-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡୁମେରଚୁଆଁ ଗାଁ ର କୁଜ ମାଝୀ ନିଖୋଜ; ପୁଅ କୁ ଖୋଜି ଆଣିଦେବା କୁ ମାଁ ର ଆକୁଳ ନିବେଦନ

29-Jun-2025



କଣ୍ଟାବାଞ୍ଜି(ମୋହନ ସୁନା): ମୁଁ ଗର୍ଭବତୀ ହୋଇ ୨ ମାସ ହେଉଥିଲା ଓ ମୋ ସ୍ବାମୀ ଙ୍କ ମୃତ୍ଯୁ ହୋଇଥିଲା। ଅନ୍ୟପକ୍ଷ ରେ ମୂଲ ଲାଗି ବହୁ କଷ୍ଟ ରେ ମୁଁ ସଂଘର୍ଷ କରି ମୋ ପୁଅ ଜନ୍ମ କରି ବଡ କରିଛି। ମୋ ସ୍ବାମୀ ଙ୍କ ମୃତ୍ଯୁ ପରେ ମୋ ସାହାରା ହେଉଛି ଏକମାତ୍ର ପୁଅ। ମୁଁ ତା ବିନା ବଞ୍ଚି ପାରିବି ନାହିଁ , ଗତ ୨୦ ତାରିଖ ରାତିରୁ ସେ ନିଖୋଜ ଅଛି ତାକୁ ଆମେ ବହୁ ଖୋଜିଲା ପରେ ମଧ୍ଯ ପାଇଲୁ ନାହିଁ ସେଥି ପାଇଁ ଗତ ୨୧ ତାରିଖ ରେ ମୁଁ ପୁଅ ନିଖୋଜ ହୋଇଥିବା ନେଇ ଥାନା ରେ ଲିଖିତ ଅଭିଯୋଗ କରିଛି। ହେଳେ ୮ ଦିନ ବିତି ଯାଇଥିଲେ ମଧ୍ଯ ମୋ ପୁଅ ର କିଛି ଖବର ମିଳୁନାହିଁ ପୋଲିସ କଣ କରୁଛି କିଏ ଜାଣି ମୋ ପୁଅ କୁ ଖୋଜି ଆଣି ଦିଅ ସରକାର ବୋଲି କୁହ ଭରା କଣ୍ଠ ରେ ଆକୁଲ ନିବେଦନ କରୁଛି ଜଣେ ହତ ଭାଗାନୀ ମାଁ । ଏହିଭଲି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଡୁମେରଚୁଆଁ ଗାଁ ରେ, ଏହି ଗାଁ ୧୯ ବର୍ଷିୟ ଯୁବକ କୁଜ ମାଝୀ ଗତ ୨୦ ରାତିରେ ଘର ଖାଉଥିବା ସମୟରେ ଏକ ଫୋନ କଲ ଆସିଲା ସେ କଥା ହେଉ ହେଉ ଘରୁ ବାହାଲି ଯେ ରାତିରେ ଆଉଁ ଘରକୁ ଫେରିଲେ ନାହିଁ। ପରିବାର ଲୋକେ ବହୁ ଖୋଜାଖୋଜି କରିବେ ବେଳେ ପତ୍ତା ପାଇଲେ ନାହିଁ ଶେଷ ରେ ଥାନା ଦ୍ବାରସ୍ଥ ହେଳେ ଏନେଇ କଣ୍ଟାବାଞ୍ଜି ପୋଲିସ ନିଖୋଜ ମାମଲା ରୁଜୁ କରିଥିବା ବେଳେ ନିଖୋଜ ଯୁବକ କୁଜ ର କୌଣସି ପତ୍ତା ପାଉନାହିଁ। ୮ ଦିନ ବିତି ଯାଇଥିଲେ ମଧ୍ଯ ପୋଲିସ ଘଟଣାକୁ ଗୁରୁତର ଭାବେ ନେଇ ନଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସେପଟେ ଏହିଘଟଣା କିଛି ଯୁବକ ଙ୍କୁ ପୋଲିସ କଣ୍ଟାବାଞ୍ଜି ଥାନା ରେ ରଖି ଅଧିକ ପଚରାଉଚରା କରୁଥିବା ଜଣାପଡିଛି। ନିଖୋଜ ଯୁବକ କୁଜ ଙ୍କ ପରିବାର କହିଲେ ସେ ଏବଂ ତାଙ୍କ ମାଁ। ଘରେ ଏକ ମାତ୍ର ଭେଣ୍ଡିଆ ପୁଅ ହେଉଛି ସେ ତୁରେକେଲା ଡ୍ରିଗୀ କଲେଜ ଯୁକ୍ତ ତିନି ର ୨ୟ ବର୍ଷ ର ଛାତ୍ର ଅଟନ୍ତି। ଏକମାତ୍ର ପୁଅ ନିଖୋଜ ହେବା ପରେ ଏଭେ ଭାଙ୍ଗି ପଡିଛି ମାଁ। ବଲାଙ୍ଗୀର ଜିଲ୍ଲା ପୋଲିସ ପ୍ରଶାସନ ଘଟଣା ଗୁରୁତର ନେଇ ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like