-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଦେଶ ବିଦେଶ

ଉପନିର୍ବାଚନରେ କୋଭିଡ କଟକଣା: ନାମାଙ୍କନ ପତ୍ର ଦାଖଲ ବେଳେ ଶୋଭାଯାତ୍ରା ମନା!

09-Oct-2020



କରୋନା କଟକଣା ମଧ୍ୟରେ ହେବାକୁ ଯାଉଛି ବିହାର ବିଧାନସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟର ଉପନିର୍ବାଚନ।  କରୋନା କଟକଣାକୁ ଦୃଷ୍ଟିରେ ରଖି ଷ୍ଟାର କ୍ୟାମ୍ପେନର ଗାଇଡ୍‌ଲାଇନ୍‌ରେ ପରିବର୍ତ୍ତନ କରିଛନ୍ତି ନିର୍ବାଚନ କମିଶନ। କେମିତି ପ୍ରଚାର କରାଯିବ, ପ୍ରାର୍ଥୀମାନେ କିପରି ନାମାଙ୍କନ ଦାଖଲ କରିବେ ସେ  ନେଇ ଗାଇଡ ଲାଇନ ଜାରି କରିଛନ୍ତି ଇସି।ନିର୍ବାଚନରେ ଲଢୁଥିବା ପ୍ରାର୍ଥୀଙ୍କ ପାଇଁ ଜାରି ନିର୍ଦ୍ଦେଶନାମା ଅନୁସାରେ,  ନାମାଙ୍କନ ଦାଖଲ ପାଇଁ ପ୍ରାର୍ଥୀଙ୍କ ସହିତ କେବଳ ଦୁଇ ଜଣ ସମର୍ଥକ ଯାଇ ପାରିବେ । ନାମାଙ୍କନ ଲାଗି କେବଳ ଦୁଇଟି ଗାଡି ବ୍ୟବହାର କରିପାରିବେ ପ୍ରାର୍ଥୀ । ଘର ଘର ବୁଲି ପ୍ରଚାର ପାଇଁ ସର୍ବାଧିକ ୫ ଜଣଙ୍କୁ ଅନୁମତି ମିଳିବ । ପବ୍ଲିକ ମିଟିଂ ପାଇଁ ସ୍ଥାନ ଚୟନ ହେବ ଏବଂ ୧୦୦ ଭିତରେ ସୀମିତ ରହିବ ସଂଖ୍ୟା!

 ନୋମିନେସନ୍ ଦାଖଲ ପାଇଁ ଏକ ବଡ଼ କଠୋରୀର ବ୍ୟବସ୍ଥା କରିବେ ଜିଲ୍ଲା ପ୍ରଶାସନ । ଭୋଟରଙ୍କ ତାପମାତ୍ରା ମାପିବା, ସାନିଟାଇଜର, ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପାଳନ କରିବେ ସମସ୍ତ ଭୋଟର । ଗ୍ଲୋଭ୍ସ ବ୍ୟବହାର କରି ଭୋଟ ଦେବାକୁ ଯିବେ । ଏଥିଲାଗି ପ୍ରଶାସନ ପକ୍ଷରୁ ସମସ୍ତ ଭୋଟରଙ୍କୁ ଗ୍ଲୋଭ୍ସ ପ୍ରଦାନ କରାଯିବ । ପ୍ରତି ବୁଥ୍‌ରେ ସର୍ବାଧିକ ୧ ହଜାର ଭୋଟର ଭୋଟ ଦେବାକୁ ବ୍ୟବସ୍ଥା କରାଯାଇଛି ତେବେ କରୋନା ଦୃଷ୍ଟିରୁ ଭୋଟ ଗ୍ରହଣ ପାଇଁ ୪୦ରୁ ୫୦% ବୁଥ୍ ବଢ଼ା ଯାଇଛି। ଭୋଟ ଗ୍ରହଣ ଦିନ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ ହେବ। ମାସ୍କ ବାଧ୍ୟତାମୂଳକ । ମାସ୍କ ପିନ୍ଧି ନ ଥିଲେ ପ୍ରଶାସନ ପକ୍ଷରୁ ଦିଆଯିବ । ଗ୍ଲୋଭ୍ସ ପିନ୍ଧି ଭୋଟର EVM ବଟନ୍ ଟିପିବେ। କୌଣସି ଭୋଟର କରୋନା ସନ୍ଦେହ ହେଲେ, ଟୋକନ୍ ନେଇ ଶେଷ ଘଣ୍ଟାରେ ଭୋଟ ଦେବେ!!*


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like