-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ପାତାଳୀ ଶ୍ରୀ କ୍ଷେତ୍ରରେ ଶ୍ରୀଜୀଉଙ୍କ ମତ୍ସ୍ୟ ଓ କଚ୍ଛପ ଅବତାର* - *ପ୍ରଭୂ ଙ୍କ କୃପା ଲାଭ କଲେ ଝାରସୁଗୁଡ଼ା ଜିଲ୍ଲାପାଳ ଅବୋଲି ସୁନିଲ ନର୍ବଣେ*-

29-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମତ୍ସ୍ୟ ଓ କଚ୍ଛପ ଅବତାର ରେ ଆଜି ଆଡପ ମଣ୍ଡପରେ ପ୍ରଭୁ ଦର୍ଶନ ଦେଉଛନ୍ତି ଭକ୍ତ ଙ୍କୁ ।ଆଜି ସୁବର୍ଣ୍ଣପୁର ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ତଥା ଝାରସୁଗୁଡା ଜିଲ୍ଲାପାଳ ଆବୋଲି ସୁନୀଲ ନରୱଣେ ପାତାଳୀ କ୍ଷେତ୍ର ପରିଦର୍ଷନ କରିବା ସହ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ ।ଏହି ଅବସରରେ ପାତାଳୀ ଶ୍ରୀକ୍ଷେତ୍ର ରାମାୟଣୀ ଗୋଷ୍ଠୀ ଦ୍ଵାରା ତୁଳସୀ ରାମାୟଣ ପାରାୟଣ ଓ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଗାୟକ ଭାବରେ ଗୋପାଳ ପଣ୍ଡା,ବିଜୟ କୁମାର ହୋତା,ସୁଧିର କୁମାର ପୁରୋହିତ,ଗୋବର୍ଦ୍ଧନ ଚାନ୍ଦ,ଅନିରୁଦ୍ଧ ପାଢୀ,ପୂର୍ଣ୍ଣଚନ୍ଦ୍ର ପାଢୀ,ଇପ୍ସୀତା ପ୍ରିୟଦର୍ଶନୀ ପାଢୀ,ଅନନ୍ତ ନାରାୟଣ ପାଢୀ,ଜାନକୀରାମ ଦେହେରୀ ଓ ନରେନ୍ଦ୍ର ବାଘ ଙ୍କ ଦ୍ଵାରା ଭଜନ ପରିବେଷଣ ହୋଇଥିଲା ।ଏଥିରେ ବାଦ୍ୟଯନ୍ତ୍ରରେ ଅଚ୍ୟୁତାନନ୍ଦ କୁରୁକୁରିଆ,ପଞ୍ଚାନନ ମନ୍ତ୍ରା ଓ ଚମରା ସେଠୀ ସହଯୋଗ କରିଥିଲେ ।ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଓଡିଶାର ବିଭିନ୍ନ ପ୍ରାନ୍ତରୁ ଭକ୍ତ  ଶ୍ରଦ୍ଧାଳୁ ଧାଇଁ ଆସିଥିଲେ । ପୋଲିସ ପ୍ରଶାସନ ଓ କମିଟି ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like