-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ମାନେ ହେଉଛନ୍ତି ଦେଶ ଓ ସମାଜ ଗଠନର ମୁଖ୍ୟ ବିନ୍ଧାଣୀ" ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନାସଭାରେ ବଖାଣିଲେ ଅତିଥି ଗଣ

29-Jun-2025



ସିନାପାଲି (ଚିନ୍ତାମଣି ନେତାମ)
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ବ୍ରାହ୍ମଣୀଗୁଡା କ୍ଲଷ୍ଟର  ଅଧିନସ୍ଥ  ନୂଆଗୁଡା ଉ. ପ୍ରା. ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଲଖିନ ହଂସଙ୍କ  ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା  ସମାରୋହ ତାଙ୍କ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି  l  ଏହି ଅବସରରେ ହୋଇଥିବା ସଭାରେ କୁସୁମଜୋର ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରାଣ କୃଷ୍ଣ ଯୋଶୀ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥିଭାବେ ନୀଳଜି ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସୁ ସାହିତ୍ୟକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର, ବିଶିଷ୍ଠ ଅତିଥିଭାବେ  ଶ୍ରୀଯୁକ୍ତ ଲଖିନ ହଂସ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ସୁନୀତି ହଂସ ଏବଂ  ସମ୍ମାନୀତ ଅତିଥି ଭାବରେ  ମୁଖ୍ୟମନ୍ତ୍ରୀ  ଶିକ୍ଷା ପୁରସ୍କାର ପ୍ରାପ୍ତ ପୂର୍ବତନ ସି. ଆର. ସି. ସି ଶ୍ରୀଯୁକ୍ତ ଖଗେଶ୍ୱର ନିଆଲ, ନବ ନିଯୁକ୍ତ ସି. ଆର. ସି. ସି. ବ୍ରାହ୍ମଣୀଗୁଡା ,ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ମାଝୀ ,  ସମାଜ ସେବୀ ଶ୍ରୀଯୁକ୍ତ ଚୈତନ୍ୟ ମାଝୀ ମଞ୍ଚାସୀନ ଥିଲେ  l  ବିଦ୍ୟାଦାତ୍ରୀ ମା  ସରସ୍ବତୀ ଙ୍କ  ଫୋଟୋ ଚିତ୍ରରେ  ଫୁଲ ଚନ୍ଦନ  ଓ  ଦୀପ ଲଗାଇ  ଅତିଥିଗଣ  ପୂଜାର୍ଚ୍ଚନା କଲାପରେ  ସଭାକାର୍ଯ୍ୟ ଆରମ୍ଭ କରାଗଲା  l   ଶିକ୍ଷକ ଶ୍ରୀଯୁକ୍ତ  ଭୂତେଶ୍ୱର ନାଏକ  ଅତିଥି ପରିଚୟ  କରିବାସହ  ସ୍ୱାଗତ ଅଭିଭାଷଣ  ପ୍ରଦାନ କରିଥିଲେ  l    ଅତିଥି ଗଣ ଓ  ପ୍ରଧାନ ଶିକ୍ଷକ ବୃନ୍ଦ ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ହଂସଙ୍କର ଛାତ୍ର ବତ୍ସଲତା,ସମୟାନୁ ବର୍ତ୍ତିତା, କର୍ତ୍ତବ୍ୟ ପରାୟଣତା,ଶିକ୍ଷା ଦାନର ଦକ୍ଷତା,ସରଳ ଓ ଅମାୟିକ  ବ୍ୟବହାର ଏବଂ ଉତ୍ତମ ଗୋଷ୍ଠୀ ସମ୍ପର୍କ ଆଦି ମହତ ଗୁଣ ଗୁଡିକ ବଖାଣିବା ସହ ତାଙ୍କ ଆଦର୍ଶରେ  ଅନୁପ୍ରାଣିତ ହେବା ପାଇଁ  ମତ ରଖିଥିଲେ  l ସଭାପତି,ଅତିଥିଗଣ ଓ  ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ ସରୋଜ ସାହୁ, ଶ୍ରୀଯୁକ୍ତ  ଦେବେନ୍ଦ୍ର କଶ୍ୟପ, ଶ୍ରୀଯୁକ୍ତ ଧର୍ମୁ ନାଏକ, ଚିନ୍ତାମଣି ମେହେର, ପର୍ଶୁରାମ ମାଝୀ, ଜଗମୋହନ ମାଝୀ, ପ୍ରମୁଖ  ବିଦାୟୀ ଶିକ୍ଷକଙ୍କୁ  ମାନପତ୍ର,ଉପଢୌକନ,ସିନ୍ଦୁର ଚନ୍ଦନ ଓ ଫୁଲମାଳ ଦେଇ ସମ୍ମର୍ଦ୍ଧିତ କରିଥିଲେ l  ଶିକ୍ଷୟିତ୍ରୀ  ନିବେଦିତା ନାଏକ  ମାନପତ୍ର ପଠନ କରିଥିଲେ  lଏହି ଅବସରରେ  ଉକ୍ତ କ୍ଲଷ୍ଟରର ପୂର୍ବତନ ସି ଆର ସି ସି   ଶ୍ରୀଯୁକ୍ତ ଖଗେଶ୍ୱର ନିଆଲଙ୍କୁ ବିଦାୟ ସମ୍ମର୍ଦ୍ଧନା ଏବଂ ନବନିଯୁକ୍ତ ସି ଆର ସି ସି ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ମାଝୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l  ସଭାଶେଷରେ ଶ୍ରୀଯୁକ୍ତ ଦେବେନ୍ଦ୍ର ନାରାୟଣ କଶ୍ୟପ ଅତିଥିଗଣଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l ସଭାରେ କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକ /ଶିକ୍ଷୟିତ୍ରୀ  ଏବଂ ସ୍ଥାନୀୟ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ /ସଭ୍ୟା ଉପସ୍ଥିତ ରହି ସଭା କାର୍ଯ୍ୟକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like