ ଥନାପତି, କୁଶଳ ପଟେଲ, ଲିଙ୍ଗରାଜ ପାଢ଼ି, ମମତା ପ୍ରିୟଦର୍ଶିନୀ ମହାନ୍ତି, ସୁପ୍ରମା ବହିଦାର, ସାଗରିକା କର, ପ୍ରମୋଦ ବହିଦାର, ଜାଗୃତି ସାହୁ, ସନ୍ତୋଷ ଠାକୁର, ପ୍ରଜ୍ଞାମୟୀ ବହିଦାର, ମମତା ସୁନା ପ୍ରମୁଖ ଯୋଗ ଦେଇ ଶୀର୍ଷକ ବିଷୟବସ୍ତୁ ଉପରେ ନିଜର ମତାମତ ଉପସ୍ଥାପନ କରିଥିଲେ । ଗୋବିନ୍ଦ ମହାନ୍ତି, ସବିତା ମିଶ୍ର, ଦିପ୍ତୀ ଶର୍ମା ଓ ଅନ୍ୟ ମାନେ ସହଯୋଗ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଓକିଲ ସଂଘର କୋଷାଧ୍ୟକ୍ଷ ସମୀର ମିଶ୍ର ମଂଚାସୀନ ଥିଲେ। ଶେଷରେ ସଂଘର ସଂପାଦକ ସଂଜୟ ବଗର୍ତ୍ତିୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଆଲୋଚନାଚକ୍ରରେ ଜିଲ୍ଲା ଓକିଲ ସଂଘର ସମସ୍ତ ସଭ୍ୟ ତଥା କୋଟର  ସମସ୍ତ ବିଚାରପତି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like