-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସୋନପୁର ରେ ରଥ ଟଣା ବେଳେ ଅଘଟଣ - ଭକ୍ତ ଙ୍କ ମୁଣ୍ତ ଫାଟିଲା - ଦେବୋତ୍ତର ବିଭାଗ ଓ ପୋଲିସ ପ୍ରଶାସନ ର ସମନ୍ୱୟ ର ଅଭାବ ଥିଲା*

28-Jun-2025



 ସୋନପୁର (ମନୋରଞ୍ଜନ ତ୍ରିପାଠୀ)ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା ରେ  ରଥ  ଟଣା ବେଳେ ଆଜି ସୋନପୁର ବଡ ଦାଣ୍ଡ ରେ ଅନେକ ଅଘଟଣ ଘଟିଛି  l ବଳଭଦ୍ର ଓ ଶୁଭଦ୍ରା ମହାପ୍ରଭୁ ଙ୍କ ରଥ ଶାନ୍ତି ଶୃଙ୍ଖଳା ରେ ଗଡି ଥିବା ବେଳେ ଶ୍ରୀ ଜଗନ୍ନାଥ କାଳିଆ ଠାକୁର ଙ୍କ ରଥ ଟଣା ବେଳେ ବଡ ଦାଣ୍ଡ ରେ ମଝିପଡ଼ା ଠାରେ ଏକ ଅଘଟଣ ଘଟିଥିବା ବେଳେ ବଡ ବଜାର ଅଞ୍ଚଳ ରେ ମଧ୍ୟ ଅନେକ ଦୋକାନ ବଜାର ରେ କାଳିଆ ରଥ ପିଟି ହୋଇ ଥିବା ଦେଖା ଦେଇଛି l କାଳିଆ ରଥ ମଝି ପଡ଼ା ଓମ୍ ଶାନ୍ତି ଫେଶିଅନ ସମ୍ବୁଖରେ ଏକ ଦୋକାନ ଛାତ ରେ  ବାଡେଇ ହୋଇ ଥିବା ବେଳେ ପାଖରେ ଥିବା ଜଣେ ଭକ୍ତ ଙ୍କ ମୁଣ୍ତ ଫାଟି ପ୍ରଚୁର ରକ୍ତ ସ୍ରାବ ହେଇ ଥିଲା l  ପୋଲିସ ଏସ ଡି ପି ଓ ନିଜେ ତାଙ୍କ ଗାଡ଼ିରେ ଆହତ ଙ୍କୁ ମେଡିକାଲ୍ ନେଇ ଚିକିତ୍ସା କରିଥିବା ଜଣା ଯାଇଛି l ଆଜି ରଥ ଟଣା ପୁର୍ବ ରୁ ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ପୋଲିସ ସୁରକ୍ଷା ବ୍ୟବସ୍ଥା ହୋଇ ନ ଥିବା ଓ ଆହତ ଙ୍କ ଚିକିତ୍ସା ପାଇଁ ଜରୁରୀ କାଳୀନ ସେବା ରେ ପ୍ରଥମ ଥର ଆମ୍ବୁଲାନ୍ସ ବ୍ୟବସ୍ଥା ନ ଥିବା ଯୋଗୁଁ ଏ ଅଘଟଣ ଘଟିଥିବା ଜଣା ଯାଇଛି l  କେବଳ ବଡ ରଥ ରେ ନୁହେଁ ଆଜି ଶ୍ରୀ ଦାଧିବାମନ ଙ୍କ ରଥ ଟଣା ବେଳେ ମଧ୍ଯ କସ୍ତୁରୀ ହୋଟେଲ୍ ସମ୍ମୁଖ ରେ କିଛି  ଲାଇନ୍ ତାର ଲାଗି ରଥ ର କଳସ ( ଚୂଳୀ) ତଳେ ପଡ଼ି ଯାଇଛି l ଓ ଅଳ୍ପକେ ଜଣେ ଭକ୍ତ ର ଜୀବନ ବଞ୍ଚି ଯାଇଥିବା ଖବର ମିଳିଛି l  ପୋଲିସ ପ୍ରଶାସନ, ଦେବୋତ୍ତର ବିଭାଗ ର ଆଜିର ଅବ୍ୟବସ୍ଥା ଯୋଗୁଁ ଭକ୍ତ ଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି l   ଆଜି ଦେବୋତ୍ତର ବିଭାଗ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ୱୟ ଓ ତାଳ ମେଳ ଅଭାବ ହୋଇ ଥିବାରୁ ପର୍ଯ୍ୟାପ୍ତ ସଂଖ୍ୟାରେ ପୋଲିସ ଓ ଆମ୍ବୁଲାନ୍ସ ସେବା ର ବ୍ୟବସ୍ଥା ହୋଇ ନ ଥିବା ଗଣ ମାଧ୍ୟମ କୁ ସୁଚନା ମିଳିଛି l  ଯା ଫଳରେ କି ରଥ ଟଣା ରେ ଅନେକ ବିଶୃଙ୍ଖଳା ଦେଖା ଦେଇଛି l   ଯେହେତୁ ପବ୍ଲିକ ସର୍ଭେଣ୍ଟ ହେଉଛନ୍ତି ସମସ୍ତ ଅଫିସର ସରକାରୀ କର୍ମଚାରୀ ,  ପୋଲିସ ର ବଡ ବଡ ଅଧିକାରୀ ଓ ଦେବୋତ୍ତର ଅଧିକାରୀ ମାନେ ଏ ସି ଗାଡି ରେ ନ ବସି ଭକ୍ତ ଙ୍କ ଗହଣ ରେ ପାଦ ରେ ଚାଲି କି ଯିବାକୁ ଓ ରଥ ଟଣା ରେ ଅଘଟଣ ପୂର୍ବରୁ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି ଘଟଣା ଦୁର୍ଘଟଣା କୁ ଏଡାଇ ବାକୁ ଭକ୍ତ ଓ ବୁଦ୍ଧିଜୀବୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like