-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

*ସୋନପୁରରେ ବରାହ ଓ ନୃସିଂହ ବେଶରେ ଦର୍ଶନ ଦେଲେ ବ ଆଜି ବଡ଼ ଠାକୁର*

29-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଜି ବରାହ ଓ ନୃସିଂହ ବେଶରେ ଦର୍ଶନ ଦେଇଛନ୍ତି। କଥାରେ ଅଛି ଆଡପ ମଣ୍ଡପରେ ପ୍ରଭୁଙ୍କୁ ଦର୍ଶନ ମହାପୁଣ୍ୟ ଓ ଫଳ ପ୍ରାପ୍ତି ଅଟେ। ସନାତନ ଧର୍ମର ମାନ୍ୟତା ଅନୁଯାୟୀ ଯେତେବେଳେ ପୃଥିବୀ ପୃଷ୍ଠରେ ଅନ୍ୟାୟ ଅତ୍ୟାଚାରର ମାତ୍ରା ବଢିଯିବାର ଦେଖାଯାଇଥାଏ ସେତେବେଳେ ଭଗବାନ ବିଷ୍ଣୁ ସେହି ଅନ୍ୟାନ୍ୟ ଅତ୍ୟାଚାର କବଳରୁ ରକ୍ଷା କରିବା ପାଇଁ ଅବତାର ଧାରଣ କରି ପୃଥିବୀ ପୃଷ୍ଠକୁ ଆସିଥିବା ପୌରାଣିକ ତଥ୍ୟାବଳୀରୁ ଜଣାଯାଏ । ପ୍ରତୀକାତ୍ମକ ସ୍ୱରୂପ ଏହି ଘୋଷ ଯାତ୍ରା ସମୟରେ ଭଗବାନ ବିଷ୍ଣୁଙ୍କ ସେହି ମାନବୀୟ ଲୀଳା ଗୁଣ୍ଡିଚା ଆଡ଼ପ ମଣ୍ଡପରେ ଦେଖିବାକୁ ମିଳିଥାଏ।  ବଡ଼ବଜାର 'ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି' ପକ୍ଷରୁ ଗୁଣ୍ଡିଚା ମନ୍ଦିର ଠାରେ ପ୍ରତ୍ୟହ ସନ୍ଧ୍ୟା ସମୟରେ ରାତି ପର୍ଯ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଭଜନ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି l ଆଜି ସଙ୍ଗୀତ ନିରଝର୍ କଳା ପରିଷଦ, କେନ୍ଦ୍ରାପଡ଼ା ପକ୍ଷରୁ ଭଜନ କାର୍ଯ୍ଯକ୍ରମରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଦର୍ଶନ ସହିତ ଭଜନ କାର୍ଯ୍ୟକ୍ରମର ମଜା ନେଇଥିଲେ। ଆଜି ର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅତିଥି ରୂପେ ଉପ ଜିଲ୍ଲାପାଳ ଡ. ସୌମ୍ୟାରୂପା ରଥ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ l ସେହିପରି ଆଜି ବୃନ୍ଦାବନ ମନ୍ଦିରରେ ମଧ୍ୟ ପ୍ରଭୁ ଜଗନ୍ନାଥ ବରାହ ଅବତାର ରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡା ଠାରେ ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ ଲାଭ କରୁଛନ୍ତି l ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like