-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟାପକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

29-Jun-2025



କଣ୍ଟାବାଞ୍ଜି(ମୋହନ ସୁନା): କଣ୍ଟାବାଞ୍ଜି ସହରର ମହିଳା ସ୍ନାତକ ମହା ବିଦ୍ୟାଳୟ ର ରାଜନୀତି ବିଭାଗର ଅଧ୍ୟାପକ ଡକ୍ଟର ନେପାଲ ସେଠିଙ୍କୁ ରାଜନୀତି ବିହାଗ ଛାତ୍ରୀ ଓ ମହାବିଦ୍ୟାଳୟର ଅଧ୍ୟାପକ/ଅଧ୍ୟାପିକା କର୍ମଚାରୀ ମାନଙ୍କ ତରଫରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଅଛି। ସୂଚନା ଅନୁସାରେ ଡକ୍ଟର ସେଠି ୨୦୧୮ ମସିହା ରେ ଏହି ମହା ବିଦ୍ୟାଳୟ ରେ ଚାକିରି ରେ ଯୋଗଦାନ କରିଥିଲେ, ସେ ଏବର୍ଷ ଓଡ଼ିଶା ରାଜ୍ୟ କର୍ମଚାରୀ ଚୟନ ବୋର୍ଡ ପରୀକ୍ଷାରେ ପୋଷ୍ଟ ଗ୍ରଜୁଆଟେ ଶିକ୍ଷକ ଭାବରେ ମନୋନୀତ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଠାରୁ  ନିଯୁକ୍ତି ମେଳା ରେ ନିଯୁକ୍ତି ପତ୍ର ପ୍ରପ୍ତକରି ଅନୁଗୁଳ ଜିଲ୍ଲା ର ଛେଣ୍ଡିପଦା ବ୍ଲକର ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ଏଣୁ ଏହିସଭା ରେ ତାଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପୁରୋହିତ ସେ ମହାବିଦ୍ୟାଳୟ କୁ ଦୀର୍ଘ ୭ ବର୍ଷ ସେବା ଯୋଗଇଦେଇଥିବାରୁ ମହାବିଦ୍ୟାଳୟର ଛାତ୍ରୀ, କର୍ମଚାରୀଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଯୁଧିଷ୍ଠିର ବେହେରା, ଜିତେନ୍ଦ୍ର ସୁନା, ବଳରାଜ୍ ସିଂଦେଓ,ଦେବେନ୍ଦ୍ର କୁମାର ପଣ୍ଡା, ରମେଶ ଚନ୍ଦ୍ର ପୂଜାହରି, ଅଧ୍ୟାପିକା ସୁନନ୍ଦା ରଥ, ଲିପାନିତା ପଧାନ, ନୀରବତି ପାଧାନ , ଡ଼କ୍ଟର ସସ୍ମିତା ପଟ୍ଟନାୟକ, ଧରାଶ୍ରୀ ମହାନ୍ତି, ଗ୍ରନ୍ଥାଗାର ରକ୍ଷକ ସନ୍ତୋଷ ମହାନ୍ତି ଓ ମନୋଜ ସାହୁ, କର୍ମଚାରୀ ସନ୍ତୋଷ ତ୍ରିପାଠୀ, ପିଙ୍କି ନାଗ, ନାଜ୍ ନିନ ପର୍ମାର ଓ ସମସ୍ତ କର୍ମଚାରୀ ଛାତ୍ରୀ ଡକ୍ଟର ସେଠୀ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like