-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ସହରର ବିଜେପି ନଗର କମିଟି ଗଠନ

30-Jun-2025



କଣ୍ଟାବାଞ୍ଜି(ମୋହନ ସୁନା): କଣ୍ଟାବାଞ୍ଜି ଭାରତୀୟ ଜନତା ପାର୍ଟିର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସ୍ଥାନୀୟ ଶ୍ରୀ ହରିଭବନ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଥମେ ପ୍ରଧାନମନ୍ତ୍ରୀ ଙ୍କ ମନ କି ବାତ କାର୍ଯ୍ୟକ୍ରମ କୁ କର୍ମୀ ମାନେ ପ୍ରୋଜେକ୍ଟର ମାଧ୍ୟମ ରେ ଶୁଣି ଥିଲେ । ପରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷଣ ବାଗ, ମୁଖ୍ୟ ବକ୍ତା ଭାବେ ପୂର୍ବ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି, ସଂମାନିତ ଅତିଥି ଭାବେ ଘାସିରାମ ଜୈନ, ପୂର୍ବ ନଗର ସଭାପତି ବେଦବ୍ୟାସ ନାଗ, ନୀଳକଣ୍ଠ ଶତପଥୀ, ଜଗନ୍ନାଥ ନାଗ ପ୍ରମୁଖ ମଂଚସିନ ଥିଲେ । କାର୍ଯ୍ୟକ୍ରମରେ ଆଜି କଣ୍ଟାବାଞ୍ଜି ଭାରତୀୟ ଜନତା ପାର୍ଟିର ନୂତନ ନଗର କମିଟି ଗଠନ ହୋଇଛି । ଏଥିରେ ସଭାପତି ଭାବେ ଅଜିତ କଠାର, ସାଧାରଣ ସମ୍ପାଦକ ଭାବେ ନିଶିକାନ୍ତ ମହାପାତ୍ର ଓ ଧନଞ୍ଜୟ ରଣା ରହିଥିବା ବେଳେ ଉପସଭାପତି ଆଶୀଷ ଅଗ୍ରୱାଲ, ନୀଳକଣ୍ଠ ଶତପଥୀ, ଯୋଗେଶ ଅଗ୍ରୱାଲ, ସତ୍ତା ରାଉତ, ରାଜେଶ ସାଗର, ସମ୍ପାଦକ ଭାବେ ସୁମିତ ଶର୍ମା, ଗୋପାଳ ସୋନି, ନରେଶ ଭିତିରିଆ, ମଣ୍ଡଳ ଯୁବା ମୋର୍ଚ୍ଚା ସଭାପତି ଧର୍ମାନନ୍ଦ ଜୁଏଡ଼, ମହିଳା ମୋର୍ଚ୍ଚା ସଭାପତି ବିମଳା ନାଗ, କୃଷକ ମୋର୍ଚ୍ଚା ସଭାପତି କାଂହୁ ହାତୀ, ଓବିସି ମୋର୍ଚ୍ଚା ସଭାପତି ସୁଦର୍ଶନ ବାଗ, ଏସସି ମୋର୍ଚ୍ଚା ସଭାପତି ରାଜେଶ ସାଗର ଙ୍କୁ ଚୟନ କରାଯାଇଛି । ଏହି ନୂତନ କମିଟି କଣ୍ଟାବାଞ୍ଜି ନଗର କମିଟି ରେ ଭାରତୀୟ ଜନତା ପାର୍ଟି କୁ ଆହୁରି ସଦୃଢ କରିବେ ବୋଲି ବିଧାୟକ ଶ୍ରୀ ବାଗ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like