-+91-9937148622 |

prerana_bgr@rediffmail.com |

  Wednesday 13th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||      ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   (12-May-2026)       ||      ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ    (12-May-2026)       ||      ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||      ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ବରିଷ୍ଠ ନାଗରିକ ଙ୍କ ପାଇଁ ସ୍ୱତନ୍ତ୍ର ସ୍ଵାସ୍ଥ୍ୟ ଚିକିତ୍ସା ଶିବିର*-

29-Jun-2025



(ମନୋରଞ୍ଜନ ତ୍ରିପାଠୀ)
  ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ  ସୋନପୁର ଘୋଡା ଘାଟ ପଡ଼ା  (ମହାରଣା ପଡ଼ା ) "ମା ଘର" ଠାରେ ସୁବର୍ଣ୍ଣପୁର ସହର ର ବରିଷ୍ଠ ନାଗରିକ ଙ୍କ ପାଇଁ ଦୁଇ ଦିନିଆ ସ୍ବତନ୍ତ୍ର ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି l  ପ୍ରଫେସର ଦତ୍ତେଶ୍ୱର ହୋତା ( ୟୁରୋଲୋଜିଷ୍ଟ)  ଙ୍କ ତତ୍ୱା ବଧାନ ରେ ଅନୁଷ୍ଟିତ ଏହି ଦୁଇ ଦିନିଆ ଶିବିର ରେ  ଭେଷଜ ବିଶେଷଜ୍ଞ ଡ଼ା ଜେ .କିଶୋର , ଅର୍ଥୋ ପେଡିକ ବିଭାଗ ଡ଼ା. ସିଦ୍ଧାର୍ଥ ମହାନ୍ତି, ଡ଼ା.ରାଜ କିଶୋର ମିଶ୍ର ଯୋଗ ଦେଇ ସହର ର ୫୦ ରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକ ଓ ସହର ର ଅନେକ ସାଧାରଣ ଲୋକ ଙ୍କୁ  ମାଗଣା ଚିକିତ୍ସା କରି  ଔଷଧ ବଣ୍ଟନ କରିଥିଲେ l ଏହି ଶିବିର ରେ କଟକ ର ଉଚ୍ଚ ସ୍ତରୀୟ ଡାକ୍ତରୀ ଦଳ ଙ୍କ ସହିତ ପ୍ରଫେସର ହୋତା ଙ୍କ ଧର୍ମପତ୍ନୀ ଶ୍ରୀମତୀ ସୁଜାତା ପୁଝାରୀ ,  ଅଶୋକ ପ୍ରିୟଦର୍ଶୀ, ଅରୁଣ ଲେଙ୍କା, ସୁଦୀପ ପରିଡ଼ା, ସଂଗ୍ରାମ ଭୋଳ, ରାଜେଶ ମହାନ୍ତି ଚିକିତ୍ସା, ରେଜିଷ୍ଟ୍ରେସନ୍ ଓ ଔଷଧ ବିତରଣ ସେବା କାର୍ଯ୍ଯ ରେ ସହଯୋଗ କରିଥିଲେ l

ନୂଆପଡ଼ା, ବଲାଂଗୀର ଓ ବୌଦ୍ଧ ଜିଲ୍ଲା  ର ମଧ୍ୟ ତିନି ଜଣ ବରିଷ୍ଠ ନାଗରିକ ଯୋଗ ଦେଇ ଶିବିର ରେ ଚିକିତ୍ସିତ ହୋଇଥିଲେ l ଶିବିର ର ଉଦଯାପନୀ ସଭାରେ ବରିଷ୍ଠ ନାଗରିକ ବଳରାମ ମିଶ୍ର, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଜ୍ୟୋତି ରଞ୍ଜନ ବହିଦାର, ବ୍ରଜ ମୋହନ ଦାନୀ, ହରି ହର ଶତପଥି, ଇସ୍ମାଇଲ ଖାଁ, ସନ୍ତୋଷ ତ୍ରୀପାଠୀ, ପ୍ରଦୀପ ପୁରୋହିତ, ମୃତ୍ୟୁଞ୍ଜୟ ଦାଶ, ଦିଲ୍ଲୀପ ରଥ, ପ୍ରତାପ ଦାଶ, ପଠାଣ କୁମାର ପଣ୍ଡା, ଡ଼ଃ ସନ୍ତୋଷ ପାଢ଼ୀ , ପ୍ରଦୀପ ଖେତି, ପ୍ରଦୀପ ସାହୁ ପ୍ରମୁଖ ଙ୍କୁ ଏହି  ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରଯାଇଛି l ସହର ତଥା ଜିଲ୍ଲା ର ବୁଦ୍ଧିଜୀବୀ ଏ ମହତ କାର୍ଯ୍ୟ କୁ ଖୁଵ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   12-May-2026
  ଜିଲ୍ଲା  
ଶୋଭନୀୟ ଦେବ କନ୍ୟା ର ବିବାହ   12-May-2026
  ଜିଲ୍ଲା  
ପୋଲିସ ପେଟ୍ରୋଳିଂ ବେଳେ ଗଞ୍ଜେଇ ଓ ସ୍କର୍ପିଓ ଜବତ୍   12-May-2026
  ଜିଲ୍ଲା  
ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ   12-May-2026
  ଜିଲ୍ଲା  
ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   12-May-2026
  ରାଜ୍ୟ  
ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   12-May-2026
  ରାଜ୍ୟ  
ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   12-May-2026

You Might Also Like