-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବର୍ଷା ଆସିଲେ ନୀଳାପଦାବାସୀଙ୍କ ବଢ଼େ ସମସ୍ୟା

30-Jun-2025



ବରୀ(ରଞ୍ଜିତ ମହାନ୍ତି): ରାସ୍ତା ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ରହିଛି କମ୍ପଗଡ଼ - ଗମୁ ଭାୟା ନୀଳାପଦା ରାସ୍ତା । ଏହି ରାସ୍ତାଟି ୮୦ ପ୍ରତିଶତ ଶେଷ ହୋଇଥିଲେ ସୁଦ୍ଧା ଲୋକମାନେ ଯାତାୟାତରେ ସୁବିଧା ପାଇ ପାରୁ ନାହାନ୍ତି । ବିଶେଷ କରି ନୀଳାପଦା ଗାଆଁରେ ପାଖାପାଖୂ ୧୫ ଶହ ଲୋକ ନାହିଁ ନଥିବା ଅସୁବିଧା ରହିବା ସହ ବଜାର ଘାଟକୁ ବାହାରି ପାରୁନାହାନ୍ତି । ସୂଚନାଯୋଗ୍ୟ ଏହି ରାସ୍ତା ନିର୍ମାଣ ପାଇଁ ପାଖା ପାଖୂ ୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିଲା। କମ୍ପଗଡ଼ ଛକ ଠାରୁ ନୀଳାପଦାରେ ଥ‌ିବା ବିରୂପା ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଏହାର ପିଚୁ କାମ ଶେଷ ହୋଇଛି। ସେଠାରୁ ଗମୁ ସଂଯୋଗୀ କରଣ ହୋଇପାରି ନାହିଁ। ଏହି ପିଚୁ ରାସ୍ତାର ଶେଷ ଭାଗକୁ ରହିଛି ମହାକାଳପଡ଼ା ପଞ୍ଚାୟତର ନୀଳାପଦା ସିଂହସାହି ଅଂଶ। ଯେଉଁଠାରେ ପୂର୍ବ
ରାସ୍ତା ଉପରେ ଯାତାୟାତ ହେଉଥିବା ବେଳେ ନୂଆ ରାସ୍ତା ପାଇଁ ଜମି ଅଧିଗ୍ରହଣ କିନ୍ତୁ ଅଲଗା ସ୍ଥାନରେ ହୋଇଛି। ଯେଉଁଥ୍ ପାଇଁ ଜମି ମାଲିକ ଦୁଇଟିଯାକ ଯାଗାକୁ ବ୍ୟବହାର କରିବା ଉପରେ ବାଧା ସୃଷ୍ଟି କରୁଛନ୍ତି। ଗାଆଁ ମଝିରେ
ଯାଇଥିବା ପୁରୁଣା ରାସ୍ତା ଉପରେ ସେ ସ୍ଥାୟୀ ନିର୍ମାଣ କରାଇ ଦେଉନାହାନ୍ତି । ଠିକାଦାର ବା ବିଭାଗ ଅଗୃହିତ ଜମି ଖାଲ ଥିବାରୁ ଅଧିକ ଖର୍ଜ ଆଶଙ୍କାରେ ସେଠାରେ ରାସ୍ତା ନିର୍ମାଣ କରି ନାହାନ୍ତି । ବରଂ ଯେଉଁ ୨ ଶହ ମିଟର ରାସ୍ତା ଜମି
ମାଲିକ ସ୍ଥାନ ସ୍ଥାୟୀ ନିର୍ମାଣକୁ ବିରୋଧ କରୁଛନ୍ତି ତାକୁ ଛାଡ଼ି ଦେଇ ଯାଇଛନ୍ତି। ସାମାନ୍ୟ ବର୍ଷା ହେଲେ ଏହି ପୁରୁଣା ରାସ୍ତାଟି ଆଣ୍ଠୁଏ ଲେଖା ଖାଲ ଓ କାଦୁଅ ହୋଇ ଯାଉଛି। ବିଭାଗୀୟ ରାସ୍ତା ହୋଇଥିବାରୁ ସ୍ଥାନୀୟ ସରପଞ୍ଚ ପ୍ରଜ୍ଞାପାରମିତା ପରିଡ଼ା ପଞ୍ଚାୟତ ଅର୍ଥ ଖର୍ଚ୍ଚ କରିପାରୁ ନାହାନ୍ତି ବୋଲି କହିଛନ୍ତି। ସମାଜସେବୀ ସ୍ମୃତି ରଞ୍ଜନ ପରିଡ଼ା ବ୍ୟକ୍ତିଗତ ଭାବେ ପ୍ରତିବର୍ଷ ଏହି ରାସ୍ତାକୁ ମରାମତି କରୁଥିବା ବେଳେ ସ୍ଥାୟୀ ପ୍ରତିକାର ଏଯାଏ ହୋଇ → ପାରିନାହିଁ । ଯେଉଁ ଜମି ଅଧିଗ୍ରହଣ ହୋଇଛି ସେଠାରେ ତୁରନ୍ତ ରାସ୍ତା ନିର୍ମାଣ କରିବାକୁ ସରପଞ୍ଚ ଶ୍ରୀମତୀ ପରିଡ଼ା ଦାବି କରିଛନ୍ତି । ବର୍ତ୍ତମାନ ସାମୟିକ ଭାବେ ପୁରୁଣା ରାସ୍ତା ଉପରେ ପଥର ଗୁଣ୍ଡ ବିଛାଇ ଯାତ୍ରା ଉପଯୋଗୀ କରିବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like