-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍. ସି. ଏଚ୍ ରେ ମାରୱାଡ଼ୀ ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    (12-May-2026)       ||      ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||      ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||     

HOME   ଜିଲ୍ଲା

*ଗୋପିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ*

30-Jun-2025



(ମିହିର ଶଙ୍କର ପାତ୍ର,)
 ପାପଡ଼ା ହାଣ୍ଡି ବ୍ଳକ ଅନ୍ତର୍ଗତ ମୈଦଲପୁର ଗ୍ରାମ ପଞ୍ଚାୟତର ଗୋପିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ନାୟକ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ସଭାପତିତ କରିଥିଲେ  ଶିକ୍ଷକ ଜଗନ୍ନାଥ ମାଝୀ, ଏହି ଅବସରେ ଓଡ଼ିଶା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ସଭାପତି ଶ୍ରୀଯୁକ୍ତ ରମଣୀ ରଂଜନ ତ୍ରିପାଠୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଆସନରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତିପ୍ରତିମା ଯାଦବ ,ପ୍ରଧାନ ଶିକ୍ଷକ କିଶୋର ବେହେରା , ରତିକାନ୍ତ ପଣ୍ଡା ପ୍ରମୁଖ ଯୋଗଦାନ କରିଥିଲେ। ଏହି ବସରରେ ସ୍ଥାନୀୟ ଅଂଚଳର ଅଞ୍ଚଳ ବାସି, ଶିକ୍ଷକ ମାନେ ଏବଂ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଵାବୁଲାଲ ସାଗର ହିନ୍ଦୁ ମାନଙ୍କ ଧର୍ମଗ୍ରନ୍ଥ ଶ୍ରୀମଦ ଭାଗବତ ଗୀତା  ପ୍ରଦାନ କରିଥିଲେ।ଶିକ୍ଷକ ଓ ଗ୍ରାମବାସୀ ତରଫରୁ ମଧ୍ୟ୍ୟ ଵିଭିନ୍ନ ଉପହାର ପ୍ରଧାନ କରାଯାଇଥିଲା।ଗାଁର ଲୋକ ସମୁହ ,ମାଆ ମାନଙ୍କ ହୁଳୁହୁଳି ଓ ବାଦ୍ୟ ଯନ୍ତ୍ର ତାଳେ ତାଳେ ସାଇଲଢି ଓ ହେମସା ନାଚ଼ ସହ ସୁଦର୍ଶନ ସାର ଙ୍କ ବିଦାୟ କାଳୀନ ସମୂର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍. ସି. ଏଚ୍ ରେ ମାରୱାଡ଼ୀ ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ    12-May-2026
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   12-May-2026
  ରାଜ୍ୟ  
ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   12-May-2026
  ରାଜ୍ୟ  
ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   12-May-2026
  ରାଜ୍ୟ  
ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   12-May-2026
  ରାଜ୍ୟ  
ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   12-May-2026
  ଜିଲ୍ଲା  
କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   12-May-2026
  ଜିଲ୍ଲା  
ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି   12-May-2026

You Might Also Like