-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ୧୧୬ତମ ଜନ୍ମ ବାର୍ଷିକି ପାଳନ

30-Jun-2025



ବଲାଙ୍ଗିର(ପ୍ରେରଣା ଖବର): ସାମାଜିକ ସଂଗଠନ ଅଭିଭାବକ ମଂଚ ବଲାଙ୍ଗିର ତରଫରୁ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପାଠାଗାରର ସମ୍ମିଳନୀ କକ୍ଷରେ ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥଙ୍କ ୧୧୬ତମ ଜନ୍ମ ବାର୍ଷିକି ପାଳନ କରାଯାଇଛି। କସ୍ତୁରୀ ରଥ ସଭା ସଂଯୋଜନା କରିଥିଲେ। ମଂଚାସୀନ ଅତିଥି ଗଣ ପ୍ରଥମେ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ସମ୍ପାଦକ ଗୋବିନ୍ଦ ମିଶ୍ର ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି

ବିଶିଷ୍ଟ କୋସଲବାଦୀ ନେତା ପ୍ରମୋଦ ମିଶ୍ର ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ନେତୃତ୍ୱରେ ସ୍ୱାଧୀନତାର ବହୁ ପୂର୍ବରୁ ବଲାଙ୍ଗିର ପାଟଣା ଷ୍ଟେଟରେ ଗଢି ଉଠିଥିବା ସାମାଜିକ, ସାଂସ୍କୃତିକ ତଥା ରାଜନୈତିକ ଆନ୍ଦୋଳନ ସମୁହର ଏକ ବିଶ୍ଲେଷଣାତ୍ମକ ଚିତ୍ର ଉପସ୍ଥାପନ କରିଥିଲେ। ସମଗ୍ର କୋସଳାଞ୍ଚଳକୁ ଆନ୍ଧ୍ର, ବିହାର ତଥା ମଧ୍ୟପ୍ରଦେଶରୁ ଅଲଗା କରି ଏ ଅଂଚଳର ଗଡଜାତ ଗୁଡିକୁ ନେଇ ଏକ ସମ୍ମିଳିତ ପୂର୍ବାଂଚଳ ରାଜ୍ୟ ସମୁହର ସ୍ୱତନ୍ତ୍ର ପ୍ରଦେଶ ଗଠନ ପାଇଁ ତାଙ୍କର ଦୁର୍ବାର ଉଦ୍ୟମକୁ ମୁଖ୍ୟ ଅତିଥି ସ୍ମରଣ କରିଥିଲେ । କୌଣସି ଜାତିର ବିକାଶ ପାଇଁ ନିଜର ଅତିତ ଇତିହାସ ଜାଣିବା ଯେତିକି ଆବଶ୍ୟକ ପୂର୍ବସୂରୀଙ୍କ ମାର୍ଗଦର୍ଶନକୁ ଆପଣେଇ ନେବା ତତୋଧିକ ଆବଶ୍ୟକ ବୋଲି ମୁଖ୍ୟ ଅତିଥି କହିଥିଲେ । ମୁଖ୍ୟବକ୍ତା ନାଗରିକ କମିଟିର ପୂର୍ବତନ ସଂପାଦକ ତଥା ଶିକ୍ଷାବିତ ମନୋରଂଜନ ସାହୁ ସ୍ୱର୍ଗତ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ମାତ୍ର ୪୪ ବର୍ଷ ର ଜୀବନକାଳ ମଧ୍ୟରେ ବିପରୀତ ପରିସ୍ଥିତର ମୁକାବିଲା କରିବା ସହ କିପରି ପାଟଣା ଷ୍ଟେଟର ଜନଗଣଙ୍କ ଉନ୍ନତି କଳ୍ପେ ଶିକ୍ଷା, ସ୍ୱାସ୍ଥ୍ୟ ତଥା ସାମାଜିକ କ୍ଷେତ୍ରରେ ବିକାଶମୂଳକ ପଦକ୍ଷେପ ନେଇଥିଲେ। ରାଜେନ୍ଦ୍ର କଲେଜ ସ୍ଥାପନ, ଆୟୁର୍ବେଦ ଚିକିତ୍ସାଳୟ ସ୍ଥାପନ ତଥା ରାଜ୍ୟର ଐତିହାସିକ କିର୍ତ୍ତିରାଜିର ସଂରକ୍ଷଣ ପାଇଁ ତାଙ୍କର ପ୍ରାରମ୍ଭିକ ପ୍ରଚେଷ୍ଟକୁ ବକ୍ତା ସ୍ମରଣ କରିଥିଲେ। ଶିକ୍ଷାବିଦ୍

ଶ୍ୟାମସୁନ୍ଦର ଦାଶ ଏବଂ କୃଷକ ନେତା ରାଧାକୃଷ୍ଣ ମେହେର ଏ ଅଂଚଳର ବିକାଶରେ ଐତିହାସିକ ପୂର୍ଣ୍ଣଚନ୍ଦ୍ରଙ୍କ ଅମୁଲ୍ୟ ଅବଦାନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ପ୍ରଫେସର ତରୁଣ କୁମାର ମିଶ୍ର, ଦିବାକର ହୋତା, ମଦନମୋହନ ରଥ, ମାଳତି ଉଦ୍‌ଗାତା, ଚୁଡେନ୍ଦ୍ର ବେହେରା ପ୍ରମୁଖ ସଭା ପରିଚାଳନାରେ ସହଯୋଗ କରିଥିଲେ। ଉପସଭାପତି ପ୍ରଶନ୍ନ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like