-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ସ୍ୱାଧିନ ଫେଡେରେସନ ଆହ୍ୱାନରେ ୯ ଜୁଲାଇ ୨୦୨୫ ସର୍ବ ଭାରତୀୟ ଧର୍ମଘଟ ସଫଳ କରିବା ପାଇଁ ବଲାଙ୍ଗିର ଜିଲ୍ଲା ଏଆଇଟିୟୁସିର ପ୍ରସ୍ତୁତି ବୈଠକ

29-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର) ସ୍ଥାନୀୟ ହିରା ଜିଟିଡି ୱାର୍କରସ୍ ୟୁନିୟନ ଠାରେ ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା ପରିଷଦ ବୈଠକ ଜିଲ୍ଲା ସଭାପତି ତୀର୍ଥ ପଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାରେ ଥିବା ୟୁନିୟନ ଗୁଡିକ ହିରା ଜିଟିଡି ୱାର୍କରସ୍ , ଗ୍ରାମ ପଂଚାୟତ ରାତ୍ରି ଜଗୁଆଳି ସଂଘ, ଉଦ୍ୟାନ ସାଥୀ ସଂଘ, ଗୋଳାବାରୁଦ ପ୍ରତିରକ୍ଷା ସଂଘ, କୋଠାବାଡି ନିର୍ମାଣ ଶ୍ରମିକ ସଂଘ, ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ଓ ପାଚୀକା ସହାୟିକା ସଂଘ, ଫରେଷ୍ଟ ଉଡ୍ ସଂଘ, ନିଖିଳ ଓଡିଶା ଆଶା କର୍ମୀ ସଂଘ ପ୍ରମୁଖର ସଭାପତି, ସଂପାଦକ ଓ କର୍ମକର୍ତ୍ତାମାନେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ଶ୍ରମିକ ବିରୋଧି ଚାରି ଶ୍ରମିକ କୋଡ ବାତିଲ କରିବା, ଜାତୀୟ ଶ୍ରମ ସମ୍ମିଳନୀ ତୁରନ୍ତ ଅନୁଷ୍ଠିତ କରାଇବା, ସ୍କିମ ୱାରର୍କର ଯଥା ଆଶା, ଅଙ୍ଗନୱାଡି ଓ ସହାୟିକା, ପାଚିକା ଓ ସହାୟିକା, ଗ୍ରାମ ପଂଚାୟତ ଓ କର୍ମଚାରୀ ଓ ଉଦ୍ୟାନ ସାଥୀଙ୍କୁ ଶ୍ରମିକ ମାନ୍ୟତା, ସର୍ବନିମ୍ନ ମାସିକ ମଜୁରି ୨୬ହଜାର ଟଙ୍କା ପ୍ରଦାନ କରିବା, ଦରଦାମ ବୃଦ୍ଧି ବନ୍ଦ କରିବା, ପୁରୁଣା ପେନସନ ଲାଗୁ କରିବା, ସର୍ବନିମ୍ନ ଇପିଏଫ୍ ପେନସନ ମାସିକ ୯ହଜାର ପ୍ରଦାନ କରିବା ଇତ୍ୟାଦି ୧୨ ଦଫା ଦାବି ରେ ଆସନ୍ତା ୯ ଜୁଲାଇ ୨୦୨୫ ସର୍ବ ଭାରତୀୟ ଧର୍ମଘଟ ସଫଳ କରିବା ଅବସରରେ ସମ୍ପୁର୍ଣ୍ଣ ବଲାଙ୍ଗିର ଜିଲ୍ଲାରେ ଧର୍ମଘଟକୁ ସଫଳ କରିବାରେ ଆହ୍ୱାନ ଦେଇ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି । ଏଥିରେ ପି.ଦାମୋଦର ରାଓ, ଘନଶ୍ୟାମ ପଶାୟତ, କମଲ ଲୋଚନ ଭୋଇ, ବିରବର କର୍ମୀ, ମାଧବୀ କଲତା, ତୁଳସୀ ପ୍ରଧାନ, କୁମଦିନୀ ବାଗ, ହିମାଂଶୁ କଲତା, ସରିତା ସାହୁ, ପ୍ରମୋଦିନୀ ସ୍ୱାଇଁ, ଜନିତା ବିଶି, ପଦ୍ମଲୋଚନ ପଟ୍ଟନାୟକ, ପାଣ୍ଡବ ଭୋଇ, ସଂଜୁ ବାଗ, ଦମୟନ୍ତି ମହାନନ୍ଦ, ପ୍ରଭାସିନି ରାୟ, ଦିଲିପ କୁମାର ଭୋଇ, ଜଗବନ୍ଧୁ ବେହେରା, ସାଏବୁ ନନ୍ଦ, ଓମି ଗୁପ୍ତା, ମମତା କଚ୍ଛପ, ବାସନ୍ତି ସେଠ, ମିନାକ୍ଷି ଜେନା, ମମତା ଜେନା ପ୍ରମୁଖ ଦେଇ ଧର୍ମଘଟକୁ ସଫଳ ରୂପାୟନ ଦେବାକୁ ଅନୁରୋଧ କରିଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like