-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗୁରୁପୂର୍ଣ୍ଣିମାରେ ଗୁରୁ ପୂଜନୋତ୍ସବ ପାଇଁ ବୈଠକ

29-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର)ବଲାଙ୍ଗିର ସ୍ଥିତ ଶ୍ରୀନୃସିଂହ ମନ୍ଦିର କାର୍ଯ୍ୟାଳୟ ଠାରେ ଗୁରୁଭାଇ ଓ ଭଉଣୀ ସେବା ସଂଘ ଟ୍ରଷ୍ଟ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଗୁରୁ ପୂଜନ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଆସନ୍ତା ତା.୧୦.୦୭.୨୦୨୫ ଗୁରୁ ପୂର୍ଣ୍ଣିମା ଦିନ ଶ୍ରୀ ନୃସିଂହ ମନ୍ଦିର ପରିସରରେ ଗୁରୁପୂଜନ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ଉକ୍ତ ଦିନ  ସକାଳେ ଏକ ଅଧ୍ୟାୟ ଭାଗବତ ପାରାୟଣ ଗୁରୁଭାଇ ଲିପକ ମିଶ୍ର ଦ୍ୱାରା ପରିବେଷଣ କରାଯିବ । ପୂର୍ବାହ୍ନରେ ଗୁରୁଭାଇ ଭଉଣୀ ସେବା ସଂଘର ବାର୍ଷିକ ବିବରଣୀ ପଠନ, ଆୟବ୍ୟୟର ହିସାବ ତାଲିକା, ସଂଗଠନ ସମ୍ବନ୍ଧରେ ବିଭିନ୍ନ ସୂଚନା ସମେତ ଆଗାମୀ ବୃନ୍ଦାବନ ଧାମ ଯାତ୍ରା ସମ୍ବନ୍ଧରେ ସୂଚନା ପ୍ରଦାନ କରାଯିବ । ପରେ ସମୟ ୧୨ ଘଣ୍ଟା ସମୟରେ ଗୁରୁ ପୂଜନ ଓ ଆଶିର୍ବଚନ ଗ୍ରହଣ କରାଯିବା ପାଇଁ ସ୍ଥିର କରାଯାଇଅଛି । ଏହି ସଭାରେ ସଂଘର ସଭାପତି ଚନ୍ଦ୍ର କୁମାର ପୁରୋହିତ ଓ ସମ୍ପାଦକ ନାରାୟଣ ପୁରୋହିତ ସମେତ ଉପଦେଷ୍ଟା ହଜାରୀ ମିଶ୍ର, କିଶୋର କୁମାର ପୁରୋହିତ, କୋଷାଧ୍ୟକ୍ଷ ଜଗମୋହନ ତ୍ରିପାଠୀ, ବରିଷ୍ଠ ସଭ୍ୟ ପ୍ରଭାତୀ କୁମାର ଦାଶ, ରାକେଶ ପଣ୍ଡା, ସିଦ୍ଧେଶ୍ୱର ପାଣିଗ୍ରାହୀ, ବ୍ରଜ ମୋହନ ସାହୁ, ଦିଲିପ କୁମାର ନାୟକ, ଲଳିତ କୁମାର ବହିଦାର, ଭୁସାଗର ଡାଙ୍ଗ, ବଳଭଦ୍ର ପଣ୍ଡା ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like