-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||     

HOME   ଜିଲ୍ଲା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

30-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ବାବୁପାଲି ପଞ୍ଚାୟତ ଅନ୍ତର୍ଗତ ବାବୁପାଲି ହାଇସ୍କୁଲର ସଂସ୍କୃତ ଶିକ୍ଷକ ଯୋଗିନ୍ଦ୍ର ପଣ୍ଡାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୂରାତନ ଛାତ୍ର ବିଶ୍ଵନାଥ ବଡ଼ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ସ୍କୁଲ ପରିଚାଳନା କମିଟି ସଭାପତି ବିଶ୍ଵଦେବ ବଡ଼ପଣ୍ଡା ସଭାପତିତ୍ବ କରିଥିଲେ। ଭାରତୀୟ ଷ୍ଟେଟ ବ୍ୟାଙ୍କର ଅବସରପ୍ରାପ୍ତ ଆଞ୍ଚଳିକ ଶାଖା ପ୍ରବନ୍ଧକ ଜଗଦୀଶ ପ୍ରସାଦ ମହାପାତ୍ର ମୁଖ୍ୟଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଗବତ୍ ପ୍ରସାଦ ପାଢ଼ୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ବ୍ରହ୍ମଚାରୀ ବିଦାୟୀ ଶିକ୍ଷକ ଯୋଗିନ୍ଦ୍ର ପଣ୍ଡାଙ୍କ ସହିତ ମଞ୍ଚାସିନ ଥିଲେ। ମାନନୀୟ ମୂଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ବିଦାୟୀ ଶିକ୍ଷକଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ। ଉକ୍ତ ସଭାରେ ବହୁ ପୂରାତନ ଏବଂ ଅଧୁନା ଅଧ୍ୟୟନ ରତ ଛାତ୍ରଛାତ୍ରୀ ଉପସ୍ଥିତ ରହି ନିଜ ନିଜର ସ୍ମୃତି ଚାରଣ କରିଥିଲେ। ପ୍ରଧାନ ଶିକ୍ଷକ ଜଗଦୀଶ ବ୍ରହ୍ମଚାରୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପୂରାତନ ଛାତ୍ରୀ ସୁଶ୍ରୀରାଣୀ ବଡ଼ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀମାନେ ପୁର୍ଣ୍ଣ ମାତ୍ରାରେ ସହଯୋଗ କରିଥିଲେ। ବିଦାୟୀ ଶିକ୍ଷକ ଯୋଗିନ୍ଦ୍ର ପଣ୍ଡାଙ୍କ ଅଭିଭାଷଣରେ ସମସ୍ତେ ଭାବ ବିହ୍ୱଳ ହୋଇ ପଡିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026

You Might Also Like